September 2024

ଚନ୍ଦ୍ରାୟନ-୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ, ୨୧୦୪ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ କେନ୍ଦ୍ର କ୍ୟାବିନେଟ ଚନ୍ଦ୍ରାୟନ-୪ ମିଶନକୁ ସବୁଜ ସଂକେତ ଦେଇଛନ୍ତି | କେନ୍ଦ୍ର କ୍ୟାବିନେଟ ଏହାକୁ ମଂଜୁର କରିଥିବାବେଳେ ଚନ୍ଦ୍ରାୟନ-୪ ମିଶନ ଅଧୀନରେ ଚନ୍ଦ୍ରରେ ଅବତରଣ କରିବା, ନମୁନା ସଂଗ୍ରହ କରିବା…

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଥାନାରେ ଆକ୍ରମଣ ଘଟଣା, ଏମ୍ସ ହସ୍ପିଟାଲରେ ଭେଟିଲା ବିଜେଡିର ୫ ଜଣିଆ ପ୍ରତିନିଧି ଦଳ

ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲା BJD ଟିମ୍ । ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ମରା ଘଟଣା । ଏମ୍ସ ହସ୍ପିଟାଲରେ ଆହତ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ବିଜେଡିର ୫ ଜଣିଆ ପ୍ରତିନିଧି ଦଳ । ସେ ମାନସିକ…

ସୁଭଦ୍ରା ଯୋଜନା: ୨ ହଜାର ଆବେଦନ ଖାରଜ

ଭୁବନେଶ୍ୱର: ସୁଭଦ୍ରା ଯୋଜନା ଅଧୀନରେ ଆବେଦନ କରିଥିବା ୨ ହଜାର ମହିଳାଙ୍କ ଆବେଦନ ପତ୍ର ଖାରଜ କରାଯାଇଛି l ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ତେବେ ଆକାଉଣ୍ଟ ସଠିକ୍‌ ନଥିବାରୁ ଆବେଦନ ରିଜେକ୍ଟ ହୋଇଥାଇପାରେ ବୋଲି କହିଛନ୍ତି…

ଶୁକ୍ର ପ୍ରଦକ୍ଷିଣ ଯାନ ପଠାଇବ ଭାରତ, ଖର୍ଚ୍ଚ ହେବ ୧୨୩୬ କୋଟି ଟଙ୍କା

ଭାରତର ମହାକାଶ ଅନ୍ୱେଷଣ ଅଭିଯାନକୁ ଆଉ ଏକ ଲମ୍ବଡିଆଁ ଦେଇ ଭାରତ ସରକାର ପୃଥିବୀର ନିକଟତର ଗ୍ରହ ଶୁକ୍ର ପ୍ରଦକ୍ଷିଣ ଅଭିଯାନ ବା ଭେନସ୍‌ ଅର୍‌ବିଟର୍‌ ମିଶନ (ଭୋମ)କୁ ମଂଜୁରୀ ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟରେ…

ଯବାନଙ୍କ ଗୁଳିରେ ଯବାନ ମୃତ

ମାଲକାନଗିରି : ଯବାନଙ୍କ ଗୁଳିରେ ଯବାନ ମୃତ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବଳରାମପୁର ଜିଲ୍ଲାରେ ଜଣେ CAF ଜବାନ ନିଜ ସର୍ଭିସ ରିଭଲଭରରେ ସାଥୀ ଯବାନଙ୍କ ଉପରକୁ ଗୁଳିମାଡ଼ କରିଥିଲେ । ଏଥିରେ ଦୁଇ ଜବାନଙ୍କ ମୃତ୍ୟୁ ଘଟିଛି…

ଖୁବ୍‌ ଶୀଘ୍ର କ୍ଷତିଗ୍ରସ୍ତ ଚିଟ୍‌ଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା

ଭୁବନେଶ୍ୱର: ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା l ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ l ଚିଟ୍‌ଫଣ୍ଡ ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ମନମୋହନ l ଏନେଇ ରାଜ୍ୟ…

‘ୱାନ ନେସନ, ୱାନ ଇଲେକ୍ସନ’ ସଂସଦର ଶୀତ ଅଧିବେଶନରେ ଆସିପାରେ ବିଲ୍‌

‘ୱାନ ନେସନ, ୱାନ ଇଲେକ୍ସନ’ ବା ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ଦିଗରେ ଆଜି ଆଉ ପାଦେ ଆଗେଇଛନ୍ତି କେନ୍ଦ୍ର ସରକାର। ‘ୱାନ ନେସନ, ୱାନ ଇଲେକ୍ସନ’ ନେଇ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ରିପୋର୍ଟକୁ ମିଳିଛି…

ମାଈ ହାତୀଙ୍କୁ ଟ୍ରାଙ୍କୁଲାଇଜ୍ କଲା ବନ ବିଭାଗ, ବଣାଇ ବନଖଣ୍ଡରେ ଦୀର୍ଘ ଦିନ ହେବ କରୁଥିଲା ଆତଙ୍କ

ବଣାଇ : ମାଈ ହାତୀଙ୍କୁ ଟ୍ରାଙ୍କୁଲାଇଜ୍ କଲା ବନ ବିଭାଗ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ବନଖଣ୍ଡର କୋଇଡା ରେଞ୍ଜର ଜାମଢ଼ି ସେକ୍ସନର ତୋଡା ଜଙ୍ଗଲରେ ଦନ୍ତାହାତୀକୁ ଟ୍ରାଙ୍କୁଲାଇଜ୍ କଲା ବନ ବିଭାଗ । ଦୀର୍ଘ ଦିନ ହେବ ଏକ ଦନ୍ତାହାତୀ…

ଆକାଶମାର୍ଗରୁ ବାଲେଶ୍ଵରର ବିଭିନ୍ନ ବନ୍ୟାଞ୍ଚଳ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର: ଲଘୁଚାପ ଜନିତ ଲଗାଣ ବର୍ଷା ପରେ ସୁବର୍ଣ୍ଣରେଖାରେ ପ୍ରଳୟଙ୍କରୀ ବନ୍ୟା ସୃଷ୍ଟି ହୋଇଛି । ଯାହାକୁ ନେଇ ଉତ୍ତର ବାଲେଶ୍ଵରରେ ଗମ୍ଭୀର ହୋଇଛି ବନ୍ୟା ପରିସ୍ଥିତି । ଯାହାକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ…

ଚାକିରି ପାଇଁ ଜମି ଦୁର୍ନୀତି ମାମଲା; ଲାଲୁଙ୍କ ବଡ଼ ପୁଅଙ୍କ ନାଁରେ ଆସିଲା ସମନ

ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଅଡ଼ୁଆ ବଢ଼ିଲା। ଚାକିରି ପାଇଁ ଜମି ଦୁର୍ନୀତି ମାମଲାରେ ପୂର୍ବରୁ ଲାଲୁଙ୍କ ସମେତ ତାଙ୍କ ପରିବାରର ଅନ୍ୟ ସଦସ୍ୟ ଫସିଥିବା ବେଳେ ଏଥର ଏଥିରେ ସାମିଲ ହୋଇଛି ତେଜପ୍ରତାପ…