ଦୁର୍ଲଭ ସୁନାବେଶରେ ତିନି ଠାକୁର, ରାତି ୧୧ଟା ପର୍ଯ୍ୟନ୍ତ ଚାଲିବ ସୁନାବେଶ ଦର୍ଶନ
ପୁରୀ: ଆଜି ସୁନାବେଶରେ ମହଣ ମହଣ ସୁନାରେ ସୁଶୋଭିତ ହୋଇ ଝଟକୁଛନ୍ତି ରଥାରୁଢ଼ ମହାପ୍ରଭୁ । ସୁବର୍ଣ୍ଣ ଆଭୂଷଣରେ ସୁସଜ୍ଜିତ ହୋଇଛନ୍ତି ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା । ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶକୁ ରାଜାଧିରାଜ ବେଶ ବା ରାଜା ବେଶ ଓ ରାଜରାଜେଶ୍ବର…