July 2024

ରାଜଧାନୀରେ ୬ ମାସରେ ୩୬ କୋଟି ଲୁଟିଛନ୍ତି ସାଇବର ଠକ, ୨୧ ଜଣଙ୍କୁ ବାନ୍ଧିଛି କମିଶନରେଟ ପୁଲିସ

ଭୁବନେଶ୍ବର : ରାଜ୍ୟରେ ବଢ଼ି ଚାଲିଛି ସାଇବର ଅପରାଧ। ୨୦୨୪ ଜାନୁଆରୀରୁ ଜୁନ- ୬ ମାସ ମଧ୍ୟରେ ଭୁବନେଶ୍ୱରରେ ସାଇବର ଅପରାଧ ଜନିତ ୨ ହଜାର ୩୯୪ଟି ରିପୋର୍ଟ ଥାନାକୁ ଆସିଛି। ଏଥି ମଧ୍ୟରୁ ୧୧୦ଟି ମାମଲା ପଞ୍ଜୀକୃତ ହୋଇଛି। ଏସବୁ…

TMC ସାଂସଦ ସୌଗତ ରୟଙ୍କୁ ହତ୍ୟା ଧମକ

କୋଲକାତା : ବରିଷ୍ଠ ତୃଣମୂଳ କଂଗ୍ରେସ (TMC) ନେତା ତଥା ସାଂସଦ ସୌଗତ ରୟଙ୍କୁ ହତ୍ୟା ଧମକ। ଦଳର ଟାଣୁଆ ନେତା ଜୟନ୍ତ ସିଂହଙ୍କୁ ଗିରଫ କରାଯିବା ପରେ ତାଙ୍କୁ ହତ୍ୟା ଧମକ ମିଳିଥିବା ସେ କହିଛନ୍ତି। ରଏ କହିଛନ୍ତି ଯେ,…

ମହାରାଷ୍ଟ୍ରରେ କଂଗ୍ରେସ ୧୨୦ ରୁ ୧୩୦ ବିଧାନସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ

ମୁମ୍ବାଇ : ମୁମ୍ବାଇ: ମହାରାଷ୍ଟ୍ରରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ହଲଚଲ ଦେଖାଦେଲାଣି | ଚଳିତ ବର୍ଷ ଶେଷ ଆଡକୁ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। କଂଗ୍ରେସ, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏସପି) ଏବଂ ଶିବସେନା (ୟୁବିଟି)…

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଏସପି ସହ ମେଣ୍ଟ କଲା ଆଇଏନଏଲଡି

ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷରେ ହେବାକୁ ଥିବା ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଭାରତୀୟ ଜାତୀୟ ଲୋକ ଦଳ (INLD) ସହିତ ଏକ ମେଣ୍ଟ ଘୋଷଣା କରିଛି। ଏଥି ସହିତ ଆଇଏନଏଲଡି ଏହାର ପୂର୍ବତନ ସହଯୋଗୀ…

ମୁମ୍ବାଇ ହିଟ୍ ଆଣ୍ଡ ରନ୍ ମାମଲା: ବାରରେ ମଦ ପିଇବା ପାଇଁ ବୟସ ଲୁଚାଇଥିଲେ ମିହିର ଶାହ

ମୁମ୍ବାଇ : ମୁମ୍ବାଇ ହିଟ୍ ଆଣ୍ଡ ରନ୍ ମାମଲାରେ ଗୋଟିଏ ପରେ ଗୋଟିଏ ନୂଆ ମାମଲା ସାମ୍ନାକୁ ଆସୁଛି। ମୁଖ୍ୟ ଅଭିଯୁକ୍ତ ଶିବସେନା (ସିନ୍ଦେ ଗୋଷ୍ଠୀ) ନେତା ରାଜେଶ ଶାହଙ୍କ ପୁଅ ମିହିର ଶାହ ନକଲି ପରିଚୟ ପତ୍ର ଦେଖାଇ ବାରରେ…

ଶମୀନା ଫିର୍ଦୋସଙ୍କ ବିବାଦୀୟ ମନ୍ତବ୍ୟ; କହିଲେ- ମୁସଲମାନଙ୍କ ପାଇଁ ପ୍ରଥମ ସମ୍ବିଧାନ ହେଉଛି କୁରାନ

ନୂଆଦିଲ୍ଲୀ : ମୁସଲମାନ ମହିଳାମାନେ ଛାଡ଼ପତ୍ର ପରେ ପୂର୍ବ ସ୍ଵାମୀଙ୍କଠାରୁ ଭରଣପୋଷଣ ପାଇବାର ଆଇନଗତ ଅଧିକାର ରହିଛି ବୋଲି ସୁପ୍ରିମକୋର୍ଟ ରାୟ ଦେବା ପରେ ଏହାକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି ଜଣେ ମୁସଲମାନ ମହିଳା ନେତ୍ରୀ। ମୁସଲମାନଙ୍କ ପାଇଁ କୁରାନ…

ବଜ୍ରପାତରେ ଗୋଟିଏ ଦିନରେ ୩୮ ମୃତ, ଏକାଧିକ ଆହତ

ଲକ୍ଷ୍ନୌ : ବୁଧବାର ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ କାରଣରୁ ୩୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ଉତ୍ତର ପ୍ରଦେଶର ବିଭିନ୍ନ ଅଞ୍ଚଳରେ ବଜ୍ରାଘାତରେ ଗୋଟିଏ ଦିନରେ ୩୮ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ରିପୋର୍ଟ ହସ୍ତଗତ…

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାର କିଙ୍ଗପିନ୍ ‘ରକି’ ଗିରଫ

ପାଟନା: ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାରେ ସିବିଆଇକୁ ବଡ଼ ସଫଳତା ମିଳିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ରାକେଶ ରଂଜନ ଓରଫ ରକିକୁ ଗିରଫ କରାଯାଇଛି । ଗିରଫ କରିବା ପରେ ସିବିଆଇ ଆଜି ତାକୁ ପାଟନା କୋର୍ଟରେ ହାଜର କରିଥିଲା।…

ତୃତୀୟ ଟି-୨୦: ଜିମ୍ବାୱେକୁ ୨୩ ରନ୍‌ରେ ହରାଇଲା ଭାରତ

ହରାରେ: ହରାରେ ଆଜି ଖେଳାଯାଇଥିବା ତୃତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍‌ରେ ଜିମ୍ବାୱେକୁ ୨୩ ରନ୍‌ରେ ପରାସ୍ତ କରିଛି ଭାରତ। ଏହା ସହିତ ଏହି ସିରିଜ୍‌ରେ ୨-୧ରେ ଆଗୁଆ ରହିଛି ଟିମ୍ ଇଣ୍ଡିଆ। ଭାରତ ପ୍ରଥମେ ବ୍ୟାଟିଂ କରି ୪ ୱିକେଟ ହରାଇ ୧୮୨…

ରାଜ୍ୟ ସରକାରଙ୍କ ଅନୁମତି ମିଳିଲେ ରତ୍ନଭଣ୍ଡାର ଖୋଲାଯିବ: ବୀରବିକ୍ରମ ଯାଦବ

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଶେଷ ହୋଇଛି। ରତ୍ନଭଣ୍ଡାର ଖୋଲିବା ନେଇ ପ୍ରସ୍ତାବ ତାରିଖରେ ଉପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମୋଡ଼ାଲିଟିଜ୍ ଫାଇନାଲ ହୋଇଛି। ରତ୍ନଭଣ୍ଡାର ତଦାରଖ କମିଟିର ଏସଓପି ଉପରେ…