ଦିଲ୍ଲୀ ସରକାରଙ୍କୁ ଝଟ୍କା, LGଙ୍କୁ ମିଳିଲା ସୁପ୍ରିମ ପାଓ୍ୱାର୍
ସୁପ୍ରିମକୋର୍ଟରୁ ଦିଲ୍ଲୀ ସରକାରଙ୍କୁ ଲାଗିଲା ବଡ଼ ଝଟ୍କା। ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣରଙ୍କୁ ମିଳିଲା ସୁପ୍ରିମ ପ୍ରାଓ୍ୱାର। ଦିଲ୍ଲୀ MCDରେ ଆଲର୍ଡମ୍ୟାନଙ୍କ ନିଯୁକ୍ତି ମାମଲାରେ ଉପରାଜ୍ୟପାଳ ବିନୟ ସାକ୍ସେସନାଙ୍କୁ ଆଶ୍ୱସ୍ତି ମିଳିଥିବା ବେଳେ ଆମ୍ ଆଦମୀ ପାର୍ଟି ସରକାରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍କା…