July 2024

ଓସିଏ ସଭାପତି ପଦରୁ ପ୍ରଥମେ ବବି ଦାସ ଇସ୍ତଫା ଦେବା ଉଚିତ୍: ସମୀର ଦେ

ଭୁବନେଶ୍ବର: ଓସିଏରୁ ବବି ଦାସଙ୍କ ଇସ୍ତଫା ଦାବି କଲେ ସମୀର ଦେ। ଫାଓ ସଭାପତି ଭାବେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେବା ପରେ ଏଭଳି ଏକ ଦାବୀ କରିଛନ୍ତି ସମୀର। ସମୀର କହିଛନ୍ତି ଯେ, ଓସିଏ ସଭାପତି ପଦରୁ ପ୍ରଥମେ ବବି ଦାସ…

ଆମେ ସଂକଳ୍ପପତ୍ରରେ ଥିବା ପ୍ରତିଶ୍ରୁତି ପାଳନ କରିବୁ, ଆମ ପାଇଁ ଚ୍ୟାଲେଞ୍ଜ କିଛି ନାହିଁ: ପୃଥୀରାଜ ହରିଚନ୍ଦନ

ଭୁବନେଶ୍ବର: ସରକାରକୁ ମାସେ ପୂରିଲା। ଆମେ ୧୦୦ ଦିନର ମାପଦଣ୍ଡରେ ସଂକଳ୍ପ ପତ୍ରରେ ଥିବା ପ୍ରତିଶ୍ରୁତି ପାଳନ କରିବୁ। ଆମ ପାଇଁ ଚ୍ୟାଲେଞ୍ଜ କିଛି ହେବ ନାହିଁ। ଏଭଳି ଦୃଢ଼ୋକ୍ତି କରିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ଶ୍ରୀ ହରିଚନ୍ଦନ କହିଛନ୍ତି,…

ଗତ ବର୍ଷ ତୁଳନାରେ ଏବର୍ଷ ବେଶୀ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ରାଜ୍ୟରେ ଏଯାବତ୍ ମୋଟ ୫୧୬ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ। ଗତବର୍ଷ ୨୭୮ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ଚଳିତ ବର୍ଷ ୫୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର।…

ରାଜଧାନୀର ବାର୍ ମାଲିକଙ୍କୁ ଚେତାବନୀ, ବିଳମ୍ବିତ ରାତି ଯାଏଁ ଖୋଲା ରହିଲେ ହେବ ଲାଇସେନ୍ସ ରଦ୍ଦ

ଭୁବନେଶ୍ୱର : ବାର୍ ମାଲିକଙ୍କୁ ଅବକାରୀ ବିଭାଗର ଚେତାବନୀ । ନିୟମ ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଦରକାର ପଡ଼ିଲେ ଲାଇସେନ୍ସ ରଦ୍ଦ କରିବାକୁ ବି ପଛାଇବ ନାହିଁ । ଅବକାରୀ ବିଭାଗ। ଏଭଳି ଚେତାବନୀ ଦେଇଛି ରାଜ୍ୟ ଅବକାରୀ…

ରଥ ଉପରେ ମୋବାଇଲ ନିଷେଧ

ପୁରୀ: ଏଣିକି ରଥ ଉପରକୁ ଯିବ ନାହିଁ ମୋବାଇଲ । ସେବାୟତ ହୁଅନ୍ତୁ କି ଦଇତାପତି, କେହି ବି ନିଜ ସହିତ ରଥ ଉପରକୁ ମୋବାଇଲ ନେଇ ଯାଇପାରିବେ ନାହିଁ । ସେବାୟତଙ୍କୁ ତାଗିତ୍ କରି ଏମିତି କିଛି କଡା ନିର୍ଦ୍ଦେଶ…

ଭେଟିବା ପାଇଁ ଆଧାର କାର୍ଡ ଧରି ଆସିବାକୁ କହିଲେ କଙ୍ଗନା ରାଣାୱତ

ନବନିର୍ବାଚିତ ବିଜେପି ସାଂସଦ ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ଅଡ଼ୁଆ ବଢ଼ିଛି। ସେ ନିଜ ଲୋକସଭା ନିର୍ବାଚନ ମଣ୍ଡଳୀ ହିମାଚଳ ପ୍ରଦେଶର ମଣ୍ଡିର ଲୋକମାନଙ୍କ ଆଗରେ ଆଧାର କାର୍ଡ ସର୍ତ୍ତ ରଖିଛନ୍ତି। ନିର୍ବାଚନ ମଣ୍ଡଳୀର ଯଦି କେହି ତାଙ୍କୁ ଭେଟିବାକୁ…

ପ୍ରାକ୍ ବଜେଟ୍ ପରାମର୍ଶ ବୈଠକରେ ମୁଖ୍ୟମନ୍ତ୍ରୀ, କହିଲେ- ଜନତାଙ୍କ ମତାମତକୁ ଦୃଷ୍ଟିରେ ରଖି କରାଯାଇଛି ବଜେଟ

ଭୁବନେଶ୍ୱର : ଲୋକସେବା ଭବନ କନଭେନସନ ସେଣ୍ଟରରେ ଶେଷ ହୋଇଛି ପ୍ରାକ ବଜେଟ ପରାମର୍ଶ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା । ପ୍ରାକ ବଜେଟ ଶେଷ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟାରେ କହିଛନ୍ତି ସାଧାରଣ…

ସାଙ୍ଗ ଘରୁ ସାଙ୍ଗର ଝୁଲନ୍ତା ମୃତଦେହ ଉଦ୍ଧାର

ସୁବର୍ଣ୍ଣପୁର: ସୋନପୁର ସହରର ପଟାଭାଡି ପଡାରେ ଜଣେ କଲେଜ ଛାତ୍ରଙ୍କ ଆତ୍ମହତ୍ୟା। ଛାତ୍ର ଜଣକ ବିନିକା ବ୍ଲକ କଣ୍ଟାପାଲି ଗାଁର ହୋଇଥିବା ବେଳେ ସେ ସୋନପୁର ରାଜ କଲେଜର ଯୁକ୍ତ ତିନି ଶେଷ ବର୍ଷର ଛାତ୍ର ବୋଲି ଜଣାପଡିଛି। ସେ ହେଉଛନ୍ତି…

ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ୨ IPSଙ୍କ ନାଁରେ ହତ୍ୟା ଉଦ୍ୟମ ମାମଲା ରୁଜୁ

ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ୱାଇଏସଆର କଂଗ୍ରେସର ମୁଖ୍ୟ ଜଗନ ମୋହନ ରେଡ୍ଡୀ ଓ ଅନ୍ୟ ୪ ଜଣଙ୍କ ବିରୋଧରେ ରୁଜୁ ହୋଇଛି ହତ୍ୟା ଉଦ୍ୟମ ମାମଲା। ଗୁଣ୍ଟୁର ଜିଲ୍ଲା ନଗରାମପାଲେମ ପୁଲିସ୍‌ ପକ୍ଷରୁ ଏପରି ମାମଲା ରୁଜୁ କରାଯାଇଛି।…

ବାଣପୁରରେ ଫୁଟିଲା ବୋମା, ଜଣେ ମୃତ

ବାଲୁଗାଁ : ବାଣପୁରରେ ଫୁଟିଲା ବୋମା, ଜଣେ ମୃତ ଓ ୨ ଗୁରୁତର । ପାରିବାରିକ କଳହରୁ ବୋମାମାଡ଼ । ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ସାହସପୁରର ଶାନ୍ତି ନଗରରେ ବାପା ଓ ପୁଅ କଳହରୁ ବୋମା ମାଡ଼ ! ହୋଇଛି…