ମହିଳାଙ୍କୁ ରାତି ଡ୍ୟୁଟି କରିବାକୁ ବାରଣ ନ କରି ସୁରକ୍ଷା ଦିଅ: ସୁପ୍ରିମକୋର୍ଟ

ପଶ୍ଚିମବଙ୍ଗ ସରକାର ମହିଳାମାନଙ୍କ ରାତି ଡ୍ୟୁଟି ବନ୍ଦ କରିବା ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି ସୁପ୍ରିମକୋର୍ଟ। ମହିଳାମାନଙ୍କୁ ଡ୍ୟୁଟିକୁ ଆସିବାକୁ ବାରଣ କରିବାକୁ ସରକାର କିଏ, ସେମାନଙ୍କୁ ସୁରକ୍ଷା ଯୋଗାଇବା ରାଜ୍ୟ ସରକାରଙ୍କ କାମ ବୋଲି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ…

‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଓଡିଶାରେ ଆରମ୍ଭ ହେଲା ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନା । ସୁଇଚ ଚିପି ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହିତ ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଭାବେ ୫ ହଜାର ଟଙ୍କା ଆକାଉଣ୍ଟକୁ…

ବିପଦ ସଙ୍କେତ ଉପରେ ପ୍ରବାହିତ ସୁବର୍ଣ୍ଣରେଖା

ଜଳେଶ୍ୱର : ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବଢୁଛି ସୁବର୍ଣ୍ଣରେଖା ଏବଂ ଜଳକା ନଦୀର ଜଳସ୍ତର । ଜଳେଶ୍ବର ବ୍ଲକ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀ ବିପଦ ସଙ୍କେତ ୧୦.୩୬ ରହିଥିବା ବେଳେ ସଂଧ୍ଯା ୫ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ…

ସେନା ଅଧିକାରୀଙ୍କ ସହ ବାନ୍ଧବୀଙ୍କୁ ଥାନାରେ ମାଡ଼ ମାରିବା ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ବର: ଭୁବନେଶ୍ୱରରେ ସେନା ଅଧିକାରୀ କ୍ୟାପଟେନ ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ଥାନାରେ ମାଡ ଓ ଗିରଫ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୁଲିସ ଡିଜି। ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ ଡିଜିପିଙ୍କ ନିର୍ଦ୍ଦେଶ। ରବିବାର ଦିନ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନା। ଆପ୍ ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ନାମ ଘୋଷଣା କରିଛନ୍ତି। ଜେଲରୁ ଆସିବା ପରେ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ଘୋଷଣା…

ଆବାସ ହିତାଧିକାରୀଙ୍କୁ ଘର ବାଣ୍ଟିଲେ ମୋଦି, ଜନ୍ମଦିନ ଅବସରରେ ଖିରି ଖାଇଲେ

ଭୁବନେଶ୍ବର: ଗାଡକଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ ଘଣ ଚାବି ବଣ୍ଟନ କରିଛନ୍ତି ମୋଦି । ଏଥିସହିତ କିଛି ସମୟ ସେମାନଙ୍କ ସହ ଆଲୋଚନା କରିଛନ୍ତି । ଏହି ଭିତରେ ତାଙ୍କ ଜନ୍ମଦିନ ଅବସରରେ ଜଣେ ହିତାଧିକାରୀଙ୍କ ଘରକୁ ଯାଇ…

ବିଶ୍ୱକର୍ମା ମୂର୍ତ୍ତି ବିସର୍ଜନ ବେଳେ ଚାଲିଗଲା ଦୁଇ ଛାତ୍ରଙ୍କ ଜୀବନ

ଗତ କାଲି ବିଶ୍ୱକର୍ମା ପୂଜା ବଡ଼ ଧୁମଧାମରେ ସରିଥିଲା । ଆଉ ଆଜି ଥିଲା ଭଷାଣୀ । ମୂର୍ତ୍ତି ବିସର୍ଜନ ପାଇଁ ଦୁଇ ଛାତ୍ର କେନାଲ ପାଖକୁ ଯାଇଥିଲେ । କିନ୍ତୁ କେନାଲ ପାଖରେ ଜଗି ବସିଥିଲା ଯମ । ସବୁ…

ରାହୁଲ ଗାନ୍ଧିଙ୍କ ଜିଭ କାଟିଲେ ୧୧ଲକ୍ଷ ଟଙ୍କା ଦେବି : ଗାଏକ୍ୱାଡ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ଶିବସେନା (ସିନ୍ଦେ କ୍ୟାମ୍ପ) ବିଧାୟକ ସଞ୍ଜୟ ଗାଏକ୍ବାଡ। ସୋମବାର ସଞ୍ଜୟ କହିଛନ୍ତି ଯେ, ଯିଏ ରାହୁଲ ଗାନ୍ଧୀଙ୍କ ଜିଭ କାଟିବ, ମୁଁ ତାକୁ ୧୧ଲକ୍ଷ ଟଙ୍କା ଦେବି। କଂଗ୍ରେସ…

ଜମ୍ମୁ ଓ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ଇସ୍ତାହାର

ଶ୍ରୀନଗର : ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଇସ୍ତାହାର ଜାରି କରିଛି କଂଗ୍ରେସ। କ୍ଷମତାକୁ ଆସିବାର ୧୦୦ ଦିନ ମଧ୍ୟରେ ଏକ ସଂଖ୍ୟାଲଘୁ କମିସନ ଗଠନ ପାଇଁ କଂଗ୍ରେସ ପ୍ରତିଶ୍ରୁତି ଦେଇଛି । ଭୂମିହୀନ କୃଷକମାନଙ୍କୁ ମାସିକ ୪୦୦୦ ଟଙ୍କାର ସହାୟତା…

ମାର୍ଚ୍ଚ ୮ ପର୍ଯ୍ୟନ୍ତ ଚାଲିବ ‘ସୁଭଦ୍ରା’ ପଞ୍ଜିକରଣ

ବିଜେପି ସରକାରର ମହତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାକୁ ନେଇ ରହିଥିବା ଦ୍ୱନ୍ଦ୍ୱକୁ ଆଜି ପୁଣିଥରେ ରାଜ୍ୟ ସରକାର ଦୂର କରିବାକୁ ପ୍ରୟାସ କରିଛନ୍ତି । ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କ ଆବେଦନ ଓ ପଞ୍ଜିକରଣ ପ୍ରକ୍ରିୟା ଆସନ୍ତାବର୍ଷ ମାର୍ଚ୍ଚ ୮ ତାରିଖ ପର୍ଯ୍ୟନ୍ତ…