ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଓଡ଼ିଶାରେ ନିର୍ମାଣାଧୀନ ଓ ପ୍ରସ୍ତାବିତ ଜାତୀୟ ରାଜପଥର ନିର୍ମାଣ ନେଇ ମୁଖ୍ୟ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇଛନ୍ତି। ବୈଠକରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ଓଡ଼ିଶାର ଦାବି ରଖିଛନ୍ତି। ସେ ରାଜ୍ୟରେ…

ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜାଙ୍କ ପରଲୋକ

ବରଗଡ଼: ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ। ୭୦ ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ଗୋପାଳ ସାହୁ। କିଛି ଦିନ ହେବ…

୨୦୩୬ ସୁଦ୍ଧା ଭାରତର ଜନସଂଖ୍ୟା ୧୫୨ କୋଟି ଡେଇଁବ

ଭାରତର ଜନସଂଖ୍ୟା ୨୦୩୬ ସୁଦ୍ଧା ୧୫୨.୨ କୋଟି ଛୁଇଁବ। ସେହିପରି ମହିଳାଙ୍କ ସଂଖ୍ୟା ୨୦୧୧ରେ ୪୮.୫% ଥିବା ବେଳେ ୨୦୩୬ ବେଳକୁ ଏହା ସାମାନ୍ୟ ବୃଦ୍ଧି ପାଇ ୪୮.୮%ରେ ପହଞ୍ଚିବ। ପରିସଂଖ୍ୟନ ଓ କାର୍ଯ୍ୟକ୍ରମ ମନ୍ତ୍ରଣାଳୟ ପକ୍ଷରୁ ଜାରି ରିପୋର୍ଟରେ ଏପରି…

SCB ମେଡ଼ିକାଲ୍‌ରେ ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ: ନିସ୍ତୁକ ପିଟିଲେ ସଂପର୍କୀୟ, ଅଭିଯୁକ୍ତ ଆଇସିୟୁରେ ଭର୍ତ୍ତି

କଟକ: କଟକ ବଡ଼ ଡାକ୍ତରଖାନାରେ ଜଣେ ଡାକ୍ତର ରୋଗୀଙ୍କୁ ଅସଦାଚରଣ କରିଥିବାର ଅଭିଯୋଗ ହୋଇଛି। ଏନେଇ ମଙ୍ଗଳାବାଗ ଥାନାରେ ପୀଡ଼ିତାଙ୍କ ସଂପର୍କୀୟଙ୍କ ପକ୍ଷରୁ ଏତଲା ଦିଆଯାଇଛି। କାର୍ଡିଓଲୋଜି ବିଭାଗର ଜଣେ ଡାକ୍ତର ଏହି ଅସଦାଚରଣ କରିଥିବାର ଅଭିଯୋଗ ହୋଇଛି। ଗତ ରବିବାର…

୭ଟି ପଞ୍ଚାୟତ ସମିତିରେ ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ, ୧୪ରେ ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର: ଆସନ୍ତା ୨୨ ତାରିଖରେ ହେବ ପଞ୍ଚାୟତ ସମିତି ଅଧ୍ୟକ୍ଷ ଉପନିର୍ବାଚନ। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୬ଟି ପଞ୍ଚାୟତ ସମିତି ଅଧ୍ୟକ୍ଷ ସହ ଗୋଟିଏ ଉପାଧ୍ୟକ୍ଷ ପଦବୀ ପାଇଁ ହେବ ଉପନିର୍ବାଚନ। ଏଥିପାଇଁ…

ରାମଦେବ ଓ ପତଞ୍ଜଳିକୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ଥି, ବନ୍ଦ ହେଲା ଅବମାନନା ମାମଲା

ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଏମଡି ଆଚାର୍ଯ୍ୟ ବାଳକୃଷ୍ଣଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ବଡ ଆଶ୍ୱସ୍ଥି। ବିଭ୍ରାନ୍ତିକର ବିଜ୍ଞାପନ ପ୍ରସାରଣ କରିବା ମାମଲାରେ ଉଭୟଙ୍କୁ କ୍ଷମ ଦେଇଛନ୍ତି ସୁପ୍ରିମକୋର୍ଟ। ଏଥିସହ ଅବମାନନା ମାମଲାକୁ ମଧ୍ୟ ବନ୍ଦ କରି ଦେଇଛନ୍ତି…

ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶା ବିଶ୍ୱବିଦ୍ୟାଳୟ(ସଂଶୋଧନ) ଆଇନ-୨୦୨୦ରେ ଆବଶ୍ୟକ ସଂଶୋଧନ କରିବାକୁ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି । ଶିକ୍ଷାବିତମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଫେରାଇ ଆଣିବା, ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ୱାୟତ୍ତତାକୁ ସୁରକ୍ଷିତ ରଖିବା ପାଇଁ ଏହି ସଂଶୋଧନ ଗୁରୁତ୍ୱପୂର୍ଣ୍ଣ…

ଝାଡାବାନ୍ତି ଆକ୍ରାନ୍ତ: ୪ ଦିନରେ ୩ ଜଣଙ୍କ ମୃତ୍ୟୁ ଅଭିଯୋଗ

ନବରଙ୍ଗପୁର: ନନ୍ଦାହାଣ୍ଡି ବ୍ଲକରେ ଝାଡ଼ାବାନ୍ତି ଆତଙ୍କ । ଝାଡ଼ବନ୍ଧଗୁଡା ପଞ୍ଚାୟତର ଦଣ୍ଡସେନାଗୁଡା ଗାଁରେ ୪ ଦିନରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗତ ୮ ତାରିଖରୁ ଦଣ୍ଡସେନାଗୁଡା ଗାଁରେ ଝାଡ଼ାବାନ୍ତି ରୋଗ ଆରମ୍ଭ ହୋଇଛି । ୯…

ବିଧାୟକଙ୍କୁ ଟ୍ରେନିଂ ଦେବେ ଜେପି ନଡ୍ଡା

ଭୁବନେଶ୍ୱର: ବିଧାୟକଙ୍କୁ ତାଲିମ ଦେବେ କେନ୍ଦ୍ରୀୟ ନେତା। ନୂଆ ବିଧାୟକଙ୍କ କ୍ଲାସ୍‌ ନେବେ ଜେପି ନଡ୍ଡା। ଦେବେ ପଲିଟିକାଲ୍‌ ସକ୍ସେସ ମନ୍ତ୍ର। ଆଉ ନୀତି ନୈତିକତାର ପାଠ ପଢାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ବିଧାୟକଙ୍କୁ ଆଚରଣ ଉଚ୍ଚାରଣ ଶିଖାଇବେ କେନ୍ଦ୍ରମନ୍ତ୍ରୀ ଜୁଏଲ…

IIT ମାଡ୍ରାସ ପୁଣି ଦେଶର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ, ଟପ୍‌ ୧୦ରେ JNU

ପୁଣିଥରେ ଭାରତର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବେ ବିବେଚିତ ହୋଇଛି ଆଇଆଇଟି ମାଡ୍ରାସ। ଉଭୟ ସବୁ କ୍ଷେତ୍ର ବା ଓଭରଅଲ କ୍ୟାଟାଗୋରୀ ଓ ଇଞ୍ଜିନିୟରିଂ ବର୍ଗରେ ଆଇଆଇଟି ମାଡ୍ରାସ ୧ନଂରେ ରହିଛି। ଆଜି ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ରାଙ୍କିଙ୍ଗ ଫ୍ରେମୱାର୍କ(ଏନଆଇଆରଏଫ) ୨୦୨୪ ପକ୍ଷରୁ ଜାରି…