ଗ୍ରାହମ ଷ୍ଟେନ୍ସ ହତ୍ୟା ମାମଲା; ମୁକ୍ତି ପାଇଁ ସୁପ୍ରିମକୋର୍ଟରେ ଦାରା ସିଂହଙ୍କ ଆବେଦନ

ନୂଆଦିଲ୍ଲୀ : ବହୁଚର୍ଚ୍ଚିତ ଗ୍ରାହମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ଦଣ୍ଡାଦେଶ କାଟୁଥିବା ଦାରା ସିଂହ ମୁକ୍ତି ପାଇଁ ଆରମ୍ଭ କରିଛନ୍ତି ଶେଷ ପ୍ରୟାସ। ଜେଲରୁ ମୁକ୍ତି ପାଇଁ ସୁପ୍ରିମକୋର୍ଟରେ ଏକ ମର୍ସି ପିଟିସନ ଦାଖଲ କରିଛନ୍ତି ଦାରା ସିଂ ଓରଫ୍…

ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ୱାଇ.ବି. ଖୁରାନିଆ

ଭୁବନେଶ୍ୱର: ବିଧିବଦ୍ଧ ଭାବେ ନୂତନ ପୋଲିସ ଡିଜି ଦାୟିତ୍ବ ଗ୍ରହଣ କଲେ ଯୋଗେଶ ବାହାଦୁର ଖୁରାନିଆ । ଆଜି ଅପରାହ୍ନ ସମୟରେ ସେ ରାଜ୍ୟ ପୁଲିସ ମୁଖ୍ୟାଳୟରେ ସେ ଡିଜିପି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ୧୯୯୦ ବ୍ୟାଚ୍‌ ଆଇପିଏସ୍‌…

ଜେକଲ ଏବଂ ହାଇଡଙ୍କ ଭଳି ବ୍ୟବହାର କରୁଛନ୍ତି ମମତା ବାନାର୍ଜୀ: ବେଙ୍ଗଲ ରାଜ୍ୟପାଳ

କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ଉପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କଥାବାର୍ତ୍ତାକୁ ହାସ୍ୟାସ୍ପଦ କହିଛନ୍ତି ରାଜ୍ୟପାଳ ସିଭି ଆନନ୍ଦ ବୋଷ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜେକଲ ଏବଂ ହାଇଡଙ୍କ ଭଳି ବ୍ୟବହାର କରୁଛନ୍ତି ବୋଲି ରାଜ୍ୟପାଳ କହିଛନ୍ତି।…

କଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ବର: ହାତ ଛାଡିଲେ ବିଜୟ ପଟ୍ଟନାୟକ । ଆଜି ସେ କଂଗ୍ରେସ ର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ମେଲ୍‌ ମାଧ୍ୟମରେ ସେ ନିଜର ଇସ୍ତଫାପତ୍ର ଏଆଇସିସିକୁ ପଠାଇ ଦେଇଛନ୍ତି । କଂଗ୍ରେସରୁ ଇସ୍ତଫା ଦେବା ପରେ ବିଜୟ…

ମୋଦିଙ୍କୁ କଲ୍ କଲେ ମହମ୍ମଦ ୟୁନୁସ; ହିନ୍ଦୁଙ୍କ ସୁରକ୍ଷାକୁ ନେଇ ଦେଲେ ଆଶ୍ୱାସନା

ବାଂଲାଦେଶରେ ହିନ୍ଦୁ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟକଙ୍କ ସୁରକ୍ଷାକୁ ନେଇ ଆଶ୍ୱାସନା ଦେଇଛନ୍ତି ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ। ୟୁନୁସ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଲ୍ କରି ସୁନିଶ୍ଚିତ କରାଇଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ୍ସ ପୋଷ୍ଟ ଯୋଗେ…

ଯୋଗାଣ ଅଧିକାରୀଙ୍କ ଅମାପ ସମ୍ପତି, ୪ଟି ପ୍ଳଟ୍‌ , ୨ଟି କୋଠା ଠାବ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ନାଁରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ। ଏକାଥରେ ୫ଟି ସ୍ଥାନରେ ଚାଲିଛି ଚଢ଼ାଉ । ଚଢ଼ାଉ ବେଳେ ଶ୍ରୀ ପ୍ରଦୀପ ମହାପାତ୍ରଙ୍କ ଘରୁ ଅମାପ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ l…

ଜମ୍ମୁ-କଶ୍ମୀର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା

ଜମ୍ମୁ ଓ କଶ୍ମୀର ଏବଂ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର। ଜମ୍ମୁ ଓ କଶ୍ମୀରରେ ୩ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବାକୁ ଥିବା ବେଳେ ହରିୟାଣାରେ ଗୋଟିଏ ପର୍ଯ୍ୟାୟ…

ଅତି ଜରୁରୀ ନ ଥିଲେ SCB କୁ ଆସନ୍ତୁ ନାହିଁ : ଅଧୀକ୍ଷକ

କଟକ: କୋଲକାତାର ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦିନକୁ ଦିନ ତୀବ୍ର ହେଉଛି ଆନ୍ଦୋଳନ । ସମଗ୍ର ଦେଶ ସହ ଓଡିଶାର ବିଭିନ୍ନ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡାକ୍ତର ମାନେ ।…

ରାଜଧାନୀରେ ଚାଞ୍ଚଲ୍ୟ, ଧରା ପଡ଼ିଲା ସନ୍ଦିଗ୍ଧ; ୭ ସିମ୍‌ ବକ୍ସ ଜବତ

ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ଜଣେ ସନ୍ଦିଗ୍ଧକୁ ମାଡ଼ି ବସିଛି କମିଶନରେଟ୍‌ ପୁଲିସ୍‌। ସିମ୍‌ ବକ୍ସ ମାଧ୍ୟମରେ ବେଆଇନ୍‌ କାର୍ଯ୍ୟ କରୁଥିବା ବେଳେ ଧରିଛି ପୁଲିସ୍‌। ଏଥିସହ ସେହି ଘରୁ ୭ଟି ସିମ୍‌ ବକ୍ସ ଜବତ କରିଛି। ଲକ୍ଷ୍ମୀସାଗର ଥାନା ମହାଦେବ ନଗରରେ ଜଣେ ବ୍ୟକ୍ତି…

ଏସସିବିରେ ୨ ମହିଳାଙ୍କୁ ଦୁଷ୍କର୍ମ ଘଟଣାରେ ରିପୋର୍ଟ ପ୍ରସ୍ତୁତ

କଟକ: ଏସସିବିରେ ୨ ମହିଳାଙ୍କୁ ସିନିଅର ରେସିଡେଣ୍ଟ ଡାକ୍ତରଙ୍କ ଦୁଷ୍କର୍ମ ଘଟଣାର ରିପୋର୍ଟ ପ୍ରସ୍ତୁତ ସରିଛି। ଏନେଇ ସୂଚନା ଦେଇଛନ୍ତି ଏସସିବି ଡିଏମଇଟି ନିର୍ଦ୍ଦେଶକ ଡାକ୍ତର ସନ୍ତୋଷ ମିଶ୍ର । ତେବେ ରିପୋର୍ଟରେ ଯାହା ଅଛି, ତାହା ରାଜ୍ୟ ସରକାର ହିଁ…