ସରକାର ଗଠନ ପାଇଁ ଦିନେ ବିଜେପି ନେତା ଘର ବାହାରେ ଅପେକ୍ଷା କରୁଥିଲେ: ମୁଫତି

ଶ୍ରୀନଗର: ଜମ୍ମୁକାଶ୍ମୀରରେ ଏବେ ନିର୍ବାଚନୀ ମାହୋଲ ସରଗରମ ରହିଛି | ଦଳମାନେ ପରସ୍ପର ବିରୋଧରେ ଆରୋପ ପ୍ରତ୍ୟାରୋପ ଜାରି ରଖିଛନ୍ତି | ବିଜେପିକୁ ଟାର୍ଗେଟ କରି ପିଡିପି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି କହିଛନ୍ତି ଯେ ଆଜି ପ୍ରଧାନମନ୍ତ୍ରୀ…

ଆସନ୍ତାକାଲି ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର: କାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା l ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ l ଦିନିକିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରସ୍ଥିତ ବିଜେପି ପାର୍ଟି ଅଫିସ୍‌ରେ ପହଞ୍ଚିବେ ଜେପି ନଡ୍ଡା…

ଓଡ଼ିଶାରେ ଲୁଚିଛି ବେଙ୍ଗାଲୁରୁରେ ମହିଳାଙ୍କୁ ୩୦ ଖଣ୍ଡ କରିଥିବା ଯୁବକ!

ଓଡ଼ିଶାରେ ଲୁଚିଛି ବେଙ୍ଗାଲୁରୁରେ ଜଣେ ମହିଳାଙ୍କୁ ଭୟଙ୍କର ଢଙ୍ଗରେ ହତ୍ୟା କରିଥିବା ସନ୍ଦିଗ୍ଧ ଯୁବକ। ବେଙ୍ଗାଲୁରୁ ପୁଲିସ୍‌ ଘଟଣାର ତନାଘନା କରୁଥିବାରୁ ଅଭିଯୁକ୍ତ ଜଣଙ୍କ ସେଠାରୁ ଓଡ଼ିଶା ଚାଲି ଆସିଛି। ଏକଥା ଜଣାପଡ଼ିବା ପରେ ଘଟଣାର ତଦନ୍ତ କରୁଥିବା କର୍ଣ୍ଣାଟକା ପୁଲିସ୍‌ର ସ୍ୱତନ୍ତ୍ର…

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି  । ୨୭ ଯାଏ ପ୍ରବଳ ବର୍ଷିବ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ…

ସପ୍ତାହେ ଭିତରେ ୧ କୋଟି ଛୁଇଁବ ସୁଭଦ୍ରା ଆବେଦନକାରୀଙ୍କ ସଂଖ୍ୟା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ଯୋଜନା ଆରମ୍ଭରୁ ଏପର୍ଯ୍ୟନ୍ତ ଆବେଦନ କରିସାରିଲେଣି ୯୨ ଲକ୍ଷ ଆବେଦନକାରୀ l ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ତେବେ ଆସନ୍ତା ଆଉ ଏକ ସପ୍ତାହ ମଧ୍ୟରେ ସୁଭଦ୍ରା ଯୋଜନା ଆବେଦନକାରୀଙ୍କ ସଂଖ୍ୟା ୧ କୋଟି…

ହିଂସକ ହେଉଛି ନିର୍ବାଚନ, କମଲା ହାରିସଙ୍କ ଅଫିସ୍‌ ଉପରକୁ ଗୁଳିମାଡ଼

ଆସନ୍ତା ନଭେମ୍ବର ମାସରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବ। ତେବେ ଭୋଟ୍‌ ପୂର୍ବରୁ ଆମେରିକାରୁ ଲଗାତର ହିଂସା ଖବର ସାମ୍ନାକୁ ଆସୁଛି। ପ୍ରଥମେ ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ୍ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ହତ୍ୟା କରିବା ପାଇଁ ଉଦ୍ୟମ କରାଯାଇଥିଲା।…

ବଣାଇରେ ତୀର ଆତଙ୍କ, ତୀର ମାଡ଼ରେ ବଣାଇ ଥାନା ଆଇଆଇସି ଆହତ

ବଣାଇ : ପଣବନ୍ଦୀରେ ସ୍କୁଲ । ୪ ଦିନ ହେଲା ଧନୁତୀର ଧରି ଉତ୍ପାତ କରୁଛି ଧନୀ ମୁଣ୍ଡା । ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ଅନ୍ତର୍ଗତ ବଡ଼ଜଲ ୟୁପି ସ୍କୁଲକୁ ନିଜ କବଜାରେ ରଖିଛି । ଧନୁ ତୀର ଓ ବାଟୁଳି…

ପାରାଦୀପରେ ଆରମ୍ଭ ହେଲା ୨ ଦିନିଆ ଉପକୂଳ ସମରାଭ୍ୟାସ

ପାରାଦୀପ: ପାରାଦୀପରେ ଆଜିଠୁ ଆରମ୍ଭ ହୋଇଛି ମିଳିତ ସମରାଭ୍ୟାସ ସାଗର କବଚ-୨ । ଏହା ଦୁଇ ଦିନ ଧରି ଚାଲିବ । ଏଥିରେ ମେରାଇନ ପୋଲିସ, କୋଷ୍ଟ ଗାର୍ଡ, ନୌସେନା, ବନବିଭାଗ, ମତ୍ସ୍ୟ ବିଭାଗ, ଗୁଇନ୍ଦା ସଂସ୍ଥା ଭଳି ଏକାଧିକ ବିଭାଗ…

ଚାପ ବଢ଼ିବାରୁ ୟୁ-ଟର୍ଣ୍ଣ ମାରିଲେ କଙ୍ଗନା

ନିଜ ବୟାନକୁ ନେଇ ପୁଣି ବିବାଦରେ ବଲିଉଡର ପଙ୍ଗା କୁଇନ୍‌ ତଥା ବିଜେପି ସାଂସଦ କଙ୍ଗନା ରଣାଓ୍ୱତ। କୃଷି ଆଇନ୍‌କୁ ନେଇ ସେ ବିବାଦୀୟ ବୟାନ ଦେଇଥିଲେ। ତେବେ ଏହାକୁ ନେଇ ଚାପ ବଢ଼ିବାରୁ ସେ ଏବେ ମାରିଛନ୍ତି ୟୁ-ଟର୍ଣ୍ଣ। ଭିଡିଓ…

ଭୁବନେଶ୍ବର ଭରତପୁର ଥାନା ମାମଲା: ସରିଲା ପୀଡ଼ିତାଙ୍କ କ୍ରାଇମ ସିନ୍ ରିକ୍ରିଏସନ

ଭୁବନେଶ୍ବର : ଭରତପୁର ଥାନା ମାମଲାରେ ଉଭୟ ଭରତପୁର ଥାନା ଓ ପଥରଗାଡ଼ିଆର ସୁନ୍ଦରପୁରରେ ସରିଲା ପୀଡ଼ିତାଙ୍କ କ୍ରାଇମ ସିନ୍ ରିକ୍ରିଏସନ । ଭରତପୁର ଥାନରେ ୧ ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିଲା ସିନ୍ ରିକ୍ରିଏସନ । ଭରତପୁର ଥାନାରେ ଖୋଳତାଡ଼…