ଜୁଲାଇ ୨୩ ତାରିଖ ଦିନ ୨୦୨୪-୨୫ ବର୍ଷ ପାଇଁ କେନ୍ଦ୍ର ସରକାର ଆଣିବେ ପୂର୍ଣ୍ଣ ଆର୍ଥିକ ବଜେଟ
ନୂଆଦିଲ୍ଲୀ : ଜୁଲାଇ ୨୩ରେ ଉପସ୍ଥାପନ ହେବ କେନ୍ଦ୍ର ବଜେଟ। ୨୦୨୪-୨୫ ବର୍ଷ ପାଇଁ ଆସିବ ପୂର୍ଣ୍ଣ ଆର୍ଥିକ ବଜେଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିବେ। ଏନେଇ ସଂସଦୀୟ ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି। ମୋଦି…
