ପୁଣି ଆରମ୍ଭ ହେବ ବ୍ୟାଘ୍ର ପ୍ରକଳ୍ପ, ୫ ବର୍ଷରେ ଆସିବେ ୧୪ଟି ବାଘ

ସାତକୋଶିଆ : ସାତକୋଶିଆକୁ ଆସିବେ ବାଘ । ପୁଣି ଆରମ୍ଭ ହେବ ଟ୍ରାନସ ଲୋକେସନ ପ୍ରକଳ୍ପ । ଏଥର ମହାରାଷ୍ଟ୍ର ତଡ଼ୋବା ଜଙ୍ଗଲରୁ ଆସିବ ବାଘ । ଟ୍ରାନସ ଲୋକେସନ ପାଇଁ  ମିଳିଛି  NTCAର ଗ୍ରୀନ ସିଗନାଲ ।  ୫ ବର୍ଷରେ ପର୍ଯ୍ୟାୟକ୍ରମେ…

ରାଜଧାନୀରୁ ନକଲି ଡାକ୍ତର ଗିରଫ

ଭୁବନେଶ୍ୱର: ପୁଣି ଜଣେ ନକଲି ଡାକ୍ତର ଗିରଫ । ରାଜଧାନୀ ଭୁବନେଶ୍ୱରରୁ ଆଜି ଜଣେ ନକଲି ଡାକ୍ତର ଗିରଫ ହୋଇଛନ୍ତି । ତାଙ୍କ ନାମ କୁମାର କାଣ୍ଡି । ତାଙ୍କ ନିକଟରୁ ବହୁ ପରିମାଣର ନକଲି ଔଷଧ ଜବତ ହୋଇଛି ।…

UPSCକୁ ଚ୍ୟାଲେଞ୍ଜ କଲେ ପୂଜା ଖେଡକର

ପୂର୍ବତନ ଆଇଏଏସ ଟ୍ରେନି ଅଫିସର ପୂଜା ଖେଡକର ଆଜି ବଡ଼ ଦାବି କରିଛନ୍ତି। ନିଜ କ୍ଷମତାର ଅପବ୍ୟବହାର କରି ଆଇଏଏସ ପଦ ହରାଇଥିବା ପୂଜା ତାଙ୍କ ବିରୋଧରେ ଆସିଥିବା ସମସ୍ତ ଠକେଇ ଅଭିଯୋଗକୁ ଫାଙ୍କି ଦେଇଛନ୍ତି। ଏଥିସହ ତାଙ୍କୁ ଅଯୋଗ୍ୟ ବିବେଚନା…

ଦୁର୍ନୀତିଗ୍ରସ୍ତଙ୍କ ପ୍ରତି ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ଜଷ୍ଟିସ ପଶାୟତ

ଭୁବନେଶ୍ୱର: କଳାଧନ ଏସ୍‌ଆଇଟି ବୈଠକ ପରେ ଜଷ୍ଟିସ ଅରିଜିତ ପଶାୟତଙ୍କ ମନ୍ତବ୍ୟ । ଦୁର୍ନୀତି କମାଇବା ଉଦ୍ଦେଶ୍ୟ, ଦୁର୍ନୀତି କମିଲେ ସମସ୍ତଙ୍କ ଉନ୍ନତି ହେବ ବୋଲି କହିଛନ୍ତି ଜଷ୍ଟିସ ଅରିଜିତ ପଶାୟତ । ଜଷ୍ଟିସ ଅରିଜିତ ପଶାୟତ ଆହୁରି ମଧ୍ୟ କହିଛନ୍ତି…

ଡିଏମକେ ସାଂସଦଙ୍କ ଉପରେ ୯୦୮ କୋଟି ଟଙ୍କାର ଇଡି ଫାଇନ୍‌

ତାମିଳନାଡୁର କ୍ଷମତାସୀନ ଡିଏମକେ ସାଂସଦ ଏସ୍‌ ଜଗତରକ୍ଷକନ୍‌ଙ୍କ ଅଡ଼ୁଆ ବଢ଼ିଛି। ତାଙ୍କ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି ଲଗାଇଛି ୯୦୮ କୋଟି ଟଙ୍କାର ଜୋରିମାନା। ଏନେଇ ତାଙ୍କ ପାଖକୁ ଇଡି ନୋଟିସ ପଠାଇଛି। ଜଗତରକ୍ଷକନ ଓ ତାଙ୍କ ପରିବାର ବିରୋଧରେ…

ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ…

ବଦଳିଲେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ

ପୁରୀ: ବଦଳିଲେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ l ଓଏଏସ ଅଧିକାରୀ ଦେବବ୍ରତ ସାହୁଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ପ୍ରଶାସକ (ଉନ୍ନୟନ) ଭାବେ ନିଯୁକ୍ତି ମିଳିଛି । ସେହିପରି ଖୋର୍ଦ୍ଧା ଉପଜିଲ୍ଲାପାଳ ଦୀପ୍ତିରଂଜନ ସେଠୀଙ୍କୁ ଶ୍ରୀମନ୍ଦିର ପ୍ରଶାସନର ଉପ ପ୍ରଶାସକ (ରାଜସ୍ବ) ଭାବେ…

୧୦ ରାଜ୍ୟରେ ପ୍ରତିଷ୍ଠା ହେବ ୧୨ ଶିଳ୍ପ ସ୍ମାର୍ଟ ସହର

ଘରୋଇ ଉତ୍ପାଦନକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ନିଆଯାଇଛି ବଡ଼ ନିଷ୍ପତ୍ତି। କେନ୍ଦ୍ର ସରକାର ଦେଶର ୧୦ ରାଜ୍ୟରେ ପ୍ରତିଷ୍ଠା କରିବେ ୧୨ଟି ଶିଳ୍ପ ସ୍ମାର୍ଟ ସହର। ଏଥିପାଇଁ ଜାତୀୟ ଶିଳ୍ପ କରିଡର ବିକାଶ କାର୍ଯ୍ୟକ୍ରମ(ଏନଆଇସିଡିପି) ଜରିଆରେ ୨୮,୫୦୦…

ରାଜ୍ୟରେ ବନ୍ଦ ପଡିଛି ୧୫ ହଜାର ୩୧୫ ପଞ୍ଜୀକୃତ ଶିଳ୍ପ

ଭୁବନେଶ୍ୱର: ରାଜ୍ୟରେ ବନ୍ଦ ପଡିଛି ୧୫ ହଜାର ୩୧୫ ପଞ୍ଜୀକୃତ ଶିଳ୍ପ l ଏନେଇ ଗୃହରେ ସୂଚନା ଦେଇଛନ୍ତି ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ l ମନ୍ତ୍ରୀଙ୍କ କହିବାନୁସାରେ, କଟକରେ ସର୍ବାଧିକ ୨୪୦୨ ଓ ସୁନ୍ଦରଗଡ଼ରେ ୨୦୨୦ ଶିଳ୍ପ ବନ୍ଦ ପଡିଛି…

ବିଧାନସଭାରେ ମୋବାଇଲ୍ ଓ ପାଣି ବୋତଲ ନେବା ମନା, ନିର୍ଦ୍ଦେଶ ଦେଲେ ବାଚସ୍ପତି

ଭୁବନେଶ୍ୱର : ବିଧାନସଭାରେ ମୋବାଇଲ ଓ ପାଣି ବୋତଲ ବ୍ୟବହାରକୁ ବାରଣ । କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ । ଏପରି କହିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ଗୃହରେ…