ଅର୍ଦ୍ଧସୈନିକ ବାହିନୀରେ ଅଗ୍ନିବୀରଙ୍କ ପାଇଁ ୧୦% ସଂରକ୍ଷଣ

ନୂଆଦିଲ୍ଲୀ: ଅଗ୍ନିପଥ ଯୋଜନାକୁ ନେଇ ବିରୋଧୀ ଦଳମାନେ ସରକାରଙ୍କୁ ଟାର୍ଗେଟ କରିଚାଲିଥିବାବେଳେ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏବେ ପୂର୍ବତନ ଅଗ୍ନିବୀରମାନଙ୍କୁ ଅର୍ଦ୍ଧସାମରିକ ବାହିନୀରେ ୧୦ ପ୍ରତିଶତ ସଂରକ୍ଷଣ ଦିଆଯିବ। ସିଆଇଏସଏଫ ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବ ।…

ଧର୍ମଶାଳାରେ ବିଭିନ୍ନ କ୍ରସର ୟୁନିଟରେ ରେଡ୍

ଯାଜପୁର : ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ ଅଧୀନରେ ଚାଲୁଥିବା ବିଭିନ୍ନ କ୍ରସର ୟୁନିଟରେ ଖଣି ବିଭାଗର ଚଢ଼ାଉ। ଧର୍ମଶାଳା ତହସିଲ ଅଧୀନ ବାଜବଟି ମୌଜାରେ ବିଭିନ୍ନ କ୍ରସର ୟୁନିଟରେ ଲଘୁ ଖଣି ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି। ଗଢି ଉଠିଥିବା…

୭ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି, ଆବଶ୍ୟକ ପଡ଼ିଲେ ରାଜ୍ୟସ୍ତରୀୟ ଟିମ୍‌ ମାଥିଲି ଯିବେ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର/ମାଥିଲି: ମାଲକାନଗିରି ଜିଲ୍ଲା ମାଥିଲିରେ ଝାଡାବାନ୍ତି ବ୍ୟାପିବା ପ୍ରସଙ୍ଗ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ୧୫ ଜଣ ଲୋକ ଗୋଟିଏ ଗାଁରୁ ପ୍ରଭାବିତ ହୋଇଛନ୍ତି। ବ୍ଲକ ଆରଆରଟି ଟିମ ଘଟଣାସ୍ଥଳକୁ ଯାଇ ଆଲର୍ଟ ରହିଛନ୍ତି। ଜିଲ୍ଲା…

ଆଡ଼ପ ପହଣ୍ଡିରେ ଅଘଟଣ: ନବୀନଙ୍କୁ ଉତ୍ତର ଦେଇ ମୋହନ କହିଲେ- ଆପଣଙ୍କର ପରାମର୍ଶ ସମ୍ମାନର ସହିତ ଗ୍ରହଣୀୟ ହେବ

ଭୁବନେଶ୍ବର: ଶ୍ରୀଜିଉମାନଙ୍କୁ ଆଡ଼ପ ମଣ୍ଡପରେ ବିଜେ କରାଯିବା ପୂର୍ବରୁ ଗତ ମଙ୍ଗଳବାର ଦିନ ପହଣ୍ଡି ସମୟରେ ଘଟିଥିବା ଅଘଟନ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଲେଖିଥିବା ଚିଠିର ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ବଦଳି କଲେ ରାଜ୍ୟ ସରକାର, ପୁଲିସ ଆଇଜି ଆଶିଷ ସିଂ ହେଲେ ଗୃହ ବିଭାଗ ଓଏସଡି

ଭୁବନେଶ୍ବର : ରାଜ୍ୟର ବରିଷ୍ଠ ଆଇପିଏସ ଅଧିକାରୀ ଆଇଜି ଆଶିଷ ସିଂଙ୍କୁ ଗୃହ ବିଭାଗର ଅଫିସର ଅନ ସ୍ପେଶାଲ ଡ୍ୟୁଟି ଭାବେ ବଦଳି କରାଯାଇଛି। ସେ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିଲେ। ଗତକାଲି ଆଇଏଏସ ସ୍ତରରେ ବଡ ଧରଣର ଅଦଳ…

ଧନ୍ଦାମୂଳକ ଶିକ୍ଷା ପାଇଁ କାଉନସେଲିଂ କାର୍ଯ୍ୟକ୍ରମ, ଜୁଲାଇ ୨୦ ପର୍ଯ୍ୟନ୍ତ ନାମଲେଖା

ଲାଞ୍ଜିଗଡ: ଆଦିବାସୀ ଓ ଆଦିମ ଜନଜାତି ଶ୍ରେଣୀର ଛାତ୍ରଛାତ୍ରୀଙ୍କ ସମେତ ଅନ୍ୟାନ୍ୟ ବର୍ଗର ଛାତ୍ରଛାତ୍ରୀମାନଙ୍କ ଧନ୍ଦାମୂଳକ ଶିକ୍ଷାର ସ୍ବପ୍ନକୁ ସାକାର କରିବା ପାଇଁ ସରକାରଙ୍କ ଦ୍ୱାରା ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହିକ୍ରମରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା, ଜୁନାଗଡ଼ ଓ ଧର୍ମଗଡ଼ସ୍ଥିତ…

‘୧୪ରେ ରତ୍ନଭଣ୍ଡାର ଖୋଲାଯିବା ପ୍ରାୟତଃ ସ୍ପଷ୍ଟ, କେବଳ SOPକୁ ତର୍ଜମା କରାଯିବ’

ଭୁବନେଶ୍ବର : ‘ଜୁଲାଇ ୧୪ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ। କେବଳ ପରିଚାଳନା କମିଟି ଯେଉଁ ଏସଓପି ସୁପାରିଶ କରିଛି ତାର ବିଭିନ୍ନ ଦିଗକୁ ଯାଞ୍ଚ କରାଯିବ। ନୀତିକାନ୍ତି ସହ ଖାପ ଖୁଆଇ ସବୁ ଦିଗକୁ ସୁବିଧା ହେବା…

କେନ୍ଦ୍ରୀୟ ଜିଏସ୍‌ଟି ସୁପରିଣ୍ଟେଣ୍ଡେଣ୍ଟ୍‌ଙ୍କୁ କୋର୍ଟ ଚାଲାଣ

ବ୍ରହ୍ମପୁର: ଲାଞ୍ଚ ଗ୍ରହଣ ବେଳେ ଗିରଫ ହୋଇଥିବା କେନ୍ଦ୍ରୀୟ ଜିଏସ୍‌ଟି ସୁପରିଣ୍ଟେଣ୍ଡେଣ୍ଟ୍‌ ମନୋଜ କୁମାର ସୁବୁଦ୍ଧିଙ୍କୁ ଭୁବନେଶ୍ବରସ୍ଥିତ ସ୍ବତନ୍ତ୍ର ସିସିଆଇ କୋର୍ଟ ଚାଲାଣ କରାଯାଇଛି। ଗତକାଲି ଅନନ୍ତନଗରସ୍ଥିତ କେନ୍ଦ୍ରୀୟ ଜିଏସ୍‌ଟି ଅଫିସରେ ସିବିଆଇର ଏକ ଟିମ୍‌ ଚଢ଼ଉ କରିଥିଲା। ଜଣେ ଠିକାଦାରଙ୍କ…

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ଉଷା ପାଢ଼ୀ

ଭୁବନେଶ୍ଵର: ଆଇଏଏସ୍‌ ଅଧିକାରିଣୀ ଉଷା ପାଢ଼ୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ (ଏଚ୍ ଆଣ୍ଡୟୁଡି) ବିଭାଗର ପ୍ରମୁଖ ସଚିବ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରି…

ନାବାଳିକାକୁ ନିର୍ଯାତନା ମାମଲା: ଅଭିନେତ୍ରୀଙ୍କ ବିରୋଧରେ ମାମଲା ରୁଜୁ କଲେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିସନ

କଟକ: ଜଣେ ନାବାଳିକାକୁ ନିର୍ଯାତନା ଦିଆଯିବା ପ୍ରସଂଗ ଓଡ଼ିଆ ସିନେ ଅଭିନେତ୍ରୀ ରିୟା ଦେ’ଙ୍କ ବିରୋଧରେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିସନ ନିଜ ଆଡୁ ମାମଲା ରୁଜୁ କରିଛନ୍ତି। ଶିଶୁ ସୁରକ୍ଷା ଅଧିକାର କମିସନ ଭୁବନେଶ୍ବର ଡିସିପିଙ୍କୁ ନୋଟିସ୍‌ କରିଛନ୍ତି।…