ସମାଜସେବା, ସାହିତ୍ୟ, ଶିକ୍ଷା ଓ ସାମ୍ବାଦିକତା କ୍ଷେତ୍ରରେ ଉତ୍କଳମଣିଙ୍କ ଅବଦାନ ଅବିସ୍ମରଣୀୟ – ରାଷ୍ଟ୍ରପତି
ଭୁବନେଶ୍ବର : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱର ଜୟଦେବ ଭବନ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ଜଣେ ବ୍ୟକ୍ତି କେତେ…