ସଂସଦ ଭିତରେ ପୁରାଇ ଚାପୁଡ଼ା ମାରିବା କଥା, ରାହୁଲଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଜେପି ବିଧାୟକ
ନୂଆଦିଲ୍ଲୀ: ନିକଟରେ ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ଲୋକସଭାରେ ବିରୋଧୀଦଳର ନେତା ରାହୁଲ ଗାନ୍ଧୀ ହିନ୍ଦୁ ଧର୍ମ ସମ୍ପର୍କରେ ଏକ ବିବୃତ୍ତି ଦେଇଥିଲେ, ଯାହା ଅନେକ ଆଲୋଡ଼ନ ସୃଷ୍ଟି କରିଥିଲା। ଏବେ ତାଙ୍କ ବିବୃତ୍ତି ଉପରେ ପ୍ରତିକ୍ରିୟା ରଖି କର୍ଣ୍ଣାଟକ ଭାରତୀୟ…
