୧୫-୨୦ ଦିନ ମଧ୍ୟରେ ବାଂଲାଦେଶରୁ ଓଡ଼ିଆ ଶ୍ରମିକଙ୍କୁ ରାଜ୍ୟକୁ ଫେରାଇ ଅଣାଯିବ: ଶ୍ରମ ମନ୍ତ୍ରୀ

ଭୁବନେଶ୍ବର: ବାଂଲାଦେଶରେ ଲାଗିରହିଥିବା ହିଂସା ଓ ସେଠାରେ ହିଂସାରେ ଶିକାର ହେଉଥିବା ପ୍ରବାସୀ ଶ୍ରମିକଙ୍କୁ ନେଇ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ରାଜ୍ୟ ସରକାର ବାଂଲାଦେଶରେ ରହୁଥିବା ସମସ୍ତ ଓଡ଼ିଆ ଶ୍ରମିକଙ୍କୁ ତୁରନ୍ତ ରାଜ୍ୟକୁ ଫେରାଇଆଣିବାକୁ ଯୋଜନା କରୁଛନ୍ତି। ଏହି କ୍ରମରେ…

ଆଦିବାସୀ ଗାଁର ପରମ୍ପରା ଓ ସଂସ୍କୃତି ବଜାୟ ରଖିବା ଆମ ସରକାରଙ୍କ ପ୍ରାଥମିକତା: ମନ୍ତ୍ରୀ ରବି ନାରାୟଣ ନାୟକ

ଭୁବନେଶ୍ବର: ୫୦୦ ଆଦିବାସୀ ଗାଁକୁ ଉନ୍ନତି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଆକ୍ସନ ମୋଡ଼ରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ। ରୋଡ଼ମ୍ୟାପ ପ୍ରସ୍ତୁତ କଲା ବିଭାଗ। ଯେଉଁ ଗାଁଗୁଡିକରେ ୮୦ ରୁ ୯୦ ପ୍ରତିଶତ ଆଦିବାସୀ ରହିଛନ୍ତି ସେହି…

ରକ୍ତରେ ଭିଜିଲା ରାକ୍ଷୀ: ଛୁରୀ ଭୁଷି ଭଉଣୀକୁ ମାରିଦେଲା ଭାଇ

ବ୍ରହ୍ମପୁର : ରାକ୍ଷୀ ପୂର୍ଣ୍ଣିମାରେ ରକ୍ତରେ ଭିଜିଲା ରାକ୍ଷୀ। ଆଉ ସୁରକ୍ଷା ଦେବାର ପ୍ରତିଶ୍ରୁତି ଦେଇ ପ୍ରତାରଣା କଲା ଭାଇ। ଯେଉଁ ଭାଇର ଦୀର୍ଘାୟୂ କାମନା କରି ତା’ ହାତରେ ବାନ୍ଧିଥିଲା ରାକ୍ଷୀ, ଆଜି ସିଏ ପାଲଟିଲା ନର ରାକ୍ଷସ। ଚିର…

ତାରା ପଚାରିଲେ: କୁଆଡ଼େ ଗଲା ‘ସୁଭଦ୍ରା’ ଏସ୍‌ଓପି

ଭୁବନେଶ୍ବର : ‘ସୁଭଦ୍ରା’ ଯୋଜନା ମାଧ୍ୟମରେ ମହିଳାଙ୍କୁ ହାତ ଖର୍ଚ୍ଚ ଦେବେ ରାଜ୍ୟ ସରକାର। ସେଥିପାଇଁ ବଜେଟ୍‌ରେ ବ୍ୟୟବରାଦ କରିଥିଲେ। ଡିସେମ୍ୱର ୧୫ ତାରିଖ ସୁଦ୍ଧା ‘ସୁଭଦ୍ରା’ ଯୋଜନାର ଏସ୍‌ଓପି ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ସୂଚନା ଦେଇଥିଲେ।…

ଯୁଦ୍ଧ ଭିତରେ ପ୍ରଥମଥର ପାଇଁ ୟୁକ୍ରେନ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବଶୀଘ୍ର ଯୁଦ୍ଧ କ୍ଷତିଗ୍ରସ୍ତ ୟୁକ୍ରେନ ଗସ୍ତ କରିବେ। ରୁଷ ସହ ଯୁଦ୍ଧ ଆରମ୍ଭ ହେବା ପରେ ପ୍ରଥମଥର ପାଇଁ ମୋଦି ୟୁକ୍ରେନ ଗସ୍ତ କରୁଛନ୍ତି। ଗୋଟିଏ ମାସ ତଳେ ପ୍ରଧାନମନ୍ତ୍ରୀ ମୋଦି ମସ୍କୋ ଗସ୍ତ…

ଅଭିଯୁକ୍ତ ସଞ୍ଜୟ ରୟର ହେବ ମିଛ ଧରା ପରୀକ୍ଷା

କୋଲକାତା : କୋଲକାତାର ସରକାରୀ ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାର ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟର ହେବ ମିଛ ଧରା ପରୀକ୍ଷା। ଘଟଣାର ତଦନ୍ତ କରୁଥିବା ସିବିଆଇକୁ ମିଛ ଧରା ପରୀକ୍ଷା କରିବା ପାଇଁ…

ଆମ୍ବୁଶ ଲଗାଇ ଆତଙ୍କବାଦୀଙ୍କ ଆକ୍ରମଣ, ଜଣେ ସିଆରପିଏଫ୍ ଅଧିକାରୀ ସହିଦ

ଶ୍ରୀନଗର : ଜମ୍ମୁ ଓ କଶ୍ମୀରର ଉଧାମପୁର ଜିଲ୍ଲାର ଡୁଡୁ ଅଞ୍ଚଳରେ ଆତଙ୍କବାଦୀଙ୍କ ଗୁଳିରେ ସୋମବାର ସହିଦ ହୋଇଛନ୍ତି ଜଣେ ସିଆରପିଏଫ୍ ଅଧିକାରୀ। ମୃତ ଅଧିକାରୀ ସିଆରପିଏଫରେ ଇନ୍ସପେକ୍ଟର ଥିଲେ। ଡୁଡୁ ପୁଲିସ୍ ଷ୍ଟେସନଠାରୁ ପ୍ରାୟ ୮ କିଲୋମିଟର ଦୂରରେ ସିଆରପିଏଫର…

୩୦ ବର୍ଷ ପରେ ଦେଶରେ ଗୃହଯୁଦ୍ଧ ପରିସ୍ଥିତି ହେବ: ବିଜୟଭର୍ଗିୟ

ଇନ୍ଦୋର : ମଧ୍ୟପ୍ରଦେଶର ମନ୍ତ୍ରୀ କୈଳାସ ବିଜୟଭର୍ଗିୟଙ୍କ ଏକ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଏହାର ଭିଡ଼ିଓ ମଧ୍ୟ ସୋସିଆଲ ମିଡ଼ିଆରେ ଭାଇରାଲ ହେବାର‌େ ଲାଗିଛି। ଇନ୍ଦୋରରେ ମନ୍ତ୍ରୀ ବିଜୟଭର୍ଗିଆ ଏକ ସାମାଜିକ ସମନ୍ୱୟ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ…

ବୟଫ୍ରେଣ୍ଡ ସହିତ ଯାଆନ୍ତୁ, ଆମେ ସୁରକ୍ଷା ଦେଇ ପାରିବୁ ନାହିଁ: ଡାକ୍ତରଙ୍କୁ ନେଇ ଟିଏମସି ସାଂସଦଙ୍କ ବିବାଦୀୟ ମନ୍ତବ୍ୟ

କୋଲକାତା: ଚଳିତ ମାସ ଆରମ୍ଭରେ ଅଗଷ୍ଟ ୯ରେ କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଜୁନିଅର ଡାକ୍ତରଙ୍କୁ ବଳାତ୍କାର ପରେ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହା ପରେ ଧର୍ମଘଟରେ ଥିବା ଡାକ୍ତରଙ୍କୁ ଟାର୍ଗେଟ କରି ଟିଏମସି…

ଡରାଇଲା ମଙ୍କି ପକ୍ସ: ହସ୍ପିଟାଲ ଓ ଏୟାରପୋର୍ଟକୁ ଜାରି ହେଲା ଆଲର୍ଟ

ନୂଆଦିଲ୍ଲୀ : ଭାରତକୁ ଡରାଇବା ଆରମ୍ଭ କରିଛି ମଙ୍କି ପକ୍ସ ଭାଇରସ। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏମପକ୍ସ ବା ମଙ୍କି ପକ୍ସକୁ ଗ୍ଲୋବାଲ ପବ୍ଲିକ ହେଲ୍ଥ ଏମର୍ଜେନ୍ସି ଘୋଷଣା କରିବା ପରେ ଭାରତରେ ମଧ୍ୟ ଛନକା ସୃଷ୍ଟି ହୋଇଛି। ଏହାର ମୁକାବିଲା…