ଶ୍ରୀମନ୍ଦିରରେ ଆଜିଠୁ ୭ ଦିନ ଧରି ଚାଲିବ ଝୁଲଣ ଯାତ୍ରା
ପୁରୀ : ଆଜି ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା ସହ ବାଡ଼ି ନୃସିଂହ ବିଜେ ନୀତି ଅନୁଷ୍ଠିତ ହେବ । ଶ୍ରୀ ନୃସିଂହ ମହାପ୍ରଭୁ ଶ୍ରୀମନ୍ଦିରରୁ ବାହାରି ଶ୍ରୀକ୍ଷେତ୍ର ପରିକ୍ରମା କରିବେ। ଚାରି ଆଶ୍ରମ ବିଜେ କରି ନୀତି ସମାପନ କରିବେ । ଶ୍ରୀମନ୍ଦିର…
ପୁରୀ : ଆଜି ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା ସହ ବାଡ଼ି ନୃସିଂହ ବିଜେ ନୀତି ଅନୁଷ୍ଠିତ ହେବ । ଶ୍ରୀ ନୃସିଂହ ମହାପ୍ରଭୁ ଶ୍ରୀମନ୍ଦିରରୁ ବାହାରି ଶ୍ରୀକ୍ଷେତ୍ର ପରିକ୍ରମା କରିବେ। ଚାରି ଆଶ୍ରମ ବିଜେ କରି ନୀତି ସମାପନ କରିବେ । ଶ୍ରୀମନ୍ଦିର…
ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ୯ ରାଜ୍ୟର ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ। ଓଡ଼ିଶାର ଗୋଟିଏ ଆସନ ପାଇଁ ହେବ ଉପନିର୍ବାଚନ। ମମତା ମହାନ୍ତଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଆସନ। ଅଗଷ୍ଟ ୨୧ରେ ନାମାଙ୍କନ…
ବିହାରର ରାଜଧାନୀ ପାଟଣାରେ ଜଣେ ବିଜେପି ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତକଜଣକ ଅଜୟ ଶାହ ବୋଲି ଜଣାଯାଇଛି। ଦୁଇ ଅଜ୍ଞାନ ବାଇକ୍ ଚାଳକ ଗତ ରାତିରେ ଗୁଳି ଚଳାଇ ତାଙ୍କୁ ହତ୍ୟା କରିଛନ୍ତି। ଏହି ଘଟଣା ପାଟଣା ବଜାର…
ସାଲେପୁର: କଟକ ଜିଲ୍ଲା ସାଲେପୁରର ନେମାଳ ବ୍ରିଜରୁ ଜଣେ ମହିଳା ନିଜ ଛୋଟ ପୁଅକୁ ଧରି ଚିତ୍ରୋତ୍ପଳା ନଦୀକୁ ଡେଇଁ ପଡ଼ିଥିବ ଜଣାଯାଇଛି।ଅଗ୍ନିଶମ ବାହିନୀ ଖୋଜାଖୋଜି କରିବା ପରେ ପୁଅର ମୃତଦେହ ନଦୀରୁ ଉଦ୍ଧାର କରିଥିବା ବେଳେ ମା’ର ପତ୍ତା ମିଳିନାହିଁ। ମୃତ…
ବାଲେଶ୍ଵର: ପଶ୍ଚିମବଙ୍ଗରୁ ସୁରକ୍ଷିତ ମୁକୁଳିଲେ ଅଟକ ଥିବା ଓଡ଼ିଆ। ୩୦୦ ଲୋକଙ୍କୁ ଅଟକ ରଖିଥିଲେ ପଶ୍ଚିମବଙ୍ଗ ଲୋକ। ଓଡ଼ିଶା ସରକାରଙ୍କ ହସ୍ତକ୍ଷେପ ପରେ ସମସ୍ତେ ଫେରିଥିବା ନେଇ ସୂଚନା ମିଳିଛି। ସ୍ବତନ୍ତ୍ର ବସ୍ ଯୋଗେ ୩୦୦ ଜଣ ଯାକ ରୋଗୀ ଓ…
କଟକ: ଏସସିବିରେ ରୋଗୀଙ୍କୁ ଜଣେ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗ ଘଟଣାର ତଦନ୍ତ ପାଇଁ ୩ ଜଣିଆ କମିଟି ଗଠନ କଲା ସ୍ବାସ୍ଥ୍ୟ ବିଭାଗ । କମିଟିରେ ଡିଏମଇଟି ସନ୍ତୋଷ ମିଶ୍ର, ଏସସିବି ଅଧୀକ୍ଷକ ସୁଧାଂଶୁ ମିଶ୍ର, ଯୁଗ୍ମ ଡିଏମଇଟି ରୋମା ରତନ…
ଯୋଧପୁର: ଯୌନ ନିର୍ଯାତନା ଅଭିଯୋଗରେ ଯୋଧପୁର ସେଣ୍ଟ୍ରାଲ ଜେଲରେ ଦଣ୍ଡ ଭୋଗୁଥିବା ବିବାଦୀୟ ଧର୍ମଗୁରୁ ଆଶାରାମଙ୍କୁ କୋର୍ଟ ୭ ଦିନିଆ ପାରୋଲ ପ୍ରଦାନ କରିଛନ୍ତି। ରାଜସ୍ଥାନ ହାଇକୋର୍ଟ ଆଶାରାମଙ୍କୁ ଚିକିତ୍ସା ପାଇଁ ପାରୋଲ ପ୍ରଦାନ କରିଛନ୍ତି। ଆଶାରାମଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି…
ପୁରୀ: ଅବଢା ଯୋଜନା ମାଧ୍ୟମରେ ଆସିଥିବା ୩୫ ଗୋଟି ଇ-ବସ୍ ଗୁଡିକର ଆଜି ସମୀକ୍ଷା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ପୁରୀ ସମଙ୍ଗ ପାର୍କିଂ ଠାରେ ରଖାଯାଇଥିବା ଏହି ବସଗୁଡିକୁ ନିରୀକ୍ଷଣ କରିବା ସହ ସମ୍ପୃକ୍ତ ବିଭାଗୀୟ…
୪ ଧାମ ଭିତରୁ ଅନ୍ୟତମ ଧାମ ହେଉଛି ଶ୍ରୀକ୍ଷେତ୍ର। ମହାପ୍ରଭୁଙ୍କ ଏହି ପୀଠକୁ ପ୍ରତିଦିନ ହଜାର ହଜାର ଶ୍ରଦ୍ଧାଳୁ ଆସୁଛନ୍ତି। ଶ୍ରଦ୍ଧାଳୁଙ୍କ ଗମନା ଗମନାକୁ ସୁଗମ କରିବା ପାଇଁ ୪ ଲେନ୍ ବିଶିଷ୍ଟ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ୬ ଲେନ୍ କରିବା…
ଭୁବନେଶ୍ୱର: ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’ ଗଞ୍ଜେଇ। ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳ ବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଓଡିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦, ୨୦୧୩)ର ଧାରା ୨ର କ୍ଲଜ…