ଭରତପୁର ଥାନାରେ ମେଜରଙ୍କୁ ମାଡ଼ମରା ଅଭିଯୋଗ: ପୂର୍ବତନ ସେନା କର୍ମଚାରୀଙ୍କ ବିକ୍ଷୋଭ
ଭୁବନେଶ୍ବର: ଭୁବନେଶ୍ବର ଭରତପୁର ଥାନାରେ ଜଣେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ମରା ଅଭିଯୋଗ ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବିରେ ପୂର୍ବତନ ସେନା କର୍ମଚାରୀଙ୍କ ବିକ୍ଷୋଭ । ନ୍ୟାୟିକ ତଦନ୍ତ ଦାବି କରିଛନ୍ତି । ପୋଲିସ କମିଶନରଙ୍କୁ ଭେଟିଛନ୍ତି ପୂର୍ବତନ…
