କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର
ପିପିଲି: ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଶିଶୁ ଉଦ୍ୟାନ ନିକଟ ଦେଇ ଯାଇଥିବା ଡେଲାଙ୍ଗ ଡିଷ୍ଟ୍ରିବ୍ୟୁଟାରୀ କେନାଲ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହକୁ ପୁଲିସ ଜବତ କରିଛି। ମୃତକଙ୍କ ନାମ ବିପିନ ସେଠୀ(୩୫) ଓ ତାଙ୍କ ଘର ପୁରୀ ଜିଲା ଗଡ଼ିଶାଗଦା ଥାନା…
ପିପିଲି: ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଶିଶୁ ଉଦ୍ୟାନ ନିକଟ ଦେଇ ଯାଇଥିବା ଡେଲାଙ୍ଗ ଡିଷ୍ଟ୍ରିବ୍ୟୁଟାରୀ କେନାଲ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହକୁ ପୁଲିସ ଜବତ କରିଛି। ମୃତକଙ୍କ ନାମ ବିପିନ ସେଠୀ(୩୫) ଓ ତାଙ୍କ ଘର ପୁରୀ ଜିଲା ଗଡ଼ିଶାଗଦା ଥାନା…
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ଼ ଖବର। ୨୦୨୫ରେ ଅନୁଷ୍ଠିତ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷାରେ ସେମାନଙ୍କୁ ନୂଆ ଢାଞ୍ଚାରେ ପରୀକ୍ଷା ଦେବାକୁ ପଡ଼ିବ। ୨୦୨୫…
କୁତ୍ରା: ଏକ ମୋବାଇଲ କଲ୍କୁ ଆଧାର କରି ସୁନ୍ଦରଗଡ଼ ଜିଲ୍ଲାରେ ସକ୍ରିୟ ଯୁବତୀଚାଲାଣ ରାକେଟ୍ର ପର୍ଦ୍ଦାଫାସ କରିଛି କୁତ୍ରା ପୁଲିସ। ଓଡ଼ିଶାର ୨ ଜଣ ନାବାଳିକାଙ୍କୁ ରାଜସ୍ଥାନରୁ ଉଦ୍ଧାର କରିବା ସହିତ ଏହି ମାମଲାରେ ସୁନ୍ଦରଗଡ଼ ଜିଲ୍ଲାର ୬ ଜଣ ଓ…
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମସ୍ତ ବିଭାଗୀୟ ସଚିବମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ ପରାମର୍ଶ ଦେଇଛନ୍ତି। ଏହାସହିତ ବିଭିନ୍ନ କ୍ଷେତ୍ରରେ ଅଧିକ ପୁଞ୍ଜି ବିନିଯୋଗ କରି ଅଭିବୃଦ୍ଧି ତ୍ୱରାନ୍ୱିତ…
କେନ୍ଦ୍ରାପଡା : କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ପ୍ରାର୍ଥୀ ଚୟନ ନିମନ୍ତେ ଆଜି ନବୀନ ନିବାସରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲାର ସବୁ ବିଧାୟକ ଓ ପରାଜିତ ବିଧାୟକ ପ୍ରାର୍ଥୀ ଏବଂ ଜିଲ୍ଲା ପରିଷଦ…
ଭୁବନେଶ୍ବର : ରାଜ୍ୟରେ ୨ ହଜାର ୯୮ ହାତୀ ଓ ୨୭ଟି ମହାବଳ ବାଘ ଅଛନ୍ତି। ଆଜି ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ମନ୍ତ୍ରୀ ଆହୁରି କହିଛନ୍ତି, ୨୦୨୪ ମସିହାରେ…
ମାଲକାନଗିରି: ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲାର ନକ୍ସଲ ପ୍ରବଣ ତଥା ଦୁର୍ଗମ ଦୁଲେରସ୍ଥିତ ପ୍ରାଥମିକ ବିଦ୍ୟାଳୟରେ ସିଆରପିଏଫର ଦ୍ବିତୀୟ ବାଟାଲିୟନ ତରଫରୁ ଜନସଂପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ କମାଣ୍ଟାଣ୍ଟ ରତିକାନ୍ତ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…
ଭୁବନେଶ୍ବର: ଗତକାଲି ରାତିରେ ଗଞ୍ଜାମ ଜିଲ୍ଲା ଚିକିଟି ଅଞ୍ଚଳରେ ବିଷାକ୍ତ ମଦ ପିଇ ପାଖାପାଖି ୨୦ ଜଣ ଅସୁସ୍ଥ ହୋଇ ପଡ଼ିଥିବା ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଅବକାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବେଆଇନ ମଦ କାରବାରରେ…
ଦିଗପହଣ୍ଡି : ବିଷାକ୍ତ ମଦ ପିଇ ୨୧ରୁ ଅଧିକ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରେ ୨ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ମଦ ମାଫିଆଙ୍କୁ ମିଶାଇ ୭ ଜଣଙ୍କୁ ଗିରଫ କରିଛି ଗଞ୍ଜାମ…
ପୁରୀ : ଆସନ୍ତା ୨୩ ତାରିଖରେ ମହାପ୍ରଭୁଙ୍କ ବାହାର ଓ ଭିତର ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ଏବଂ ସିନ୍ଦୁକ ଗୁଡ଼ିକ ସ୍ଥାନାନ୍ତରଣ କରାଯିବ। ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗ ଦର୍ଶିକା (SOP) ଅନୁସାରେ ଏହି ସ୍ଥାନାନ୍ତରଣ ପ୍ରକ୍ରିୟା ହେବ। ଖାଲି…