ନୂତନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ସୁରେଶ ଦେବଦତ୍ତ ସିଂହ

ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ୍‌ ସିଟି କମିଶନର । ନୂତନ କମିଶନର ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ଦେବଦତ୍ତ ସିଂହ । ପୂର୍ବତନ କମିଶନର ସଂଜୀବ ପଣ୍ଡାଙ୍କ ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ୧୯୯୮ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌…

ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ, ୧୭ ଆକ୍ରାନ୍ତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ମେଘଲା ଗାଁରେ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସେହିପରି ଗାଁରେ ଆହୁରି ୧୭ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ମୃତକ ଦ୍ୱୟ ହେଉଛନ୍ତି, ଉପି ମଲ୍ଲିକ (୬୬) ଓ ଖଇରୁ…

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ଲାଗିଲା ନିଆଁ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳାୟରେ ଲାଗିଲା ନିଆଁ । ହୁତୁହୁତୁ ହୋଇ ଜଲିଲା ଇନଭର୍ଟର । ତେବେ ଏଥିରେ କେହି ଆହତ ହୋଇନଥିବା ସୂଚନା ମିଳିଛି । ତେବେ ମିଳିଥିବା ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ଇନଭର୍ଟର ଫାଟି ଅଗ୍ନିକାଣ୍ଡ…

ରାଜନୀତିଠୁ ଭଗବାନଙ୍କୁ ଦୂରେଇ ରଖ; ଲଡୁ ବିବାଦକୁ ନେଇ ଏପରି କହିଲେ ସୁପ୍ରିମକୋର୍ଟ

ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିର ଲଡ଼ୁ ବିବାଦକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ଆଜି ସୁପ୍ରିମକୋର୍ଟରେ ଏ ଉପରେ ଶୁଣାଣି ହୋଇଛି। ଶୁଣାଣି ସମୟରେ ସର୍ବୋଚ୍ଚ ଅଦାଲତ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛନ୍ତି। ତଦନ୍ତ ହେବା ପୂର୍ବରୁ ମୁଖ୍ୟମନ୍ତ୍ରୀ…

ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ପୁଲିସ ଅଧିକାରୀ

କଟକ: ଭରତପୁର ଥାନା ବିବାଦ ଘଟଣାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ପୁଲିସ କର୍ମଚାରୀ | ଇନ୍ସପେକ୍ଟର ଦୀନକୃଷ୍ଣ ମିଶ୍ରଙ୍କ ସମେତ ଅନ୍ୟ ୪ ପୁଲିସ କର୍ମଚାରୀ ବି ଆଗୁଆ ଜାମିନ ଆବେଦନ କରିଛନ୍ତି | ଉଲ୍ଲେଖ…

‘ନବୀନଙ୍କ ସମୟରେ ହିଁ ବଦଳିଛି ନଗଡା ଚିତ୍ର’

ଭୁବନେଶ୍ବର: ରବିବାର ଯାଜପୁର ବଡଚଣାରେ ଆୟୋଜିତ ବିଜେପି ସଦସ୍ୟତା ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ଓ ସୁପ୍ରିମୋଙ୍କୁ ଜୋରଦାର ଟାର୍ଗେଟ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯାହାକୁ ନେଇ ଆଜି ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ବିଜେଡି ନେତା ତଥା…

ଆପଣ ୨୦୪୭ ଯାଏ ବଞ୍ଚନ୍ତୁ, ଖଡ଼ଗେଙ୍କୁ ଟାର୍ଗେଟ୍‌ କଲେ ଶାହ

'ଖଡ଼ଗେ ଦୀର୍ଘାୟୁ ହୁଅନ୍ତୁ। ସୁସ୍ଥ ରୁହନ୍ତୁ। ୨୦୪୭ ଯାଏ ବିକଶିତ ଭାରତର ନିର୍ମାଣ ହେବା ଯାଏ ସେ ଜୀବିତ ରୁହନ୍ତି।' ଆଜି ଏଭଳି କିଛି କହି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଜମ୍ମୁ-କଶ୍ମୀରର ଜସ୍ରୋତାଠାରେ…

୪ ରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆକଳନ

ଭୁବନେଶ୍ୱର: ଅକ୍ଟୋବର ୬ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଫଳରେ ୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୪ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ। ହେଲେ ରାଜ୍ୟର କେଉଁ ଜିଲ୍ଲାରେ…

ଭରତପୁର ଘଟଣାରେ ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ

ଭୁବନେଶ୍ବର: ଆରମ୍ଭ ହେଲା ରାଜଧାନୀର ବହୁ ଚର୍ଚ୍ଚିତ ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ । ଜଷ୍ଟିସ୍ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବର ସର୍କିଟ ହାଉସରେ ଏନେଇ ଆରମ୍ଭ ହୋଇଛି ବିଚାର ବିମର୍ଷର ପ୍ରଥମ ବୈଠକ । ଏଥିସହିତ ଏହି…

‘ଏହା କଫି ସପ୍‌ ନୁହଁ, କୋର୍ଟ’: ଓକିଲଙ୍କ ଉପରେ ବର୍ଷିଲେ CJI

'ଏହା କୌଣସି କଫି ସପ୍‌ ନୁହେଁ। ଏହା ହେଉଛି କୋର୍ଟ।' ଏକ ମାମଲାର ଶୁଣାଣି ସମୟରେ ଏଭଳି କିଛି କହି ଓକିଲଙ୍କ ଉପରେ ବର୍ଷିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ୱାଇ ଚନ୍ଦ୍ରଚୂଡ। ଆଜି ସୁପ୍ରିମକୋର୍ଟର ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି ଚାଲିଥିଲା।…