ଶିଖ ବୟାନ ବିବାଦ: ପ୍ରଥମଥର ପାଇଁ ମୁହଁ ଖୋଲିଲେ ରାହୁଲ ଗାନ୍ଧି
ନୂଆଦିଲ୍ଲୀ : ଶିଖ ସଂପ୍ରଦାୟକୁ ନେଇ କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଦେଇଥିବା ବୟାନକୁ ବିଜେପି ତୀବ୍ର ସମାଲୋଚନା କରି ଚାଲିଛି। ଏହାକୁ ନେଇ ରାଜନୀତିକ ବିବାଦ ମଧ୍ୟ ଦେଖାଯାଇଛି। ଦିନକୁ ଦିନ ବିବାଦ ତେଜୁ…
ନୂଆଦିଲ୍ଲୀ : ଶିଖ ସଂପ୍ରଦାୟକୁ ନେଇ କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଦେଇଥିବା ବୟାନକୁ ବିଜେପି ତୀବ୍ର ସମାଲୋଚନା କରି ଚାଲିଛି। ଏହାକୁ ନେଇ ରାଜନୀତିକ ବିବାଦ ମଧ୍ୟ ଦେଖାଯାଇଛି। ଦିନକୁ ଦିନ ବିବାଦ ତେଜୁ…
ନୂଆଦିଲ୍ଲୀ : ଜମ୍ମୁ-କଶ୍ମୀରରେ ମେଣ୍ଟ କରିଥିବା କଂଗ୍ରେସ ଓ ନ୍ୟାଶନାଲ କନଫରେନ୍ସର ଏଜେଣ୍ଡା ପାକିସ୍ତାନ ସହ ମେଳ ଖାଉଥିବା ଅଭିଯୋଗ କରି ଦୁଇ ଦଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତୀବ୍ର ସମାଲୋଚନା କରିବାରେ ଲାଗିଛନ୍ତି।…
ନୂଆଦିଲ୍ଲୀ : ଆତିଶୀ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ। ଆଜି ସେ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହ କ୍ୟାବିନେଟର ଅନ୍ୟ ପାଞ୍ଚ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ଉପରାଜ୍ୟପାଳ ବିନୟ କୁମାର ସକ୍ସେନା ମୁଖ୍ୟମନ୍ତ୍ରୀଙ୍କ ସମେତ…
ଭୁବନେଶ୍ୱର: କେନ୍ଦୁଝର ଗସ୍ତର ଦ୍ବିତୀୟ ଦିନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ମେଗା ସ୍ବାସ୍ଥ୍ୟ ମେଳାର ଉଦ୍ଘାଟନ କରିଛନ୍ତି। କେନ୍ଦୁଝର ଜିଲ୍ଲା ପ୍ରଶାସନ ଉଦ୍ୟମରେ କେନ୍ଦୁଝରଠାରେ ଜିଲା ସଦର ମହକୁମା ଡାକ୍ତରଖାନା, ଧରଣୀଧର ନାୟକ…
ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ବାନ୍ଧବୀଙ୍କୁ ମାଡ଼ ମାରିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଘଟଣାକୁ ନେଇ ସରକାର ସଚେତନ ଅଛନ୍ତି, ଖୁବ ଶୀଘ୍ର ଦୃଢ଼…
କେନ୍ଦ୍ରରେ କ୍ଷମତାସୀନ ମୋଦି ସରକାରଙ୍କୁ ଲାଗିଛି ବଡ଼ ଝଟକା। ସୂଚନା ପ୍ରଯୁକ୍ତି ଆଇନ ବା ଆଇଟି ଆକ୍ଟରେ ୨୦୨୩ରେ କେନ୍ଦ୍ର ସରକାର କରିଥିବା ସଂଶୋଧନକୁ ଆଜି ବମ୍ବେ ହାଇକୋର୍ଟ ଅଗ୍ରାହ୍ୟ କରି ଦେଇଛନ୍ତି। ଆଇଟି ଆକ୍ଟରେ ସଂଶୋଧନ କରି କେନ୍ଦ୍ର ସରକାର ନିଜ…
ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ବାନ୍ଧବୀଙ୍କୁ ମହଶ ମାରିବା ଘଟଣା ଏବେ ତେଜିବାରେ ଲାଗିଛି । ପୋଲିସର କାର୍ଯ୍ୟ ନେଇ ଏବେ ଉଠିଛି ବଡ ପ୍ରଶ୍ନ । ସୁରକ୍ଷା ଦେଉଥିବା ଲୋକ ଯଦି ଏପରି କରିବ…
ବାଲେଶ୍ୱର ରୁରାଲ୍ ୱାର୍କସ ସର୍କଲ ଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ସଂପତ୍ତି ଠାବ କରାଯାଇଛି। ତା’ ମଧ୍ୟରେ ରହିଛି ୨ଟି କୋଠା, ଗୋଟିଏ ଫ୍ଲାଟ ଓ ୪ଟି ପ୍ଳଟ୍। ସେହିପରି ତାଙ୍କର ଦୁଇଟି ବେନାମୀ ଫ୍ଲାଟ…
କଲେଜିୟମ ଗୋଟିଏ ସର୍ଚ୍ଚ କମିଟି ନୁହେଁ। ଏମିତି କିଛି କହି ଆଜି ବିଚାରପତି ଚୟନ ପ୍ରସଙ୍ଗରେ କେନ୍ଦ୍ର ଉପରେ ଅସନ୍ତୋଷ ଝାଡ଼ିଛନ୍ତି ସୁପ୍ରିମକୋର୍ଟ। ଏଥିସହ କଲେଜିୟମ ବିଭିନ୍ନ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦେବାକୁ ସରକାରଙ୍କ ପାଖକୁ ପୁନଃ ପଠାଇଥିବା ନାଁ…
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆତଙ୍କ । ହଇଜାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ୩୦ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ସମସ୍ତଙ୍କୁ ବାରିପଦା ପିଆରଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି ।…