ଇରାକରେ ଫସିଥିଲେ ଓଡ଼ିଆ ଯୁବକ; କେନ୍ଦ୍ରାପଡ଼ା ସାଂସଦଙ୍କ ହସ୍ତକ୍ଷେପ ପରେ ହେଲେ ଉଦ୍ଧାର
ଭୁବନେଶ୍ବର: ଇରାକରେ ଫସିଥିବା ଓଡ଼ିଆ ଯୁବକ ବିମଳ ରଣଜିତ ଆଜି ନିଜ ଘରକୁ ଫେରିଛନ୍ତି। ବିମଳଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ କରିଛନ୍ତି। ଶ୍ରୀ ପଣ୍ଡା ଭାରତୀୟ…