ବଦଳି କଲେ ରାଜ୍ୟ ସରକାର, ପୁଲିସ ଆଇଜି ଆଶିଷ ସିଂ ହେଲେ ଗୃହ ବିଭାଗ ଓଏସଡି
ଭୁବନେଶ୍ବର : ରାଜ୍ୟର ବରିଷ୍ଠ ଆଇପିଏସ ଅଧିକାରୀ ଆଇଜି ଆଶିଷ ସିଂଙ୍କୁ ଗୃହ ବିଭାଗର ଅଫିସର ଅନ ସ୍ପେଶାଲ ଡ୍ୟୁଟି ଭାବେ ବଦଳି କରାଯାଇଛି। ସେ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିଲେ। ଗତକାଲି ଆଇଏଏସ ସ୍ତରରେ ବଡ ଧରଣର ଅଦଳ…
