July 2024

ଚଳିତ ମାସ ହୋଇପାରେ NEET-PG Exam, ପରୀକ୍ଷାର ୨ ଘଣ୍ଟା ପୂର୍ବରୁ ତିଆରି ହେବ ପ୍ରଶ୍ନ

NEET-UG ପରୀକ୍ଷା ବିବାଦ ମଧ୍ୟରେ ସ୍ନାତକୋତ୍ତର ବା PG ପରୀକ୍ଷା ପାଇଁ ଆସିଛି ସୂଚନା। ଚଳିତ ମାସ କିମ୍ବା ଆସନ୍ତା ମାସ ମଧ୍ୟରେ NEET-PG ପରୀକ୍ଷା ହୋଇପାରେ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି। ସବୁଠୁ ବଡ଼ କଥା ହେଉଛି କି, ସୂତ୍ରରୁ…

ବଢ଼ିଲା ଯୁକ୍ତ ଦୁଇ ନାମଲେଖା ଆବେଦନ ଅବଧି

ଭୁବନେଶ୍ୱର: ବଢ଼ିଲା +୨ ପ୍ରଥମ ବର୍ଷ ନାମଲେଖା ପାଇଁ ଆବେଦନ ଅବଧି। ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ନାମଲେଖା ଅବଧି ବୃଦ୍ଧି କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗ । ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୬ ଥିଲା ।…

ରାହୁଲ ଗାନ୍ଧୀ ଜଣେ ମିଥ୍ୟାବାଦୀ, ହିଂସ୍ର ଓ ଆତଙ୍କବାଦୀ: ମନମୋହନ ସାମଲ

ଭୁବନେଶ୍ବର: ରାହୁଲ ଗାନ୍ଧୀ ଲୋକସଭାରେ ହିନ୍ଦୁମାନଙ୍କୁ ହିଂସ୍ର ଓ ମିଛୁଆ କହିବାକୁ ନେଇ କଂଗ୍ରେସ ଉପରେ ବର୍ଷିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସେ କହିଛନ୍ତି, କଂଗ୍ରେସ ୫୬ ବର୍ଷ ଦେଶକୁ ଶାସନ କରିଛି ତେଣୁ ସେମାନଙ୍କର ବିରୋଧୀ ଦଳରେ…

ରାଜ୍ୟରେ ୩ ହଜାର ଟଙ୍କାକୁ ବଢିବ ଭତ୍ତା, ଚାଲିଛି ପ୍ରସ୍ତୁତି: ସାମଜିକ ସୁରକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଜନତାଙ୍କ ପାଇଁ ଖୁସି ଖବ। ଏଣିକି ବଢିବ ଭତ୍ତା ଟଙ୍କା। ଭତ୍ତା ଟଙ୍କାକୁ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏନେଇ ସାମଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଘୋଷଣା କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା…

ଜମ୍ମୁ କଶ୍ମୀରରେ ଜନମତ ସଂଗ୍ରହ ଦାବି ଏକ ଅପରାଧ: UAPA ନ୍ୟାୟାଧିକରଣ

ଜମ୍ମୁ କଶ୍ମୀରରେ ଜନମତ ସଂଗ୍ରହ ପାଇଁ ଦାବି କରିବା କିମ୍ବା ‘ଆତ୍ମନିର୍ଭରଶୀଳତାର ଅଧିକାର’ ପାଇଁ ଓକିଲାତି କରିବା ଏକ ଅପରାଧ ବୋଲି UAPA ନ୍ୟାୟାଧିକରଣ କହିଛନ୍ତି। UAPA ନ୍ୟାୟାଧିକରଣ ଏକ ଆଦେଶରେ କହିଛନ୍ତି ଯେ, ଜମ୍ମୁ କଶ୍ମୀରରେ ଜନମତ ସଂଗ୍ରହ ପାଇଁ…

ରାଷ୍ଟ୍ରପତିଙ୍କ ଗସ୍ତ ଅଞ୍ଚଳ ନୋ ଡ୍ରୋନ୍‌ ଜୋନ୍‌ ଘୋଷିତ

ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୬ ତାରିଖ ସନ୍ଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ମନୋଜ…

ଶେଷ ପର୍ଯ୍ୟାୟରେ ତିନି ରଥ ନିର୍ମାଣ କାର୍ଯ୍ୟ

ପୁରୀ : ପୁରୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଲାଗି ଶେଷ ପର୍ଯ୍ୟାୟରେ ତିନି ରଥ ନିର୍ମାଣ କାର୍ଯ୍ୟ l ଶେଷ ସ୍ପର୍ଶ ଦେଉଛନ୍ତି କାରିଗର l ବର୍ତ୍ତମାନ ସୁଦ୍ଧା ତିନି ରଥର ପ୍ରଭା ନିର୍ମାଣ ଶେଷ ହେବା ସହ ତିନିରଥ ର…

ଆଦିତ୍ୟ ମହାପାତ୍ର ହେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ବର: ବଦଳିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ। ପୂର୍ବରୁ ଭିକେ ପାଣ୍ଡିଆନ୍ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଥିବା ବେଳେ ବର୍ତ୍ତମାନ ତାଙ୍କ ଜାଗାରେ ନୂତନ ସଚିବଙ୍କୁ ନିଯୁକ୍ତ କରାଯାଇଛି। ବର୍ତ୍ତମାନ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ…

ହିନ୍ଦୁମାନଙ୍କୁ ବଦନାମ କରିବାକୁ ଯୋଜନାବଦ୍ଧଭାବେ ମିଥ୍ୟା ପ୍ରଚାର କରାଯାଉଛି : ମୋଦୀ

ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ଦେଇଥିବା ହିନ୍ଦୁ ବିରୋଧୀ ମନ୍ତବ୍ୟର ଜବାବ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଲୋକସଭାରେ ସେ କହିଛନ୍ତି ଯେ ଅତ୍ୟନ୍ତ ଯୋଜନାବଦ୍ଧଭାବେ କଂଗ୍ରେସ ଓ ତାହାର…

ରାଜଧାନୀରେ ଅଢେଇ ବର୍ଷର ଶିଶୁକନ୍ୟାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ରାଜଧାନୀରେ ଲଜ୍ଜା । ଅଢେଇ ବର୍ଷର ନାବାଳିକା ଝିଅଙ୍କୁ ଦୁଷ୍କର୍ମ । ଦୁଷ୍କର୍ମ କରି ଫରାର ହେଲା ଅଭିଯୁକ୍ତ । କାବୁ କଲା କମିସନରେଟ୍ ପୋଲିସ୍ । ତେବେ ଜଟଣୀ ଅଞ୍ଚଳରେ ଏଭଳି ନିନ୍ଦନୀୟ ଘଟଣା ଘଟିଥିବା ବେଳେ ଏନେଇ…