ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

କଟକ: ଆଜି ପ୍ରକାଶ ପାଇଲା ଦଶମ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ । ଚଳିତ ଥର ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ମୋଟ ୭୯୬ ଜଣ ପିଲା ପରୀକ୍ଷା ଦେଇଥିବାବେଳେ, ସେମାନଙ୍କ ମଧ୍ୟରୁ ୪୪୧ ଜଣ ପାସ୍‌ କରିଛନ୍ତି । ମୋଟ ପାସ୍…

ୱାକଫ ବିଲ ବିବାଦ: ଆପତ୍ତି ଉଠାଇଲା ବିଜେପିର ସହଯୋଗୀ ଜେଡିୟୁ

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜେଡିୟୁ ଆଜି କେନ୍ଦ୍ର ସରକାର ଆଣିଥିବା ୱାକଫ ସଂଶୋଧିତ ବିଲ ବିରୋଧରେ ମତ ରଖିଛି। ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାରରେ ଜେଡିୟୁ ସହଯୋଗୀ ଦଳ ଭାବେ କାର୍ଯ୍ୟ କରୁଛି। ତଥାପି କେନ୍ଦ୍ର ଆଣିଥିବା ବିଲ ବିରୋଧରେ…

ପୁରୀରେ ଜଳିଗଲା କବାଡିଆ ଦୋକାନ

ପୁରୀ: ପୁରୀ କୁମ୍ଭାରପଡା ଥାନା ଆଲାମଚଣ୍ଡୀ ମନ୍ଦିର ନିକଟରେ ଭୟାବହ ଅଗ୍ନିକାଣ୍ଡ ।  ଜଳିଗଲା କବାଡିଆ ଦୋକାନ ଦୀର୍ଘ ଏକ ଘଣ୍ଟା ଉଦ୍ୟମ ପରେ ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ । ଅଗ୍ନିକାଣ୍ଡ ଘଟିଥିବା ସ୍ଥାନରୁ ମାତ୍ର ୧୦୦ ମିଟର ଦୂରରେ…

ଚିକିଟି ମଦ ମୃତ୍ୟୁ ଘଟଣା: ଆଉ ଜଣେ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର:ଚିକିଟି ମଦ ମୃତ୍ୟୁ ଘଟଣାରେ ଆଉ ଜଣେ ଅଭିଯୁକ୍ତକୁ ଗିରଫ କଲା ପୋଲିସ l ମାଉନ୍ଦପୁରର ରାଜେନ୍ଦ୍ର ସାହୁକୁ ଗିରଫ କଲା କେ.ନୂଆଗାଁ ପୋଲିସ l ମୁଖ୍ୟ ଅଭିଯୁକ୍ତଠାରୁ ମଦ ଆଣି ବିକ୍ରି କରୁଥିଲା ରାଜେନ୍ଦ୍ର l ପୂର୍ବରୁ ମଦମୃତ୍ୟୁ ମାମଲାରେ…

‘ଏୟାର ଇଣ୍ଡିଆ’ ଉପରେ ୯୦ ଲକ୍ଷ ଟଙ୍କାର ଫାଇନ୍

ଏୟାର ଇଣ୍ଡିଆ ବିମାନ ଉପରେ ୯୦ ଲକ୍ଷ ଟଙ୍କାର ଜରିମାନା। ବିମାନ ଚଳାଚଳ ନିୟନ୍ତ୍ରକ DGCA ଏୟାର ଇଣ୍ଡିଆ ଉପରେ ଜରିମାନା ପକାଇଛି। ଯୋଗ୍ୟତା ହାସଲ କରିନଥିବା କ୍ୟୁ ସଦସ୍ୟଙ୍କୁ ନେଇ ବିମାନ ଉଡାଣ ଭରିବା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହା…

ଗୃହରେ ସୁଭଦ୍ରା ଯୋଜନା ଏସଓପି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର କୋଟି କୋଟି ମହିଳାଙ୍କ ପାଇଁ ବଡ ଖବର l ଆସିଲା ସୁଭଦ୍ରା ଯୋଜନା ଏସଓପି l ଗୃହରେ ସୁଭଦ୍ରା ଯୋଜନା ଏସଓପି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ଗତକାଲି କ୍ୟାବିନେଟ୍‌ରେ ଏସଓପି ପାରିତ ହୋଇଥିବା…

ମିସ ଓଡ଼ିଶାଙ୍କ କମାଲ: ମିସ ଇଣ୍ଡିଆ, ଫାଇନାଲ ରାଉଣ୍ଡରେ ପ୍ରବେଶ କଲେ ଅନନ୍ୟା ପଣ୍ଡା

ଭୁବନେଶ୍ୱର : ଓଡ଼ିଆ ଝିଅ ମିସ୍‌ ଇଣ୍ଡିଆ । ଅନନ୍ୟା ପଣ୍ଡା ହୋଇଛନ୍ତି ଫେମିନା ମିସ ଓଡ଼ିଶା । ମୁମ୍ବାଇ ଠାରେ ହୋଇଥିବା ପ୍ରତିଯୋଗିତାରେ ଅନ୍ୟାନ୍ୟ ବିଜୟିନୀ ହୋଇ ଫେମିନା ମିସ ଇଣ୍ଡିଆ ପ୍ରତିଯୋଗିତାର ଫାଇନାଲ ରାଉଣ୍ଡ ପାଇଁ ଯୋଗ୍ୟତା ହାସଲ କରିଛନ୍ତି…

ନିର୍ବାଚନ ଅନିୟମିତତା: ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ୍

ଭୁବନେଶ୍ୱର:ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ୍ l ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ନୋଟିସ୍ ଜାରି କଲେ ହାଇକୋର୍ଟ l ଧର୍ମେନ୍ଦ୍ରଙ୍କ ନାଁରେ ତ୍ରୁଟିପୂର୍ଣ୍ଣ ନାମାଙ୍କନ…

୧୪ ଦିନ ପାଇଁ ଜେଲ ହାଜତକୁ ଗଲା କୋଲକାତା ଦୁଷ୍କର୍ମ ଅଭିଯୁକ୍ତ ସଞ୍ଜୟ

କୋଲକାତା ଦୁଷ୍କର୍ମ ଓ ହତ୍ୟା ଘଟଣାର ଅଭିଯୁକ୍ତ ସଞ୍ଜୟ ରୟର ରିମାଣ୍ଡ ଅବଧି ଶେଷ ହେବା ପରେ ତା’କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। କୋଲକାତାର ଗୋଟିଏ କୋର୍ଟ ତା’କୁ ୧୪ ଦିନ ପାଇଁ ଆଜି ବିଚାର ବିଭାଗୀୟ ହାଜତକୁ ପଠାଇ…

୨୪ଶହ ଡେଇଁଲା ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଏବେ କାୟା ମେଲାଇଛି ଡେଙ୍ଗୁ । ଆଉ ବର୍ଷାଦିନ ହେଉଥିବାରୁ ସ୍ଥିତି ଅସମ୍ଭାଳ ହୋଇପଡିଛି । ସବୁଠୁ ଅଧିକ ଖୋର୍ଦ୍ଧା ଓ ସୁନ୍ଦରଗଡରେ ଡେଙ୍ଗୁ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଡେଙ୍ଗୁ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ…