ହାଥରସ ଦଳାଚକଟା: ୨୦ ସେବକ ଗିରଫ
ହାଥରସ : ଉତ୍ତରପ୍ରଦେଶର ହାଥରସରେ ହୋଇଥିବା ଦଳଚକଟା ମାମଲାରେ ବଡ଼ ଆକ୍ସନ ନେଇଛି ପୁଲିସ। ଏହି ମାମଲାରେ ପୁଲିସ ୨୦ ସେବାଦାରଙ୍କୁ ଗିରଫ କରିଛି। ସେମାନଙ୍କୁ ପଚରାଉଚରା ଜାରି ରହିଛି। ମଙ୍ଗଳବାର ହାଥରସରେ ଭୋଲେ ବାବା ଆୟୋଜିତ ହୋଇଥିବା ସତ୍ସଙ୍ଗରେ ଦଳାଚକଟା…
ହାଥରସ : ଉତ୍ତରପ୍ରଦେଶର ହାଥରସରେ ହୋଇଥିବା ଦଳଚକଟା ମାମଲାରେ ବଡ଼ ଆକ୍ସନ ନେଇଛି ପୁଲିସ। ଏହି ମାମଲାରେ ପୁଲିସ ୨୦ ସେବାଦାରଙ୍କୁ ଗିରଫ କରିଛି। ସେମାନଙ୍କୁ ପଚରାଉଚରା ଜାରି ରହିଛି। ମଙ୍ଗଳବାର ହାଥରସରେ ଭୋଲେ ବାବା ଆୟୋଜିତ ହୋଇଥିବା ସତ୍ସଙ୍ଗରେ ଦଳାଚକଟା…
ରାଞ୍ଚି : ପୁଣିଥରେ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ହେମନ୍ତ ସୋରେନ। ଆଜି ସେ ରାଜ୍ୟର ୧୩ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଗୁରୁବାର ଅପରାହ୍ନରେ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ହେମନ୍ତ ସୋରେନ…
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜୁଲାଇ ୮ ଓ ୯ ଦୁଇ ଦିନ ଧରି ରୁଷ ଗସ୍ତରେ ଯିବେ। ସେଠାରେ ୨୨ତମ ଭାରତ-ରୁଷ ବାର୍ଷିକ ସମ୍ମିଳନୀରେ ସାମିଲ ହେବେ। ଦୁଇ ଦେଶ ମଧ୍ୟରେ ଥିବା ସମସ୍ତ ପ୍ରକାରର ସମ୍ପର୍କର…
ପୁରୀ : ଆଜି ହେଉଛି ଆଷାଢ ଶୁକ୍ଳ ତ୍ରୟୋଦଶୀ ବା ଅଣସରର ତ୍ରୟୋଦଶୀ ତିଥି। ଏହି ତିଥିରେ ମହାପ୍ରଭୁଙ୍କୁ ଘଣା ଓ ଖଳି ଲାଗି ନୀତି ହୋଇଛି। ଘଣ୍ଟ, ଛତ୍ରୀ ଓ କାହାଳୀ ସହ ଖଳି ପ୍ରସାଦ ସୁଦ୍ଧ ସୁଆରଙ୍କ ଘରଠାରୁ…
ଔପଦା : ଜନ୍ମଦିନ ଭୋଜିରେ ହୋଇଥିଲା କଳି। ଆଉ ସେହି କଳି ଉଗ୍ର ରୂପ ଧାରଣ କରିଥିଲା। ୩ ଜଣଙ୍କୁ ପିଟିପିଟି ମାରିଦେଲେ! ପରେ ମୃତଦେହକୁ ଜଙ୍ଗଲରେ ଫିଙ୍ଗି ଦେଇଥିଲେ। ଗତ ରବିବାର ଏହି ବୀଭତ୍ସ ହତ୍ୟାକାଣ୍ଡ ବାଲେଶ୍ୱର ଜିଲ୍ଲା ଔପଦା…
ରାଞ୍ଚି: ଝାଡଖଣ୍ଡରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। ଜମି ଦୁର୍ନୀତିରେ ଜାମିନରେ ଆସିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ ସବୁ କଳ୍ପନାଜଳ୍ପନାର ଅନ୍ତଘଟାଇ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଇସ୍ତଫା ଦେଇଛନ୍ତି।…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ ଏକ ମାମଲା ନେଇ ଆବେଦନ କରିଥିବା ବ୍ୟକ୍ତିଙ୍କୁ ଦିଲ୍ଲୀ ହାଇକୋର୍ଟ କଡ଼ା ନିନ୍ଦା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଅଯୋଗ୍ୟ ଘୋଷଣା କରାଯିବାକୁ ଦାବି କରି ଦାଖଲ ହୋଇଥିବା ଆବେଦନକୁ…
ଭୁବନେଶ୍ବର: ରାଜ୍ୟରେ ଏଇ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା…
ଖୋର୍ଦ୍ଧା : କଲେଜ ଅଧ୍ୟକ୍ଷଙ୍କୁ ତାଙ୍କ କାର୍ଯ୍ୟାଳୟର କୋଠରୀ ମଧ୍ୟରେ ନିସ୍ତୁକ ମାଡ଼ ଅଭିଯୋଗ । ମାଡ଼ ମାରିଛନ୍ତି କଲେଜର ପରିଚଳନା କମିଟି ସଭାପତି ଏବଂ ଅଧ୍ୟାପକ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଅବଧି ବଢିଲା। ଇଡି ଆବେଦନ ଉପରେ ଆଜି ଦିଲ୍ଲୀ ରାଉଜ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଅବଧି ଜୁଲାଇ ୧୨କୁ ବୃଦ୍ଧି କରିଛନ୍ତି। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଅର୍ଥ…