ସୁଭଦ୍ରା ଯୋଜନାରେ ପଞ୍ଜିକରଣ କରୁଥିବା ମହିଳାମାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ

କଟକ : ସ୍ୱାୟତ୍ତ ଶାସନ ଦିବସ ଅବସରରେ ଶନିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକ ଠାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ଅବସରରେ ସୁଭଦ୍ରା ଯୋଜନାରେ ପଞ୍ଜିକରଣ କରୁଥିବା ମାତୃଶକ୍ତିଙ୍କୁ ସାକ୍ଷାତ କରିଛନ୍ତି। ମହିଳାଙ୍କୁ ସ୍ୱାବଲମ୍ବୀ ଓ ସଶକ୍ତ କରିବା…

ରାଜ୍ୟରେ ଆହୁରି ୨୫ଟି ନୂଆ ଅବକାରୀ ଥାନା ଖୋଲିବ

ଭୁବନେଶ୍ବର: ରାଜ୍ୟରେ ଆହୁରି ୨୫ଟି ନୂଆ ଅବକାରୀ ଥାନା ଖୋଲିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ୧୬ଟି ସ୍ଥାନରେ ଖୋଲିବ ଏହି ଅବକାରୀ ଥାନା ଖୋଲାଯିବ। ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ସବୁ ଅବକାରୀ…

ରେଭେନ୍ସା ନାଁ ବଦଳିବା ଦରକାର: ଧର୍ମେନ୍ଦ୍ର

କଟକ : ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ଆଜି କଟକରେ ସ୍ୱାୟତ୍ତ ଶାସନ ଦିବସ ଉତ୍ସବରେ ଯୋଗ ଦେବା ଅବସରରେ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କ…

ବଡ଼ଠାକୁରଙ୍କ ଆଡ଼ପ ପହଣ୍ଡି ଅଘଟଣର ପ୍ରତିକାର ପୂଜା କରିବେ ସରକାର

ପୁରୀ : ବଡ଼ଠାକୁର ଶ୍ରୀ ବଳଭଦ୍ରଙ୍କ ଆଡ଼ପ ପହଣ୍ଡି ଅଘଟଣର ପ୍ରତିକାର ପୂଜା କରିବେ ରାଜ୍ୟ ସରକାର। ଏଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଯାହା ଘଟିଗଲା ତାହା ଦୁର୍ଘଟଣା। ଅବହେଳା କାରଣରୁ ଏଭଳି ଦୁର୍ଘଟଣା ଘଟିଛି।…

କନଷ୍ଟେବଳ ନିଯୁକ୍ତି ପରୀକ୍ଷା ବେଳେ ୨୫ ବେହୋସ, ୩ ମୃତ

ରାଞ୍ଚି : ଝାଡ଼ଖଣ୍ଡର ପଲାମୁରେ କନଷ୍ଟେବଳ ନିଯୁକ୍ତି ପାଇଁ ଫିଜିକାଲ ଟେଷ୍ଟ ବେଳେ ଘଟିଛି ଅଘଟଣ। ପରୀକ୍ଷା ବେଳେ ଅତ୍ୟଧିକ ଶାରୀରିକ ପରିଏଶ୍ରମ ଯୋଗୁ ପ୍ରାୟ ୨୫ ପରିକ୍ଷାର୍ଥୀ ବେହୋସ ହୋଇ ପଡ଼ିଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣ ଆଖି ବୁଜି…

ଜମ୍ମୁ-କଶ୍ମୀର ନିର୍ବାଚନ ପୂର୍ବରୁ ବିଜେପିକୁ ଝଟ୍‌କା, ଦଳ ଛାଡ଼ିଲେ ନେତା

ଶ୍ରୀନଗର : ପାଖେଇ ଆସିଲାଣି ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ। ଏଥିପାଇଁ ସବୁ ଦଳ ଜୋରସୋର୍‌ରେ ପ୍ରସ୍ତୁତି ଚଳାଇଛନ୍ତି। ଏହାରି ଭିତରେ ନିର୍ବାଚନ ପୂର୍ବରୁ ବିଜେପିକୁ ଲାଗିଛି ବଡ଼ ଝଟ୍‌କା। ସାମ୍ବା ଜିଲ୍ଲାର ଜିଲ୍ଲା ସଭାପତି କଶ୍ମୀରା ସିଂହ ଟିକେଟ ନ ମିଳିବାରୁ…

ଭାରତକୁ ଧମକ ଦେଲେ ବାଂଲାଦେଶୀ ନେତା

ଢାକା : ବାଂଲାଦେଶରେ ଆୱାମୀ ଲିଗ୍ ସରକାର ଭାଙ୍ଗିବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଭାରତରେ ଆଶ୍ରୟ ନେଇଛନ୍ତି। ବାଂଲାଦେଶରେ ନୋବେଲ ବିଜେତା ଶେଖ୍ ୟୁନୁସଙ୍କ ନେତୃତ୍ୱରେ ଅନ୍ତରୀଣ ସରକାର ଚାଲିଛି। ଏହି ଅନ୍ତରୀଣ ସରକାରରେ ଖାଲିଦା ଜିଲ୍ଲାର ବାଂଲାଦେଶ…

ଚାଷୀ ଆନ୍ଦୋଳନରେ ଯୋଗ ଦେଲେ ଭିନେଶ ଫୋଗାଟ, କହିଲେ- ସଙ୍ଘର୍ଷ କେବେ ବେକାର ହୁଏନି

ନୂଆଦିଲ୍ଲୀ : ଶମ୍ଭୁ ସୀମାରେ ଆନ୍ଦୋଳନରତ ହଜାର ହଜାର କୃଷକଙ୍କ ସହ ସାମିଲ ହୋଇଛନ୍ତି ଅଲିମ୍ପିଆନ ଭିନେଶ ଫୋଗାଟ। ଚାଷୀ ଆନ୍ଦୋଳନକୁ 200 ଦିନ ପୂର୍ତ୍ତି ଅବସରରେ ଯୋଗଦେଇ ଫୋଗାଟ କୃଷକମାନଙ୍କୁ ପ୍ରଶଂସା କରିବା ସହ ସେମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଏବଂ…

ପତଞ୍ଜଳି ଟୁଥ୍‌ପେଷ୍ଟରେ ଆମିଷ ? ଆକ୍ସନ୍‌ ମୁଡ୍‌ରେ ହାଇକୋର୍ଟ

ନୂଆଦିଲ୍ଲୀ : ପୁଣି ଅଡୁଆରେ ଯୋଗ ଗୁରୁ ବାବା ରାମଦେବଙ୍କ ପତଞ୍ଜଳି। ନିରାମିଶ ପ୍ରଡକ୍ଟରେ ବିକ୍ରି ହେଉଛି ଆମିଷ। ପତଞ୍ଜଳିର ଟୁଥପେଷ୍ଟ ତଥା ଦିବ୍ୟ ଦନ୍ତ ମଞ୍ଜନରେ ଆମିଷ ମିଶି ମିଶିଥିବା ଅଭିଯୋଗ ହୋଇଛି। ନିରାମିଷ ନାଁରେ ଆମିଷକୁ ବିକ୍ରି କରୁଛି…

‘ତୁରନ୍ତ ନ୍ୟାୟ ମହିଳାଙ୍କ ସୁରକ୍ଷାକୁ ନିଶ୍ଚିତ କରିବ’

ନୂଆଦିଲ୍ଲୀ : ମହିଳାଙ୍କ ବିରୋଧରେ ହେଉଥିବା ଅପରାଧର ତୁରନ୍ତ ନ୍ୟାୟର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜିଲ୍ଲା ନ୍ୟାୟପାଳିକାର ରାଷ୍ଟ୍ରୀୟ ସମ୍ମିଳନୀର ଉଦଘାଟନୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଦେଶରେ ହେଉଥିବା ମହିଳା ବିରୋଧୀ ଅପରାଧ ଉପରେ ଗୁରୁତ୍ୱାରୋପ…