ବିଶ୍ୱ ଡିଜିଟାଲ କାରବାରର ବିଶ୍ୱସନୀୟ ମଡେଲ ପ୍ରଦାନ କରୁଛି ଭାରତ – ମୋଦୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ତୃତୀୟ କାର୍ଯ୍ୟକାଳରେ ଭାରତକୁ ବିଶ୍ୱର ତୃତୀୟ ସର୍ବବୃହତ ଅର୍ଥ ବ୍ୟବସ୍ଥାରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଛି। ଆଜି ମସ୍କୋରେ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି, ଆଜିର ଭାରତ ଯେଉଁ…
