ଫେରିଲେ ମହାବାହୁ, ସିଂହଦ୍ୱାର ଆଗରେ ଲାଗିଲା ତିନି ରଥ
ପୁରୀ: ଲୀଳାମୟ ମହାବାହୁଙ୍କ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା ଶେଷ ହୋଇଛି। ଜନ୍ମବେଦିରେ ନବଦିନର ଲୀଳାଖେଳ ସାରି ଭାଇଭଉଣୀଙ୍କୁ ସାଙ୍ଗରେ ଧରି କୋଟି କୈବଲ୍ୟନାଥ ବ୍ରହ୍ମାଣ୍ଡ ଠାକୁର ଶ୍ରୀମନ୍ଦିର ସିଂହଦ୍ବାରକୁ ବାହୁଡ଼ିଛନ୍ତି। ଭାବଦିଆ କାଳିଆ ଠାକୁର ବଡ଼ଦାଣ୍ଡକୁ ନିସ୍ବାର୍ଥ ଭକ୍ତିଭାବରେ ବୁଡ଼ାଇଛନ୍ତି। ପୁଣିଥରେ…