ଅରୁଣ ସ୍ତମ୍ଭ ଆଗରେ ଭାସୁଛି ପେଜ ପାଣି, ଭକ୍ତ ଅସନ୍ତୁଷ୍ଟ

ପୁରୀ : କୋଟି କୋଟି ଟଙ୍କା ବ୍ୟୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶେଷ ହେବାର ୬ ମାସ ନ ପୁରୁଣୁ ଦେଖାଦେଲାଣି ସାଂଘାତିକ ତ୍ରୁଟି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ ଅରୁଣ ସ୍ତମ୍ଭ ସାମ୍ନାରେ ଭାସୁଛି ପେଜ ନଳାରୁ ନିର୍ଗତ ପାଣି। ଏହାର…

୨୫ରେ ଶଙ୍ଖ ଭବନରେ ଆୟୋଜିତ ହେବ ବିଜେଡିର ପ୍ରଶିକ୍ଷଣ ଶିବିର

ଭୁବନେଶ୍ବର: ବିଜେଡି ନିଜର ନବନିର୍ବାଚିତ ବିଧାୟକମାନଙ୍କୁ ପ୍ରଶିକ୍ଷଣ ଦେବା ଲାଗି ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିଛି। ଆଗାମୀ ୨୫ ତାରିଖରେ ଶଙ୍ଖ ଭବନରେ ଆୟୋଜିତ ହେବ ଏହି ପ୍ରଶିକ୍ଷଣ ଶିବିର। ଏଥିରେ ବରିଷ୍ଠ ତଥା ଅନୁଭବୀ ନେତା ବିଧାନସଭାର ନୀତି ନିୟମ…

ଅତିରିକ୍ତ ଯୋଗାଣ ଅଧିକାରୀ ଗିରଫ; ଠୁଳ କରିଥିଲେ ଆୟଠାରୁ ଅଧିକ ସମ୍ପତ୍ତି

କଟକ : ଭିଜିଲାନ୍ସ ସ୍କାନରରେ ସରକାରୀ ବାବୁ। ଜଣକ ପରେ ଜଣେ ବଡ଼ ଅଧିକାରୀଙ୍କ ଘରେ ରେଡ୍ ପରେ ବନ୍ଧାଯାଉଛନ୍ତି। ଗତକାଲି ଭିଜିଲାନ୍ସ ଜାଲରେ ପଡ଼ିଥିବା କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ର ଆଜି ବନ୍ଧାଯାଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି…

ପିଲାଙ୍କୁ ମିଳିଲା ପଚା ଅଣ୍ଡା ତରକାରୀ ! ୬୦ ହସ୍ପିଟାଲରେ ଭର୍ତ୍ତି

ଝାରସୁଗୁଡ଼ା : ମଧ୍ୟାହ୍ନ ଭୋଜନରେ ମିଳିଲା ପଚା ଅଣ୍ଡା ତରକାରୀ। ଆଉ ତାହାକୁ ଖାଇ ଅସୁସ୍ଥ ହୋଇଗଲେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ । ପିଲାମାନେ ଏବେ ମେଡିକାଲରେ ଚିକିତ୍ସାଧୀନ ଥିବା ବେଳେ ଏପରି ସାଂଘାତିକ ଅଭିଯୋଗ ଆଣିଛନ୍ତି ଅଭିଭାବକ । ଏପରି…

ଖୁସି ଖବର; ରାସନକାର୍ଡ ହିତାଧିକାରୀ ପାଇବେ ଚାଉଳ ସହ ଗହମ

ଭୁବନେଶ୍ବର : ଏଣିକି ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ। ମୁଣ୍ଡପିଛା ମାସକୁ ୪ କିଲୋ ଚାଉଳ ଓ ୧କିଲୋ ଗହମ ମିଳିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି।…

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ପଦ ଛାଡ଼ିଲେ ଅସିତ୍ ତ୍ରିପାଠୀ

ଭୁବନେଶ୍ବର : ପଶ୍ଚିମଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ପୂର୍ବତନ ମୁଖ୍ୟସଚିବ ଅସିତ୍ କୁମାର ତ୍ରିପାଠୀ ଇସ୍ତଫା ଦେଇଛନ୍ତି । ତାଙ୍କର ଇସ୍ତଫାକୁ ରାଜ୍ୟ ସରକାର ଆଜି ଅପରାହ୍ନରୁ ଗ୍ରହଣ କରିଥିବା ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀ…

କେନ୍ଦୁଝର: ବିଜେପିରେ ମିଶିଲେ ବିଜେଡି ନେତା

କେନ୍ଦୁଝର: ବିଜେପିରେ ମିଶିଲେ ବିଜେଡି ନେତା। ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିବା ନେତାମାନେ ହେଲେ ସଦର ବ୍ଲକ ଅଧ୍ୟକ୍ଷା ଜ୍ୟୋତିର୍ମୟୀ ନାଏକ, ଉପାଧ୍ୟକ୍ଷ ଦିଲ୍ଲୀପ ବେହେରା,  ଆଦିବାସୀ ଉନ୍ନୟନ ପରିଷଦ ଅଧକ୍ଷା ଲକ୍ଷ୍ମୀ ନାଏକ, ବିଜେଡି ବରିଷ୍ଟ ନେତା ତଥା…

ଅବସରପ୍ରାପ୍ତ ଏୟାର ଫୋର୍ସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା: କାରରୁ ମିଳିଲା ଅବସରପ୍ରାପ୍ତ ଏୟାର ଫୋର୍ସ କର୍ମଚାରୀଙ୍କ ମୃତଦେହ। ଜଟଣୀ ଥାନା ରାମଚନ୍ଦ୍ରପୁର ବଜାର ନିକଟ ୧୨ ନମ୍ବର ୱାର୍ଡ ଆରଆଇ ଅଫିସ ପାଖରେ ଅଲ୍ଟୋ କେ୧୦ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ଜଟଣୀ ପୁଲିସ ପହଂଚି…

ପୋଲାଭରମ ପ୍ରକଳ୍ପ ବିବାଦ: ମୋଟୁ ଅଂଚଳ ଗସ୍ତ କଲେ କଂଗ୍ରେସ୍‌ର ଟିମ୍‌

ମାଲକାନଗିରି : ବାଦବିବାଦ ଭିତରେ ଛନ୍ଦି ହୋଇ ରହିଥିବା ଆନ୍ଧ୍ରପ୍ରଦେଶର ପୋଲାଭରମ ପ୍ରକଳ୍ପକୁ ନେଇ ରାଜନୀତି ସରଗରମ ହୋଇ ରହିଛି। ପୋଲାଭରମ ପ୍ରକଳ୍ପକୁ ବିରୋଧ କରି ବିଜେଡି ପ୍ରଥମରୁ ହିଁ ସ୍ବରତ୍ତୋଳନ କରିଆସୁଥିବା ବେଳେ ଏବେ କଂଗ୍ରେସ ଏହି ଆନ୍ଦୋଳନରେ ସାମିଲ…

ସିମ୍ ବକ୍ସ ଜବତ ଘଟଣା; ମାଷ୍ଟର ମାଇଣ୍ଡ ବାଂଲାଦେଶୀ, ଚାଇନା ଓ ପାକିସ୍ତାନକୁ ହେଉଥିଲା କଲ୍‌

ଭୁବନେଶ୍ବର : ‘ଭୁବନେଶ୍ୱରରୁ ସିମ୍ ବକ୍ସ ଜବତ ଘଟଣାରେ ରହିଛି ଇଣ୍ଟରନ୍ୟାସନାଲ୍‌ ଲିଙ୍କ। ଏହି ସିମ୍ ବକ୍ସ ଜରିଆରେ ପାକିସ୍ତାନ, ଚୀନ ଓ ମଧ୍ୟପ୍ରାଚ୍ୟ ଦେଶକୁ କଲ୍‌ କରାଯାଉଥିଲା। ସାଇବର ଫ୍ରଡ୍, ଆତଙ୍କବାଦୀ ଓ ଅନ୍ୟାନ୍ୟ ଅପରାଧ ପାଇଁ ଏହାକୁ ବ୍ୟବହାର…