July 2024

ଅଧ୍ୟକ୍ଷାଙ୍କୁ ଚାପୁଡ଼ା ମାରି ନିଲମ୍ବିତ ହେଲେ ଅଧ୍ୟାପିକା

ଅଧ୍ୟକ୍ଷାଙ୍କୁ ଚାପୁଡ଼ା ମାରି ନିଲମ୍ବିତ ହେଲେ ଅଧ୍ୟାପିକା। ଭଦ୍ରକ ଜିଲ୍ଲା ମହିଳା ମହାବିଦ୍ୟାଳୟରେ ଏଭଳି ଘଟଣା ଘଟିଛି। ଅଧ୍ୟକ୍ଷା ସୁପ୍ରୀତି କର ଶନିବାର ଦିନ କାର୍ଯ୍ୟାଳୟରେ କୌଣସି କାମରେ ବ୍ୟସ୍ତ ଥିଲେ। ସେଇ ସମୟରେ ଉର୍ଦ୍ଦୁ ଅଧ୍ୟାପିକା ନସିମା ଖାତୁନ ଏକ…

ଶରଧାବାଲିରେ ପହଞ୍ଚିଲା ୩ ରଥ

ପୁରୀ: ଶ୍ରୀ ଗୁଣ୍ଡିଚା ମନ୍ଦିର ପାଖରେ ପହଞ୍ଚିଲା ନନ୍ଦିଘୋଷ ରଥ । ପୂର୍ବରୁ ତାଳଧ୍ୱଜ ଓ ଦର୍ପଦଳନ ରଥ ପହଞ୍ଚିଛି । ଏବେ ଶରଧା ବାଲିରେ ୩ ରଥ ସମାନ ହୋଇ ଛିଡା ହୋଇଛନ୍ତି । ୩ ଠାକୁରଙ୍କୁ ଦେଖିବାକୁ ଭକ୍ତମାନେ…

ରାଣୀଗୁମ୍ଫା ବୁଲିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଅତ୍ୟନ୍ତ ଆଗ୍ରହର ସହ ଉଦୟଗିରି କୀର୍ତ୍ତିରାଜି ପରିଦର୍ଶନ କରିଛନ୍ତି ରାଷ୍ଟ୍ରପତି । ମୁଖ୍ୟତଃ ରାଣୀ ଗୁମ୍ଫା ପରିଭ୍ରମଣ କରିଛନ୍ତି ମହାମହିମ । ରାଣୀ ଗୁମ୍ଫାର ଉପର ମହଲା ଏବଂ ତଳ ମହଲା ବୁଲି ଦେଖିଲେ ଦ୍ରୌପଦୀ ମୁର୍ମୁ । ରାଣୀ…

ମସ୍କୋରେ ପ୍ରଧାନମନ୍ତ୍ରୀଙ୍କୁ ଗାର୍ଡ ଅଫ୍ ଅନର

ମସ୍କୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ରୁଷିଆ ଏବଂ ଅଷ୍ଟ୍ରିଆ ଗସ୍ତରେ ଯାଇ ମସ୍କୋରେ ପହଞ୍ଚିଛନ୍ତି। ମସ୍କୋରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ୨୨ତମ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଅଂଶଗ୍ରହଣ କରିବେ। ରୁଷିଆର…

ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ସରକାରୀ ଜମିରୁ ହଟିବ ଜବରଦଖଲ, ସମସ୍ତ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ…

ସେନା ଗାଡ଼ି ଉପରେ ଆତଙ୍କବାଦୀଙ୍କ ଆକ୍ରମଣ, ଗୁଳି ବିନିୟମ ଜାରି

ଜମ୍ମୁ-କଶ୍ମୀରର କଠୁଆ ଜିଲ୍ଲାରେ ସେନା ଗାଡ଼ି ଉପରେ ଆଜି ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ପଞ୍ଜାବର ପଠାନକୋଟକୁ ଲଗିଥିବା କଠୁଆରେ ହୋଇଥିବା ଆକ୍ରମଣରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ହମଲା କରିବା ପରେ ଆତଙ୍କବାଦୀମାନେ ଖସି…

କିଶୋର ଜେନା ଏବଂ ଅମିତ ରୋହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର: ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ…

ବିବାଦ ମଧ୍ୟରେ ରାହୁଲ ଗାନ୍ଧିଙ୍କୁ ସମର୍ଥନ କଲେ ଶଙ୍କରାଚାର୍ଯ୍ୟ

ଲୋକସଭାରେ ରାହୁଲ ଗାନ୍ଧି ଦେଇଥିବା ବୟାନକୁ ବିଜେପି ହିନ୍ଦୁ ବିରୋଧ କହି ତାଙ୍କୁ ସମାଲୋଚନା କରିଛି। ଏହାକୁ ନେଇ ବିବାଦ ଚାଲିଥିବା ବେଳେ ରାହୁଲ ଗାନ୍ଧିଙ୍କ ସମର୍ଥନରେ ବାହାରିଛନ୍ତି ଜ୍ୟୋତିଷ ପୀଠର ୪୬ତମ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ। ସେ ରାହୁଲ ଗାନ୍ଧିଙ୍କୁ…

ନିଟ୍-ୟୁଜି ପେପର ଲିକ୍‌: ସିବିଆଇ ଓ କେନ୍ଦ୍ରକୁ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନିଟ୍‌ ୟୁଜି ପରୀକ୍ଷାରେ ହୋଇଥିବା ଅନିୟମିତତାରେ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ନିଟ୍‌ ୟୁଜି ପରୀକ୍ଷାରେ ପେପର ଲିକ୍‌ ହୋଇଥିବା କଥାକୁ ସ୍ୱୀକାର କରିବାକୁ ପଡ଼ି ବୋଲି ସର୍ବୋଚ୍ଚ ଅଦାଲତ ମତ ରଖିଛନ୍ତି। ପରୀକ୍ଷାରେ ଅନିୟମିତତା ହେବା ପରେ ଘଟଣାର ତଦନ୍ତ…

ପୁରୀ ବେଳାଭୂମିରେ ମର୍ଣ୍ଣିଂୱାକ୍ କଲେ ରାଷ୍ଟ୍ରପତି

ପୁରୀ : ଆଜି ସକାଳୁ ପୁରୀ ସୁମଦ୍ର କୂଳରେ ପ୍ରାତଃ ଭ୍ରମଣ କରୁଥିବାର ନଜର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ପ୍ରାତଃ ଭ୍ରମଣ ବା ମର୍ଣ୍ଣିଂୱାକ୍ ଯୋଗୁଁ ସମୁଦ୍ର କୂଳରେ ସୁରକ୍ଷା ବ୍ୟବସ୍ଥା ଲାଗୁ ହୋଇଥିଲା। ରାଷ୍ଟ୍ରପତିଙ୍କ ପ୍ରାତଃ…