ଟ୍ରେନି ଡାକ୍ତରଙ୍କ ମୃତଦେହରୁ ମିଳିଛି ୧୫୦ ମିଲିଗ୍ରାମ ସେମେନ, ଗଣଦୁଷ୍କର୍ମ ଆଶଙ୍କା
କୋଲକାତାର ଗୋଟିଏ ସରକାରୀ ହସ୍ପିଟାଲରେ ଜଣେ ୩୧ ବର୍ଷୀୟ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ନୂଆ ଟ୍ୱିଷ୍ଟ ଆସିଛି। ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରିବା ଘଟଣାରେ ପୁଲିସ୍ ସଞ୍ଜୟ ରୟ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ…
