ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ସାଂଘାତିକ ଅଭିଯୋଗ; ତିରୁପତି ମନ୍ଦିର ଲଡ଼ୁରେ ମିଶୁଥିଲା ପଶୁ ଚର୍ବି
ହାଇଦ୍ରାବାଦ : ତିରୁପତି ମନ୍ଦିର ପ୍ରସାଦ ରୂପେ ପ୍ରସ୍ତୁତ ହେଉଥିବା ଲଡୁରେ ମିଶୁଥିଲା ପଶୁ ଚର୍ବି। କେବଳ ସେତିକି ନୁହେଁ ନିମ୍ନମାନର ସାମଗ୍ରୀରେ ପ୍ରସ୍ତୁତ ହେଉଥିଲା ଲଡୁ। ତିରୁପତି ମନ୍ଦିର ଉପରେ ଆସ୍ଥା ରଖିଥିବା କୋଟି କୋଟି ଶ୍ରଦ୍ଧାଳୁଙ୍କ ପ୍ରତି ଏହା…
