September 2024

ମାଓ ଯୋଜନା ପଣ୍ଡ, ବିସ୍ପୋରକ ସାମଗ୍ରୀ ଜବତ

ମାଲକାନଗିରି : ଓଡ଼ିଶାରେ ମାଲକାନଗିରି ଜିଲ୍ଲାର ଜଙ୍ଗଲରୁ ବିରାଟ ବିସ୍ପୋରକ ସାମଗ୍ରୀ ଜବତ ହୋଇଛି । ମାଓ ଯୋଜନା ପଣ୍ଡ । ଜବତ ହେଲା ବିସ୍ଫୋରକ ସାମଗ୍ରୀ । ମାଲକାନଗିରି ଜିଲ୍ଲା ବଡିଗାଟା ଜଙ୍ଗଲରୁ ବିସ୍ପୋରକ ଜବତ କରାଯାଇଛି । ସୁରକ୍ଷାକର୍ମୀଙ୍କୁ…

ଆଜି ଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ଆଜି ଠାରୁ ୩ ଦିନିଆ ଜନ୍ମମାଟି କେନ୍ଦୁଝର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସକାଳ ପ୍ରାୟ ୧୦ ଟା ୨୦ରେ ରିଜର୍ଭ ପଡିଆ ହେଲିପ୍ୟାଡ଼ରେ ଅବତରଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାପରେ କେନ୍ଦୁଝରର ବିଭିନ୍ନ ରାଜନୈତିକ…

କାଲିଠୁ ରତ୍ନଭଣ୍ଡାର ବୈଷୟିକ ସର୍ଭେ, ଦିନ ୧ଟାରୁ ସର୍ଭେ ଶେଷ ହେବା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ : ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ASI ପକ୍ଷରୁ ଆସନ୍ତାକାଲି ଠାରୁ ୨୩ ପର୍ଯ୍ୟନ୍ତ ୩ଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ହେବ । ଦିନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି…

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା: ଆକ୍ସନ ମୋଡ୍‌ ରେ କ୍ରାଇମବାଞ୍ଚ

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଏବେ ଆକ୍ସନ ମୋଡରେ କ୍ରାଇମବାଞ୍ଚ । ଗୁରୁବାର ସେନା ଅଧିକାରୀଙ୍କ ବାନ୍ଧବୀଙ୍କ ହୃଦୟ ବିଦାରକ ବୟାନ ଆସିବା ପରେ ନିଲମ୍ବିତ ଆଇଆଇସି ଓ ଅନ୍ୟ ୪ ପୋଲିସ…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ମାଣ ଯନ୍ତ୍ରୀ

ବାଲେଶ୍ଵର : ଭିଜିଲାନ୍ସ ଜାଲରେ ସହକାରୀ ନିର୍ମାଣ ଯନ୍ତ୍ରୀ । ବାଲେଶ୍ଵର କୁକୁଡ଼ା ପଦା ସ୍ଥିତ ଗ୍ରାମ୍ୟ ନିର୍ମାଣ ମଣ୍ଡଳ କାର୍ଯ୍ୟାଳୟରେ ରେଡ । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ଏନ୍ ଭି ହରିହର ରାଓଙ୍କ କାର୍ଯ୍ୟାଳୟ ଏବଂ ବାସଭବନରେ…

ବିପଦ ସଂକତ ତଳେ ସୁବର୍ଣ୍ଣରେଖା, ଏବେ ବି ବିପଦରେ ବାଲେଶ୍ବରବାସୀ

ଜଳେଶ୍ବର: କମିଲା ସୁବର୍ଣ୍ଣରେଖା ଜଳସ୍ତର । ହେଲେ କମିନି ବାଲେଶ୍ବର ଜିଲ୍ଲାର ଅନେକ ଅଞ୍ଚଳରେ ବନ୍ୟା ବିତ୍ପାତ । ଏବେ ବି ଅନେକ ଅଞ୍ଚଳରେ ଜଳ ଭରି ରହିଥିବାରୁ ଦୁର୍ଦ୍ଦଶାରେ ଦିନ କାଟୁଛନ୍ତି ଲୋକେ । କିଛି ସ୍ଥାନରେ ଜଳର ପରିମାଣ…

ସମ୍ବଲପୁରୀ ଗାୟିକାଙ୍କ ମୃତ୍ୟୁକୁ ନେଇ ଉଠିଲା ପ୍ରଶ୍ନ

ଭବାନୀପାଟଣା ଭବାନୀପାଟଣାର ସୁପରିଚିତ ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍‌ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ବଲାଙ୍ଗୀରରେ ଏକ ସମ୍ବଲପୁରୀ ଆଲବମ୍‌ ଶୁଟିଂ କରିବାକୁ ଯାଇ ସେଠାରେ ଅସୁସ୍ଥତା ଅନୁଭବ କରିଥିଲେ। ଅଗଷ୍ଟ ୨୭…

ସେନା ମେଜର ଓ ବାନ୍ଧବୀଙ୍କୁ ପୁଲିସ ମାଡ଼ ଘଟଣା: ଡିଜିପିଙ୍କୁ ନୋଟିସ୍‌

ଭୁବନେଶ୍ବର: କମିସନରେଟ୍‌ ପୁଲିସ ଅଧୀନ ଭରତପୁର ଥାନାରେ ସେନାବାହିନୀର ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ମାଡ଼ ମରାଯିବା ଘଟଣାରେ ଜାତୀୟ ମହିଳା କମିସନ ଡିଜିପି ଯୋଗେଶ ବାହାଦୂର ଖୁରାନିଆଙ୍କୁ ନୋଟିସ କରିଛନ୍ତି। ମାମଲାକୁ ନିଜ ତରଫରୁ ଗ୍ରହଣ କରି…

ଏରୋସ୍ପେସ୍ ଓ ପ୍ରତିରକ୍ଷା କ୍ଷେତ୍ରରେ ନିବେଶ ପାଇଁ ଆଗ୍ରହ

ଭୁବନେଶ୍ବର : ଓଡ଼ିଶାରେ ବିନିଯୋଗ କ୍ଷେତ୍ରରେ ଯୋଡ଼ି ହୋଇଛି ଆଉ ଏକ ଅଧ୍ୟାୟ। ପାରମ୍ପରିକ ବ୍ୟବସାୟରେ ନିବେଶ ପରେ ଏବେ ଏରୋସ୍ପେସ୍ ଏବଂ ପ୍ରତିରକ୍ଷା କ୍ଷେତ୍ରରେ ନିବେଶ ପାଇଁ ନିବେଶକଙ୍କ ଆଗ୍ରହ ବଢ଼ୁଛି। ଓଡ଼ିଶାର ସମୃଦ୍ଧ ଐତିହ୍ୟ, ପ୍ରାକୃତିକ ସମ୍ପଦ, ସହଜରେ…

ଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପାଇଁ ପଞ୍ଜିକରଣ ଆରମ୍ଭ

ଭୁବନେଶ୍ଵର: ଆସନ୍ତା ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କରିବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଅଭିଯୋଗ ଦେବାକୁ ଥିବା ଜନସାଧାରଣଙ୍କ ପାଇଁ ଗୁରୁବାରଠାରୁ ଜନ ଶୁଣାଣି ପୋର୍ଟାଲ ଏବଂ ମୋବାଇଲ ଆପ୍ଲିକେସନ୍ ମାଧ୍ୟମରେ…