ମୁଖ୍ୟମନ୍ତ୍ରୀ ପଦରୁ ଚମ୍ପାଇ ସୋରେନଙ୍କ ଇସ୍ତଫା, ପୁଣି ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ

ରାଞ୍ଚି: ଝାଡଖଣ୍ଡରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। ଜମି ଦୁର୍ନୀତିରେ ଜାମିନରେ ଆସିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ ସବୁ କଳ୍ପନାଜଳ୍ପନାର ଅନ୍ତଘଟାଇ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଇସ୍ତଫା ଦେଇଛନ୍ତି।…

ମୋଦୀଙ୍କୁ ନିର୍ବାଚନ ଲଢ଼ିବାକୁ ​ଅଯୋଗ୍ୟ ଘୋଷଣା କରିବାକୁ ଦାବି: ଆବେଦନକାରୀଙ୍କ ମୁଣ୍ଡ ଖରାପ ଥିବା କହିଲେ ହାଇକୋର୍ଟ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ ଏକ ମାମଲା ନେଇ ଆବେଦନ କରିଥିବା ବ୍ୟକ୍ତିଙ୍କୁ ଦିଲ୍ଲୀ ହାଇକୋର୍ଟ କଡ଼ା ନିନ୍ଦା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଅଯୋଗ୍ୟ ଘୋଷଣା କରାଯିବାକୁ ଦାବି କରି ଦାଖଲ ହୋଇଥିବା‌ ଆବେଦନକୁ…

ଘୂର୍ଣ୍ଣିବଳୟ ପ୍ରଭାବରେ ୬ରୁ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଏଇ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା…

କଲେଜ ଅଧ୍ୟକ୍ଷଙ୍କୁ ଅଫିସ୍‌ ଭିତରେ ପଶି ନିସ୍ତୁକ ମାଡ଼

ଖୋର୍ଦ୍ଧା : କଲେଜ ଅଧ୍ୟକ୍ଷଙ୍କୁ ତାଙ୍କ କାର୍ଯ୍ୟାଳୟର କୋଠରୀ ମଧ୍ୟରେ ନିସ୍ତୁକ ମାଡ଼ ଅଭିଯୋଗ । ମାଡ଼ ମାରିଛନ୍ତି କଲେଜର ପରିଚଳନା କମିଟି ସଭାପତି ଏବଂ ଅଧ୍ୟାପକ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ…

CBI ପରେ କେଜ୍ରିୱାଲଙ୍କୁ ନ୍ୟାୟିକ ହେପାଜତକୁ ନେଲା ED

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଅବଧି ବଢିଲା। ଇଡି ଆବେଦନ ଉପରେ ଆଜି ଦିଲ୍ଲୀ ରାଉଜ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଅବଧି ଜୁଲାଇ ୧୨କୁ ବୃଦ୍ଧି କରିଛନ୍ତି। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଅର୍ଥ…

ଭିଜିଲାନ୍ସ ଜାଲରେ ଏସଆଇ ବାବୁ

ଯାଜପୁର: ଲାଞ୍ଚ ନେବା ବେଳେ ଧରା ପଡିଲେ ଥାନା ଏସଆଇ। ବିଂଝାରପୁର ଥାନା ଏସଆଇ କେଶବ ଚନ୍ଦ୍ର ଦାସ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବିଞ୍ଝାରପୁର ସ୍ଥିତ ସରକାରୀ କ୍ୱାଟରରୁ…

ସୁସ୍ଥ ହେଲେ ଶ୍ରୀଜିଉ, ମହାପ୍ରଭୁଙ୍କ ସୁସ୍ଥତା ଖବର ନେଇ ରାଜ ପ୍ରସାଦରେ ପହଞ୍ଚିଲେ ସେବାୟତ

ପୁରୀ: ସୁସ୍ଥ ହେଲେ ମହାପ୍ରଭୁ । ଜ୍ୱରରୁ ସୁସ୍ଥ ହୋଇଛନ୍ତି ଜଗତର ନାଥ ଜଗନ୍ନାଥ । ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ରାଜ ପ୍ରସାଦରେ ପହଞ୍ଚି ଲେ ସେବାୟତ। ସୁସ୍ଥ ଖବର ନେଇ ମହାରାଜାଙ୍କୁ ଜଣାଇଲେ ସେବାୟତ । ଶ୍ରୀଜିଉଙ୍କ ଅସୁସ୍ଥ…

ବିରୋଧୀଙ୍କୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସମାଲୋଚନା

ନୂଆଦିଲ୍ଲୀ: ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧନ୍ୟବାଦ ଅର୍ପଣ କରିଛନ୍ତି। କଂଗ୍ରେସକୁ ପରଜୀବୀ ବୋଲି କହି ପ୍ରଧାନମନ୍ତ୍ରୀ ମୋଦୀ ବିରୋଧୀଦଳର ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଭାଷଣ ଯୋଗୁଁ ବିରୋଧୀ ସଦସ୍ୟମାନେ ବେଲ୍‌କୁ ଆସି…

କାର୍ଯ୍ୟରେ ଅବହେଳା କାରଣରୁ ସସପେଣ୍ଡ ହେଲେ ୩ ପୋଲିସ

ନୟାଗଡ଼: ନୟାଗଡ଼ ସଦର ଥାନାର ୩ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ଏସପି। ଡ୍ୟୁଟିରେ ଖିଲାପ ନେଇ ୩ ଜଣଙ୍କୁ ସସପେଣ୍ଡ କରିଥିବା ସୂଚନା।ଏସଆଇ ହସିନା ପ୍ରଧାନ, ଏଏସଆଇ ରାଜେଶ୍ବରୀ ନାୟକ,କନଷ୍ଟେବଳ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ସସପେଣ୍ଡ କଲେ ଏସପି । ଅଭିଯୋଗକାରୀଙ୍କ ଅଭିଯୋଗ…

ଦଳାଚକଟାରେ ୧୨୧ ମୃତ୍ୟୁ ଘଟଣା; ସତସଙ୍ଗ କରୁଥିବା ବାବାଙ୍କ ନାଁରେ ଅଛି ଦୁଷ୍କର୍ମ ମାମଲା

ଏକ ସତସଙ୍ଗରେ ଦଳାଚକଟା ହୋଇ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିବା ଯେତିକି ଦୁଃଖଦ ନୁହେଁ, ତାଠୁ ଅଧିକ ଚିନ୍ତାର କାରଣ ପାଲଟିଛି। ଜଣେ ଆତ୍ମଘୋଷିତ ବାବାଙ୍କ ପାଦଧୂଳି ପାଇଁ ଏତେ ସଂଖ୍ୟକ ଲୋକେ ଦଳାଚକଟା ହୋଇ ଚାଲିଯିବା ନିଶ୍ଚିତ ରୂପେ ହାସ୍ୟାସ୍ପଦ।…