ଦେବୀ ନଦୀରେ ଭାସି ଯାଇ ଯୁବକ ନିଖୋଜ

ଦେବୀ ନଦୀରେ ଭାସି ଜଣେ ଯୁବକ ନିଖୋଜ ହୋଇଯାଛନ୍ତି। ଘଟଣାଟି ଘଟିଛି ଜଗତସିଂହପୁର ଜିଲ୍ଲା ମାଛଗାଁ ନିକଟରେ। ଯୁବକ ଜଣଙ୍କ ନଦୀରେ ଭାସି ଯାଉଥିବା ସ୍ଥାନୀୟ ଲୋକେ ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ…

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର: ଗୋଟିଏ ପରେ ଗୋଟିଏ ଧାଡ଼ିବାନ୍ଧି ଆସିବାରେ ଲାଗିଛି ଲଘୁଚାପ l ଆସନ୍ତା ୨୪ ଘଣ୍ଟା ଭିତରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ନେଇ ସମ୍ଭାବନା ରହିଛି l ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ…

ଭିନେଶ ଡିସ୍‌କ୍ୱାଲିଫାଏଡ, ଷଡ଼ଯନ୍ତ୍ର ଅଭିଯୋଗ ଆଣିଲା ପରିବାର

ପ୍ୟାରିସ ଅଲିମ୍ପକ୍ସରେ ଫାଇନାଲ ମ୍ୟାଚ୍‌ ପୂର୍ବରୁ ଭାରତୀୟ ରେସଲର ଭିନେଶ ଫୋଗାଟ୍‌ ଲାଗିଛି ବଡ଼ ଝଟ୍‌କା। ସେ ଡିସ୍‌କ୍ୱାଲିଫାଏଡ୍‌ ଘୋଷିତ ହୋଇଛନ୍ତି। ଭାରତ ପାଇଁ ଗୋଲ୍ଡ ଆଶା ମଉଳି ଯାଇଛି। ତେବେ ଭିନେଶଙ୍କୁ ଅଯୋଗ୍ୟ ଘୋଷଣା ନେଇ ତାଙ୍କ ପରିବାର ଲୋକେ…

ପୋଲାଭରମ ପ୍ରଭାବିତ ମୋଟୁ ଅଂଚଳ ଗସ୍ତ କଲେ ସ୍ବତନ୍ତ୍ର ଟିମ୍‌

କାଳିମେଳା: ଆନ୍ଧ୍ରପ୍ରଦେଶର ପୋଲାଭରମ ପ୍ରକଳ୍ପ ଦ୍ଵାରା କ୍ଷତିଗ୍ରସ୍ତ ମାଲକାନଗିରି ଜିଲ୍ଲାର ମୋଟୁ ଅଂଚଳ ଗସ୍ତ କରିଛି ସ୍ଥିତି ଅନୁଧ୍ୟାନ କରିଛି ସ୍ବତନ୍ତ୍ର ଅନୁସନ୍ଧାନ ଟିମ। ଏହି ଟିମ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ ତ୍ରିପାଠୀଙ୍କ ନେତୃତ୍ୱରେ ମୋଟୁ ତହସିଲର ମୋଟୁ, ବିନାୟକପୁର, ଆଲମା,…

ଉପରମୁଣ୍ଡରେ ବର୍ଷା ଯୋଗୁଁ ବଢୁଛି ମହାନଦୀ ଜଳସ୍ତର, ନାହିଁ ବନ୍ୟା ଆଶଙ୍କା

ସମ୍ବଲପୁର: ରାଜ୍ୟରେ ଜାରି ରହିଛି ବର୍ଷା ବିତ୍ପାତ । ଅନ୍ୟପଟେ ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣ ବଢୁଛି ହୀରାକୁଦ ଜଳସ୍ତର । ଫଳରେ ରାଜ୍ୟରେ ମହାନଦୀ ପ୍ରମୁଖ ଅନ୍ୟାନ୍ୟ ନଦୀ, ନାଳ ପୁରିଥିବାରୁ ଅନେକ ସ୍ଥାନରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି…

ଭିନେଶ ଫୋଗାଟ୍‌ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭିନେଶ ଫୋଗାଟ୍‌ ଅସୁସ୍ଥ। ଡିସ୍‌କ୍ୱାଲିଫାଏଡ୍‌ ଘୋଷଣା ହେବା ପରେ ସେ ଚେତାଶୂନ୍ୟ ହୋଇପଡିଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍‌ ଯୋଗୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଥିବା ସୂତ୍ରରୁ ସୂଚନା ମିଳିଛି। ପ୍ୟାରିସର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଭିନେଶ ଫୋଗଟ । ଓଜନ…

ଲଗାଣ ବର୍ଷାରେ ବେହାଲ ଓଡିଶା, ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ

କଟକ: ରାଜ୍ୟର ଅନେକ ସ୍ଥାନରେ ଜାରି ରହିଛି ଲଗାଣ ବର୍ଷା । ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ । ଏହାରି ଭିତରେ ଗତ ୨୪ ଘଣ୍ଟାରେ କଟକ ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ବାଙ୍କୀରେ ସର୍ବାଧିକ ୩୧୭ ମିମି ବର୍ଷା…

୩ ହଜାର ନିଅ ବାଥରୁମରେ ଶୀଘ୍ର ଡୋର୍‌ ଲଗାଅ: ପରିବହନ ମନ୍ତ୍ରୀ

ବ୍ରହ୍ମପୁର: ସିଧା ମାଡି ଆସିଲେ କାର୍ଯ୍ୟାଳୟ ଭିତରକୁ । ତନ୍ନ ତନ୍ନ କରି ସବୁଆଡ ଯାଞ୍ଚ କଲେ । ପଚାରିଲେ ବିଭିନ୍ନ ପ୍ରଶ୍ନ । ଆମେ କହୁଛୁ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ କଥା । ବ୍ରହ୍ମପୁର ସ୍ଥିତ ଓଏସଆରଟିସି କାର୍ଯ୍ୟାଳୟକୁ…

ରାସ୍ତା ମଝିରେ ଯୁବକଙ୍କୁ ଗୁଳି କଲେ ୪ ଦୁର୍ବୃତ୍ତ

ବାଲେଶ୍ୱର: ବାଲେଶ୍ବର ରାସ୍ତାରେ ଫୁଟିଲା ଗୁଳି । ଜିମ୍‌ରୁ ଫେରିବା ବେଳେ ଜଣେ ଯୁବକଙ୍କୁ ୪ ଜଣ ଦୁର୍ବୃତ୍ତ ଗୁଳି ମାଡ କରିଥିବା ଅଭିଯୋଗ ହୋଇଛି । ଯୁବକଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ବର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ…

ଜମ୍ମୁ କଶ୍ମୀର ଡିଜିପି ହେବେ ଓଡ଼ିଆ ଆଇପିଏସ୍‌ ରଶ୍ମୀ ରଞ୍ଜନ ସ୍ୱାଇଁ

ଜମ୍ମୁକଶ୍ମୀର ପୁଲିସ ଡିଜି ହେବେ ଜଣେ ଓଡ଼ିଆ ଆଇପିଏସ୍‌ ଅଫିସର । ଓଡ଼ିଶାର ରଶ୍ମୀ ରଞ୍ଜନ ସ୍ୱାଇଁ ହେବେ ପରବର୍ତ୍ତୀ ଜମ୍ମୁ ଓ କଶ୍ମୀର ଡିଜିପି। ରଶ୍ମୀ ରଞ୍ଜନଙ୍କ ନିଯୁକ୍ତି ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। AGMUT କ୍ୟାଡରର ୧୯୯୧ ବ୍ୟାଚ୍‌ର ଓଡ଼ିଆ…