July 2024

ଜୁଲାଇ ୧୫ ରେ ଲୋକଙ୍କ ଗୁହାରି ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ୧୫ ତାରିଖ ସୋମବାର ଦିନ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ। ଏହା ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ଅଭିଯୋଗ ଶୁଣାଣି ହେବ। ଦିନ ୧୧ ଟା ସମୟରୁ ୟୁନିଟ୍- ୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ…

ଟ୍ରକ୍‌କୁ ପଛରୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍; ୩ ମୃତ, ୨୦ ଆହତ

ବାରିପଦା : ମୟୂରଭଞ୍ଜ ଜିଲ୍ଲା ବେତନଟି ଥାନା ଅନ୍ତର୍ଗତ ବୁଢ଼ିଖମାର ଛକ ନିକଟରେ ଆଜି ଭୋରରୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌କୁ ତୀର୍ଥଯାତ୍ରୀ ବସ୍ ଧକ୍କା ହେବାରୁ ବସ୍ ଡ୍ରାଇଭର ସମେତ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

କଟକ ନର୍ସିଂହୋମ୍‌ରେ ଅଗ୍ନିକାଣ୍ଡ ; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

କଟକ : କଟକରେ ଏକ ଘରୋଇ ନର୍ସିଂହୋମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ନର୍ସିଂହୋମ୍‌ରୁ ଉଦ୍ଧାର ହୋଇଥିବା ରୋଗୀଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ…

ବାହୁଡା ଯାତ୍ରା ପ୍ରସ୍ତୁତି ; ରବିବାର ଅପରାହ୍ଣ ୫ଟାରୁ ବନ୍ଦ ରହିବ ଦର୍ଶନ

ପୁରୀ: ନବଦିନାତ୍ମକ ଯାତ୍ରାରେ ମହାପ୍ରଭୁ। ରଥ ଚଢି ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ଜନ୍ମବେଦୀ ବିଜେ କରିଛନ୍ତି କାଳିଆ ସାଆନ୍ତ।ଜୁଲାଇ ୧୪ ଅର୍ଥାତ ରବିବାର ଅପରାହ୍ଣ ୫ଟାରୁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ବାହୁଡା ଯାତ୍ରା ପ୍ରସ୍ତୁତି ଲାଗି ଗୁଣ୍ଡିଚା…

ସରକାରୀ କଲ୍ୟାଣମଣ୍ଡପରେ ଗଞ୍ଜେଇ ଚାଷ

ସୁବର୍ଣ୍ଣପୁର : ଟାଉନ୍ ଭିତରେ ଥିବା ସରକାରୀ କଲ୍ୟାଣମଣ୍ଡପ ପରିସରରେ ହୋଇଛି ଗଞ୍ଜେଇ ଚାଷ। ତାହା ପୁଣି ଅବକାରୀ ଅଧିକ୍ଷକଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୫୦୦ ମିଟର ଦୂରରେ। ହେଲେ ଏ ସମ୍ପର୍କରେ ଅବକାରୀ ବିଭାଗ ପାଖରେ କୌଣସି ଖବର ନାହିଁ। ଏପରି…

କଟକର ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ

କଟକ : କଟକରେ ଏକ ଘରୋଇ ନର୍ସିଂହୋମ୍‌ରେ ନିଆଁ ଲାଗିଛି। ନର୍ସିଂହୋମ୍‌ର ତୃତୀୟ ମହଲାରେ ନିଆଁ ଲାଗିଛି। ବିଦ୍ୟୁତ୍‌ ଶର୍ଟସର୍କିଟ୍‌ ଯୋଗୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଅଗ୍ନିଶମ କର୍ମଚାରୀମାନଙ୍କ ମଧ୍ୟରେ ଉଦ୍ଧାର କାର୍ଯ୍ୟ ଚାଲିଛି। ପୁରୀଘାଟ ଥାନା ଅଞ୍ଚଳରେ ରହିଛି…

ରାଇସ ମିଲର ମାଲିକଙ୍କଠାରୁ ୫୦ ହଜାର ଟଙ୍କା ଲାଞ୍ଚ ଗ୍ରହଣକରି ଜେଲ ଗଲେ ବଲାଙ୍ଗିର ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ

ବଲାଙ୍ଗିର : ‘ଲାଞ୍ଚ ନିଅନ୍ତୁ ନାହିଁ। ପିସି କାରବାରକୁ ବନ୍ଦ କରନ୍ତୁ।’ ଦୁଇ ଦିନ ତଳେ ସମୀକ୍ଷା ବୈଠକରେ ବଲାଙ୍ଗିର ଜିଲ୍ଲାର ଅଧିକାରୀମାନଙ୍କୁ ଏହି ତାଗିଦ କରିଥିଲେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଗତକାଲି ଏକ ସମୀକ୍ଷା ବୈଠକରେ ଜିଲ୍ଲା ଅଧିକାରୀମାନଙ୍କୁ…

ସୀମାନ୍ତ ପୁଲିସ ଦ୍ବାରା ମାଓ ଡମ୍ପ ଉଦ୍ଧାର

ମାଲକାନଗିରି: ସୀମାନ୍ତ ଆନ୍ଧ୍ରପ୍ରଦେଶର ଆଲ୍ଲୁରି ସୀତାରାମ ରାଜୁ ଜିଲ୍ଲା ଅନ୍ତର୍ଗତ ମାମ୍ପା ପୁଲିସ ଥାନା ଅଂଚଳର ବୁଦରାଲା ପଞ୍ଚାୟତର କାନ୍ନାଭାରମ ଗ୍ରାମ ନିକଟସ୍ଥ ଜଂଗଲରେ ପୁଲିସ କୁମ୍ବିଂ କରୁଥିବା ବେଳେ ମାଓ ଡମ୍ପ ଉଦ୍ଧାର କରିଛି। ଏହି ମାଓ ଡମ୍ପରେ ବିଦ୍ୟୁତ…

ୟୁନିଫର୍ମ ସର୍ଭିସକୁ ଜନସାଧାରଣଙ୍କ ଉତ୍ସର୍ଗୀକୃତ ସେବାର ପ୍ରତୀକ ରୂପେ ପ୍ରତିଫଳିତ କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୟୁନିଫର୍ମ ସର୍ଭିସ୍‌ରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡ଼ିଥାଏ। ସାଧାରଣ ନାଗରିକ, ଆମର ମା, ଭଉଣୀ ଏବଂ ପିଲାମାନଙ୍କର ସୁରକ୍ଷା ଆମ ଉପରେ ନିର୍ଭର କରେ। ଏ କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠା ସହିତ ଉତ୍ତମ ବ୍ୟବହାର ପୁଲିସର ଭାବମୂର୍ତ୍ତିକୁ…

ସରକାରଙ୍କ ‘ସମ୍ବିଧାନ ହତ୍ୟା ଦିବସ’ ଘୋଷଣାକୁ ସମାଲୋଚନା କଲେ ପ୍ରିୟଙ୍କା

ନୂଆଦିଲ୍ଲୀ : ଏଣିକି ପ୍ରତିବର୍ଷ ଜୁନ ୨୫ ତାରିଖକୁ ଦେଶରେ ସମ୍ବିଧାନ ହତ୍ୟା ଦିବସ ଭାବେ ପାଳନ କରାଯିବ। ୧୯୭୫ ମସିହା ଜୁନ ୨୫ରେ ଦେଶରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧି ଏମର୍ଜେନ୍ସି ଲାଗୁ କରି ଗଣତନ୍ତ୍ରର ହତ୍ୟା କରିଥିବା ଅଭିଯୋଗ…