ସଂପୃକ୍ତ ଆଇଆଇସିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେଉ: ବିଜୟ ପଟ୍ଟନାୟକ

ଭୁବନେଶ୍ବର: ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି,…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ଲଗାଣ ବର୍ଷା ଯୋଗୁ ଏବେ ପଶ୍ଚିମବଙ୍ଗର କିଛି ଅଞ୍ଚଳରେ ଭୟଙ୍କର ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଲକ୍ଷଲକ୍ଷ ଲୋକ ଏଥିଯୋଗୁ ହନ୍ତସନ୍ତ ହେଉଛନ୍ତି। ଏସବୁ ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ ବନ୍ୟା ପାଇଁ କେନ୍ଦ୍ର…

ତିରୁପତି ମନ୍ଦିର ଲଡ଼ୁରେ ମାଛ ତେଲ ଓ ଗୋ-ଚର୍ବି; ରିପୋର୍ଟ ମାଗିଲା କେନ୍ଦ୍ର

ତିରୁପତି ମନ୍ଦିର ଲଡ଼ୁରେ ପଶୁ ଚର୍ବି ଏବଂ ମାଛ ତେଲ ମିଶ୍ରଣ ଘଟଣାର ରିପୋର୍ଟ ମାଗିଛି କେନ୍ଦ୍ର। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ସମ୍ପୂର୍ଣ୍ଣ ରିପୋର୍ଟ ଦେବାକୁ କହିଛନ୍ତି। ସେପଟେ ଖାଦ୍ୟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ପୁଙ୍ଖାନୁପୁଙ୍ଖ…

ସେନା ଅଧିକାରୀଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା: ଥାନାରେ ମହିଳା କମିଶନଙ୍କ ପଚରାଉଚରା

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ବାନ୍ଧବୀଙ୍କୁ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ନେଇ ନିଜ ଆଡୁ ମାମଲା ରୁଜ୍ଜୁ କରି ଏନେଇ ତଦନ୍ତ ଆରମ୍ଭ କରିଛି ମହିଳା କମିଶନର । ଏନେଇ ଭରତପୁର ଥାନାରେ ମହିଳା…

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍ ଚ୍ୟାନେଲ୍ ହ୍ୟାକ୍, ଆସୁଛି କ୍ରିପ୍ଟୋକରେନ୍ସି ଭିଡିଓ

ହ୍ୟାକରଙ୍କ ନଜରରେ ସୁପ୍ରମକୋର୍ଟଙ୍କ ୟ୍ୟଟ୍ୟୁବ୍ ଚ୍ୟାନେଲ୍। ବିଭିନ୍ନ ବିଶିଷ୍ଟ ବ୍ୟକ୍ତି ଏବଂ ସଂସ୍ଥାର ସୋଶାଲ ମିଡିଆ ପ୍ଲାଟଫର୍ମ ହ୍ୟାକ୍ ହେବା ନେଇ ଖବର ଆସୁଥିବା, ଏବେ ସୁପ୍ରିମକୋର୍ଟଙ୍କ ଚ୍ୟାନେଲକୁ ବି ହ୍ୟାକ୍ କରା ଯାଇଥିବା ଜଣାପଡିଛି। ସୁପ୍ରିମକୋର୍ଟଙ୍କ ୟ୍ୟୁଟ୍ୟୁବ୍ ଚ୍ୟାନେଲରେ ଆମେରିକା ଆଧାରିକ କମ୍ପାନୀର…

ଏମସ ଭୁବନେଶ୍ବରରୁ ଡିସଚାର୍ଜ ହେଲେ ଅଙ୍କିତା ପ୍ରଧାନ, କହିଲେ ପୋଲିସର ଅମାନୁଷିକ ବର୍ବରତାର କାହାଣୀ

ଏମସ ଭୁବନେଶ୍ବରରୁ ଡିସଚାର୍ଜ ହେଲେ ଅଙ୍କିତା ପ୍ରଧାନ ।  ଡିସଚାର୍ଜ ପରେ ବଖାଣିଛନ୍ତି ୧୪ ତାରିଖ ରାତିରେ ଭରତପୁର ଥାନାର ଅକଥନୀୟ ନିର୍ଯାତନାର କାହାଣୀ ।  ଭୁବନେଶ୍ବର ଭରତପୁର ଥାନାରେ ଆର୍ମୀ ମେଜର ଓତାଙ୍କ ବାନ୍ଧବୀଙ୍କୁ ମାଡ ଘଟଣାରେ ପଦାକୁ ଆସିଲା…

‘୨୦୨୬ ସୁଦ୍ଧା ଶେଷ ହେବ ନକ୍ସଲବାଦ’

ମାର୍ଚ୍ଚ ୨୦୨୬ ସୁଦ୍ଧା ସମଗ୍ର ଦେଶରେ ନକ୍ସଲବାଦର ବିଲୋପ ଘଟିବ। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏହି ଦୃଢୋକ୍ତି ପ୍ରକାଶ କରିଛନ୍ତି। ଏଥିସହ ସେ ମାଓବାଦୀମାନଙ୍କୁ ହିଂସା ଓ ଅସ୍ତ୍ରଶସ୍ତ୍ର ତ୍ୟାଗ କରି ଆତ୍ମସମର୍ପଣ କରିବାକୁ ନିବେଦନ କରିଛନ୍ତି। ନକ୍ସଲ…

ନବୀନଙ୍କ ନ୍ୟାୟିକ ତଦନ୍ତ ଦାବି: ପାଲଟା ପ୍ରଶ୍ନ କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ମାଡ ମାରିବା ଓ ନିର୍ଯାତନା ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲେ । ଏହାକୁ ନେଇ ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ…

ଭରତପୁର ଥାନା ଘଟଣା, ଆସନ୍ତାକାଲି ରାଜଭବନ ସମ୍ମୁଖରେ ବିକ୍ଷୋଭ କରିବ ବିଜେଡି

ଭୁବନେଶ୍ୱର : ଭରତପୁର ଥାନା ଘଟଣାରେ ଆସନ୍ତାକାଲି ରାଜଭବନ ସମ୍ମୁଖରେ ବିକ୍ଷୋଭ କରିବ ବିଜେଡି । ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ଦେବ ବିଜେଡି । ପରେ ସବୁ ସ୍ତରରେ ପ୍ରତିବାଦ କରାଯିବ । ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ଘଟଣାରେ ଯଦି ଆକ୍ସନ…

ଭରତପୁର ଥାନା ଘଟଣା : ୭ ରୋଡ୍‌ ରୋମିଓଙ୍କୁ ଧରିଲା କମିଶନରେଟ୍‌ ପୋଲିସ

ଭୁବନେଶ୍ଵର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା । ୭ ଜଣ ରୋଡ୍‌ ରୋମିଓଙ୍କୁ ଧରିଲା କମିଶନରେଟ୍‌ ପୋଲିସ । ସିସିଟିଭି ଆଧାରରେ ୭ ଜଣଙ୍କୁ ରୋଡ ରୋମିଓଙ୍କୁ ଧରିଲା କମିଶନରେଟ ପୋଲିସ । ଧରାପଡ଼ିଥିବା ୭ ଜଣଙ୍କୁ…