ଏସ୍‌ସିବିରେ କ୍ରେନ୍‌ ଭାଙ୍ଗି ୩ ଶ୍ରମିକ ଗୁରୁତର

କଟକ: ବଡ଼ମେଡିକାଲରେ ଶୁକ୍ରବାର ବଡ଼ ଦୁର୍ଘଟଣା ଘଟିଛି। ନିର୍ମାଣ କାର୍ଯ୍ୟ ଚାଲୁଥିବାବେଳେ ଏକ କ୍ରେନ୍‌ ଭାଙ୍ଗିପଡ଼ିଛି। ଫଳରେ ଘଟଣାସ୍ଥଳରେ ୩ ଜଣ ଶ୍ରମିକ ଆହତ ହୋଇଥିବା ସୂଚନା ମିଳିଛି। ଏସସିବି ସେକେଣ୍ଡ କ୍ୟାମ୍ପସରେ ନିର୍ମାଣ କାର୍ଯ୍ୟ ଚାଲୁଥିବାବେଳେ କେଉଁ କାରଣରୁ କ୍ରେନ୍‌ଟି…

‘ଆଳୁ’ ପ୍ରସଙ୍ଗରେ ମମତାଙ୍କ ସହ କଥା ହେବାକୁ ପଶ୍ଚିମବଙ୍ଗ ଗଲେ ଜଗନ୍ନାଥଙ୍କ ମୁଖ୍ୟ ବାଡଗ୍ରାହୀ

ଭୁବନେଶ୍ବର: ରାଜ୍ୟରେ ଏବେ ବି କମିନି ଆଳୁ ସଙ୍କଟ । କିଲୋଗ୍ରାମ ପିଛା ୬୦ ଟଙ୍କାରେ ବିକ୍ରି ହେଉଛି ଆଳୁ । ଓଡିଶାବାସୀଙ୍କ ମୁଖ୍ୟ ପରିବା ଆଳୁ ହୋଇଥିବାବେଳେ, ଏଭଳି ଚଢ଼ା ଦରକୁ ନେଇ ଖାଉଟିଙ୍କ ଭିତରେ ଅସନ୍ତୋଷ ବଢ଼ିବାରେ ଲାଗିଛି…

NEET-PG ପରୀକ୍ଷାକୁ ସ୍ଥଗିତ ରଖିବାକୁ ମନା କଲେ ସୁପ୍ରିମକୋର୍ଟ

ରବିବାର (ଅଗଷ୍ଟ ୧୧) ହେବାକୁ ଥିବା NEET-PG ପରୀକ୍ଷାକୁ ସ୍ଥଗିତ ରଖିବାକୁ ଆଜି ମନା କରି ଦେଇଛନ୍ତି ସୁପ୍ରିମକୋର୍ଟ। ଏ ନେଇ ହୋଇଥିବା ଆବେଦନକୁ ଖାରଜ କରି ସୁପ୍ରିମକୋର୍ଟ ଏହି ପରୀକ୍ଷାକୁ ଘୁଞ୍ଚାଇବାକୁ ନିର୍ଦ୍ଦେଶ ଦେବାକୁ ମନା କରି ଦେଇଛନ୍ତି। NEET-PG ପରୀକ୍ଷା ଜୁନ୍ ୨୩…

ନକଲି ଇଞ୍ଜିନ ଅଏଲ ପ୍ରସ୍ତୁତ କାରଖାନା ଠାବ, ୩ ଗିରଫ

ବ୍ରହ୍ମପୁର : ଅସଲି ଡବାରେ ନକଲି ତେଲ । ନାମୀ ବ୍ରାଣ୍ଡର ଲେବଲ ଲଗାଇ ନକଲି ଇଞ୍ଜିନ ଅଏଲ ବିକ୍ରି । ବ୍ରହ୍ମପୁରରେ ବେଆଇନ ଓ ନକଲି ଇଞ୍ଜିନ ଅଏଲ ପ୍ରସ୍ତୁତ କାରଖାନା ଠାବ ହୋଇଛି । ଘଟଣାରେ ୩ ଜଣଙ୍କୁ ଗିରଫ…

ବାଂଲାଦେଶରେ ଥିବା ଭାରତୀୟ ଓ ସଂଖ୍ୟାଲଘୁଙ୍କ ସୁରକ୍ଷା ନିଶ୍ଚିତ କରିବାକୁ ଭାରତ ଗଠନ କଲା କମିଟି

ସଂରକ୍ଷଣ ବ୍ୟବସ୍ଥାକୁ ନେଇ ଅଶାନ୍ତ ହୋଇପଡ଼ିଥିବା ବାଂଲାଦେଶରେ ସଂଖ୍ୟାଲଘୁମାନଙ୍କୁ ଆକ୍ରମଣ କରାଯାଉଥିବା କଥା ସାମ୍ନାକୁ ଆସିବା ପରେ ଭାରତ ସରକାର ଏକ କମିଟି ଗଠନ କରିଛନ୍ତି। ବାଂଲାଦେଶର ସ୍ଥିତି ଉପରେ ନଜର ରଖିବା ପାଇଁ ଏହି କମିଟି ଗଠନ କରାଯାଇଛି। ତା’ସହିତ ବାଂଲାଦେଶରେ…

ରାଜ୍ୟସଭାରେ ଜୟା କହିଲେ ମୁଁ ସେଲିବ୍ରିଟି

ରାଜ୍ୟସଭାରେ ସମାଜବାଦୀ ପାର୍ଟି ସାଂସଦ ଜୟା ବଚ୍ଚନଙ୍କ ଉପରେ ପ୍ରବଳ ବର୍ଷିଛନ୍ତି ଅଧ୍ୟକ୍ଷ ଜଗଦୀପ ଧନଖଡ। କିଛି ଦିନ ହେବ ନାମ ଉଚ୍ଚାରଣକୁ ନେଇ ଚାଲିଥିବା ଥଟ୍ଟା ମଜା ମଧ୍ୟରେ ଆଜି ଅଧ୍ୟକ୍ଷ କ୍ରୋଧିତ ହୋଇଥିବା ଦେଖିବାକୁ ମିଳିଛି। ପ୍ରକାଶ ଥାଉକି,…

୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ

ଜଗତସିଂହପୁର: ଏହି କିଛି ଦିନ ମଧ୍ୟରେ ରାଜ୍ୟରେ ବଡ ବଡ ପଦବୀରେ ଥିବା ଯନ୍ତ୍ରୀ ମାନେ ଲାଞ୍ଚ ନେଉଥିବା ବେଳେ ଧରାପଡୁଛନ୍ତି । ସେମାନଙ୍କ ନିକଟରୁ ପୁଳା ପୁଳା ଟଙ୍କା, ସୁନା ଗହଳା ସହ ବହୁ ସଂଖ୍ୟକ ପ୍ଲଟ ମାନ ଠାବ…

ମନୀଷ ସିସୋଦିଆଙ୍କ ଜାମିନକୁ ସତ୍ୟର ବିଜୟ କହିଲା ଆପ୍

ପାଖାପାଖି 18 ମାସ ପରେ ଦିଲ୍ଲୀ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆପର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ ଜାମିନ ମିଳିଛି। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସିବିଆଇ ଓ ଇଡି ତାଙ୍କୁ ଗିରଫ କରିଥିଲା। ଏହି…

୩୦ ଟଙ୍କାରେ ଆଳୁ ବିକିବେ ରାଜ୍ୟ ସରକାର

ଆଳୁ ସମସ୍ୟା ସମାଧାନ ପାଇଁ ବାଟ ଫିଟିଲା। ନାଫେଡ୍‌ ମାଧ୍ୟମରେ ରାଜ୍ୟ ସରକାର ଆଳୁ କିଣିବେ। ସେଥିପାଇଁ ଅର୍ଡର ଦିଆଯାଇଛି। ଦିନେ ବା ଦୁଇ ଦିନ ଭିତରେ ଓଡ଼ିଶାରେ ଆଳୁ ପହଞ୍ଚିବ। ରାଜ୍ୟ ସରକାର ଉଚ୍ଚା ଦରରେ ଆଳୁ କିଣିଲେ ସୁଦ୍ଧା…

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା କଲେ ଦୁବୃତ୍ତ

ପୁରୀ: ପୁରୀ ସହରରେ ଆଉ ଏକ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଟାଉନଥାନା ଅନ୍ତର୍ଗତ ହାଡଗୋଡିଆ ସାହି ରାଧାଗୋବିନ୍ଦ ଲେନ୍ ଠାରେ କିଛି ଦୁର୍ବୁତ୍ତଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣଙ୍କ ହେଲେ ହାଡଗୋଡିଆ ସାହି…