କୁନ୍ଦୁଲି ହାଟରେ ପାଳିତ ହେଲା ବିଶ୍ୱ ଆଦିବାସୀ ଦିବସ

କୋରାପୁଟ: ଜନଜାତି ଅଧ୍ୟୁଷିତ ଅଞ୍ଚଳ କୋରାପୁଟ ଭଳି ଜାତୀୟସ୍ତରରେ ହାରାହାରି ୧୧% ରୁ କମ୍ ଅନୁପାତ ଥିବା କମ୍ ଶିକ୍ଷାଗତ ଯୋଗ୍ୟତା ଲୋକମାନଙ୍କୁ “ସମାନତା ଏବଂ ଉପଲବ୍ଧତା” ସମସ୍ୟାର ସମାଧାନ କରିବା ଏବଂ ଗୁଣାତ୍ମକ ଉଚ୍ଚଶିକ୍ଷାର ମାନଙ୍କୁ ବୃଦ୍ଧି କରିବା ପାଇଁ…

ବଜ୍ରାଘାତରେ ୨ ମୃତ, ଜଣେ ଗୁରୁତର

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ଗୋପୀନାଥପୁର ପଞ୍ଚାୟତ ରାଇପୀତାମ୍ବର ଗାଁରେ ବଜ୍ରାଘାତରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଉଛନ୍ତି ରାଇପୀତାମ୍ବର ଗାଁର ବସନ୍ତ ଦାସ ଓ ନରେନ୍ଦ୍ର ବିଶ୍ୱାଳ। ଆହତ…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ଭୁବନେଶ୍ୱର: କଟକ (ରାସ୍ତା ଓ ଗୃହନିର୍ମାଣ) ସର୍କଲର ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ଦୁର୍ନୀତି ଓ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ କରାଯାଇଅଛି। ୧୦ କୋଟି ଟଙ୍କାରୁ ଊର୍ଦ୍ଧ୍ବ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶ୍ରୀ ରଥଙ୍କୁ…

ଚାକିରି ଦେବାକୁ କହି ଲକ୍ଷାଧିକ ଟଙ୍କା ନେଇଗଲେ ଶିକ୍ଷକ ଦମ୍ପତି

କେନ୍ଦୁଝର : ସ୍ୱାମୀ-ସ୍ତ୍ରୀ ଶିକ୍ଷକତା କରୁଥିଲେ। ତଥାପି ଟଙ୍କା ଦରକାର ପଡୁଥିଲା। ତେଣୁ ଶିକ୍ଷିତ ବେକାର ଯୁବକ ଓ ଯୁବତୀଙ୍କୁ ଠକୁଥିଲେ। ଚାକିରି ଦେବା ବାହାନାରେ ଶିକ୍ଷକ ଦମ୍ପତି ଲକ୍ଷାଧିକ ଟଙ୍କା ଠକିଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ କେନ୍ଦୁଝର ଜିଲ୍ଲାରୁ…

ଏସ୍‌ସିବିରେ କ୍ରେନ୍‌ ଭାଙ୍ଗି ୩ ଶ୍ରମିକ ଗୁରୁତର

କଟକ: ବଡ଼ମେଡିକାଲରେ ଶୁକ୍ରବାର ବଡ଼ ଦୁର୍ଘଟଣା ଘଟିଛି। ନିର୍ମାଣ କାର୍ଯ୍ୟ ଚାଲୁଥିବାବେଳେ ଏକ କ୍ରେନ୍‌ ଭାଙ୍ଗିପଡ଼ିଛି। ଫଳରେ ଘଟଣାସ୍ଥଳରେ ୩ ଜଣ ଶ୍ରମିକ ଆହତ ହୋଇଥିବା ସୂଚନା ମିଳିଛି। ଏସସିବି ସେକେଣ୍ଡ କ୍ୟାମ୍ପସରେ ନିର୍ମାଣ କାର୍ଯ୍ୟ ଚାଲୁଥିବାବେଳେ କେଉଁ କାରଣରୁ କ୍ରେନ୍‌ଟି…

‘ଆଳୁ’ ପ୍ରସଙ୍ଗରେ ମମତାଙ୍କ ସହ କଥା ହେବାକୁ ପଶ୍ଚିମବଙ୍ଗ ଗଲେ ଜଗନ୍ନାଥଙ୍କ ମୁଖ୍ୟ ବାଡଗ୍ରାହୀ

ଭୁବନେଶ୍ବର: ରାଜ୍ୟରେ ଏବେ ବି କମିନି ଆଳୁ ସଙ୍କଟ । କିଲୋଗ୍ରାମ ପିଛା ୬୦ ଟଙ୍କାରେ ବିକ୍ରି ହେଉଛି ଆଳୁ । ଓଡିଶାବାସୀଙ୍କ ମୁଖ୍ୟ ପରିବା ଆଳୁ ହୋଇଥିବାବେଳେ, ଏଭଳି ଚଢ଼ା ଦରକୁ ନେଇ ଖାଉଟିଙ୍କ ଭିତରେ ଅସନ୍ତୋଷ ବଢ଼ିବାରେ ଲାଗିଛି…

NEET-PG ପରୀକ୍ଷାକୁ ସ୍ଥଗିତ ରଖିବାକୁ ମନା କଲେ ସୁପ୍ରିମକୋର୍ଟ

ରବିବାର (ଅଗଷ୍ଟ ୧୧) ହେବାକୁ ଥିବା NEET-PG ପରୀକ୍ଷାକୁ ସ୍ଥଗିତ ରଖିବାକୁ ଆଜି ମନା କରି ଦେଇଛନ୍ତି ସୁପ୍ରିମକୋର୍ଟ। ଏ ନେଇ ହୋଇଥିବା ଆବେଦନକୁ ଖାରଜ କରି ସୁପ୍ରିମକୋର୍ଟ ଏହି ପରୀକ୍ଷାକୁ ଘୁଞ୍ଚାଇବାକୁ ନିର୍ଦ୍ଦେଶ ଦେବାକୁ ମନା କରି ଦେଇଛନ୍ତି। NEET-PG ପରୀକ୍ଷା ଜୁନ୍ ୨୩…

ନକଲି ଇଞ୍ଜିନ ଅଏଲ ପ୍ରସ୍ତୁତ କାରଖାନା ଠାବ, ୩ ଗିରଫ

ବ୍ରହ୍ମପୁର : ଅସଲି ଡବାରେ ନକଲି ତେଲ । ନାମୀ ବ୍ରାଣ୍ଡର ଲେବଲ ଲଗାଇ ନକଲି ଇଞ୍ଜିନ ଅଏଲ ବିକ୍ରି । ବ୍ରହ୍ମପୁରରେ ବେଆଇନ ଓ ନକଲି ଇଞ୍ଜିନ ଅଏଲ ପ୍ରସ୍ତୁତ କାରଖାନା ଠାବ ହୋଇଛି । ଘଟଣାରେ ୩ ଜଣଙ୍କୁ ଗିରଫ…

ବାଂଲାଦେଶରେ ଥିବା ଭାରତୀୟ ଓ ସଂଖ୍ୟାଲଘୁଙ୍କ ସୁରକ୍ଷା ନିଶ୍ଚିତ କରିବାକୁ ଭାରତ ଗଠନ କଲା କମିଟି

ସଂରକ୍ଷଣ ବ୍ୟବସ୍ଥାକୁ ନେଇ ଅଶାନ୍ତ ହୋଇପଡ଼ିଥିବା ବାଂଲାଦେଶରେ ସଂଖ୍ୟାଲଘୁମାନଙ୍କୁ ଆକ୍ରମଣ କରାଯାଉଥିବା କଥା ସାମ୍ନାକୁ ଆସିବା ପରେ ଭାରତ ସରକାର ଏକ କମିଟି ଗଠନ କରିଛନ୍ତି। ବାଂଲାଦେଶର ସ୍ଥିତି ଉପରେ ନଜର ରଖିବା ପାଇଁ ଏହି କମିଟି ଗଠନ କରାଯାଇଛି। ତା’ସହିତ ବାଂଲାଦେଶରେ…

ରାଜ୍ୟସଭାରେ ଜୟା କହିଲେ ମୁଁ ସେଲିବ୍ରିଟି

ରାଜ୍ୟସଭାରେ ସମାଜବାଦୀ ପାର୍ଟି ସାଂସଦ ଜୟା ବଚ୍ଚନଙ୍କ ଉପରେ ପ୍ରବଳ ବର୍ଷିଛନ୍ତି ଅଧ୍ୟକ୍ଷ ଜଗଦୀପ ଧନଖଡ। କିଛି ଦିନ ହେବ ନାମ ଉଚ୍ଚାରଣକୁ ନେଇ ଚାଲିଥିବା ଥଟ୍ଟା ମଜା ମଧ୍ୟରେ ଆଜି ଅଧ୍ୟକ୍ଷ କ୍ରୋଧିତ ହୋଇଥିବା ଦେଖିବାକୁ ମିଳିଛି। ପ୍ରକାଶ ଥାଉକି,…