ରାଉରକେଲାରେ ଲଜ୍ଜା! ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ

ରାଉରକେଲା: ପୁଣି ରାଉରକେଲାରେ ଲଜ୍ଜା। ୪ ଦିନ ତଳେ ୨ ନାବାଳିକା ଭଉଣୀଙ୍କୁ ଗଣ ଦୁଷ୍କର୍ମ କରିବା ଭଳି ଘଟଣା ଘଟିବା ପରେ ଆଜି ପୁଣି ସମାନ ଏକ ମାମଲା ସମ୍ନାକୁ ଆସିଛି। ଏଠାରେ ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା…

ସର୍ବକାଳୀନ ରେକର୍ଡ ଭାଙ୍ଗିଲା ସୁନା ଦର, ୭୭ ହଜାରରେ ପହଞ୍ଚିଲା

ବିବାହ ଋତୁ ଆରମ୍ଭ ପୂର୍ବରୁ ଗ୍ରାହକଙ୍କୁ ଝଟ୍‌କା। ସର୍ବକାଳୀନ ରେକର୍ଡ ଭାଙ୍ଗିଲା ସୁନା ଦର। ଭାରତରେ ପ୍ରଥମ ଥର ପାଇଁ ୧୦ ଗ୍ରାମ ପିଛା ସୁନା ମୂଲ୍ୟ ୭୬,୦୦୦ ଟଙ୍କା ଅତିକ୍ରମ କରିଛି। ରିପୋର୍ଟ ମୁତାବକ, ୨୪ କ୍ୟାରେଟ୍‌ ୧୦ ଗ୍ରାମ…

ବହୁ ଚର୍ଚ୍ଚିତ ରୁକସାନା ମୃତ୍ୟୁ ଘଟଣା, ସିବିଆଇ ତଦନ୍ତ ଦାବି

କଳାହାଣ୍ଡି: ବହୁ ଚର୍ଚ୍ଚିତ ରୁକସାନା ମୃତ୍ୟୁ ଘଟଣାରେ ପୋଲିସ ତଦନ୍ତ ଆରମ୍ଭ । ଆଜି କବର ଖୋଳି ମୃତଦେହ ବାହାର କରି ତଦନ୍ତ ଆରମ୍ଭ କରିବାକୁ ପହଁଚିଥିଲା ଟାଉନ ଥାନା ଓ ସଦର ଥାନା ପୋଲିସ । ହେଲେ ଏହାକୁ ବିରୋଧ କରିଥିଲେ…

ଜିଦ୍‌ରେ ଅଟଳ ନର୍ସିଂ ଅଫିସର, ବିଭିନ୍ନ ଦାବିରେ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭୁବନେଶ୍ୱର: ଆଜିଠୁ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛି ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ନର୍ସିଂ କର୍ମଚାରୀ ସଂଘ ସ୍ଥଗିତ ରଖିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନକୁ ପୁଣି ଓହ୍ଲାଇବ। ୧୦ ଦଫା ଦାବିରେ ଧର୍ମଘଟ କରିବ ସଂଘ। ରାଜ୍ୟ ସରକାରଙ୍କ ସହ ଆଲୋଚନା…

ଏଥର ଦୁର୍ଗାପୂଜା ହେବ ଡିଜେ, ଆଲକହଲ ଓ ପ୍ଲାଷ୍ଟିକ ମୁକ୍ତ

ଭୁବନେଶ୍ୱର: ଚଳିତ ଥର ଦୁର୍ଗାପୂଜାରେ ବିସର୍ଜନ ସମୟରେ କୌଣସି ଡିଜେ ସଙ୍ଗୀତ ବଜାଯିବ ନାହିଁ ବୋଲି ଟ୍ୱିନ୍ ସିଟି ପୋଲିସ କମିଶନର ସଞ୍ଜୀବ ପଣ୍ଡା ମଙ୍ଗଳବାର ସୂଚନା ଦେଇଛନ୍ତି। ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ “କୌଣସି ଡିଜେ ମ୍ୟୁଜିକ୍…

ଓଡ଼ିଶାରେ ଇଭି ପ୍ରକଳ୍ପରୁ ଓହରିବନି ଜେଏସଡବ୍ଲ୍ୟୁ

ଓଡ଼ିଶାରେ ପ୍ରସ୍ତାବିତ ୪୦ ହଜାର କୋଟି ଟଙ୍କାର ବିଦ୍ୟୁତଚାଳିତ ଯାନ(ଇଭି) ନିର୍ମାଣ ପ୍ରକଳ୍ପ ଓ ବ୍ୟାଟେରିଂ ମାନ୍ୟୁଫାକଚରିଂ ପ୍ରକଳ୍ପରୁ ଓହରିବ ନାହିଁ ବୋଲି ଜେଏସଡବ୍ଲ୍ୟୁ ସ୍ପଷ୍ଟ କରିଛି । ସେପଟେ ଜେଏସଡବ୍ଲ୍ୟୁର ଇଭି ପ୍ରକଳ୍ପ ମହାରାଷ୍ଟ୍ରକୁ ସ୍ଥାନାନ୍ତରକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚା…

୫ କ୍ବିଣ୍ଟାଲରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ, ୨ ଗିରଫ

ଗୁଣୁପୁର: ରାୟଗଡା ଜିଲ୍ଲା ଗୁଣୁପୁରର ଗାନ୍ଧୀ ଯାନ୍ତ୍ରିକ ବିଶ୍ୱ ବିଦ୍ୟାଳୟ ନିକଟ ଖର୍ଲିଂଗ ଠାରେ ୫ କ୍ବିଣ୍ଟାଲରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ ହୋଇଛି । ଏକ ବୋଲେରୋ ଗୁଣୁପୁରରୁ ଆନ୍ଧ୍ର ଦେଇଯାଉଥିବା ସମୟରେ ପୋଲିସ ସନ୍ଦେହରେ ଅଟକ ରଖି ଗାଡିରୁ ୧୫ଟି…

ଗତବର୍ଷ ୧୬ ହଜାରରୁ ଅଧିକ ଜୀବନ୍ତ ବ୍ୟକ୍ତି ଦାନ କରିଛନ୍ତି ଅଙ୍ଗ

2023ରେ ଭାରତରେ 16 ହଜାର 542 ଜୀବନ୍ତ ବ୍ୟକ୍ତି ଅଙ୍ଗ ଦାନ କରିଛନ୍ତି। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ରିପୋର୍ଟରୁ ଏହା ଜଣାପଡିଛି। ରିପୋର୍ଟ ଅନୁସାରେ, ଅଙ୍ଗଦାତାଙ୍କ ମଧ୍ୟରେ ସର୍ବାଧିକ ମହିଳା ଅଙ୍ଗଦାତା ଅଛନ୍ତି। ଜୀବନ୍ତ ଅଙ୍ଗଦାତାର ଅର୍ଥ…

ଆଜିଠୁ ଶ୍ରୀମନ୍ଦିରରେ ସହସ୍ରାକୁମ୍ଭାଭିଷେକ ଓ ଷୋଡଶ ଦିନାତ୍ମକ ପୂଜା ଆରମ୍ଭ

ପୁରୀ: ଶାରଦୀୟ ପାର୍ବଣରେ ଶ୍ରୀମନ୍ଦିରରେ ବିମଳା ମନ୍ଦିରରେ ଆରମ୍ଭ ହୋଇଛି ସହସ୍ରାକୁମ୍ଭାଭିଷେକ ଓ ଷୋଡଶ ଦିନାତ୍ମକ ପୂଜା । ମୂଳାଷ୍ଟମୀ ଠାରୁ ଏହି ପୂଜା ଆରମ୍ଭ ହୋଇଥିବା ବେଳେ ଆଶ୍ଵିନ ଶୁକ୍ଳ ନବମୀ ପର୍ଯ୍ୟନ୍ତ ଚାଲୁ ରହିବ । ତେବେ ଚଳିତ…

ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲା ବୋର୍ଡ

ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲା ମାଧ୍ୟମିକ ଶିକ୍ଷା ପରିଷଦ (BSE)। ଷାଣ୍ମାସିକ ପରୀକ୍ଷା କରିବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଲା ବୋର୍ଡ। ତେବେ ଗତ ବର୍ଷ ଭଳି ଏଥର ପ୍ରଶ୍ନପତ୍ର ବୋର୍ଡ ଯୋଗାଇବ ନାହିଁ।…