ପ୍ରଧାନମନ୍ତ୍ରୀଙ୍କ ଘରେ ନୂଆ ଅତିଥି, ନାଁ ଦୀପଜ୍ୟୋତି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସୋଶାଲ ମିଡିଆରେ ଏକ ଭିଡିଓ ଶେଆର କରିଛନ୍ତି, ଯେଉଁଥିରେ ଦିଲ୍ଲୀର ଲୋକ କଲ୍ୟାଣ ମାର୍ଗରେ ଥିବା ତାଙ୍କ ବାସଭବନରେ ସେ ଏକ ବାଛୁରୀ ସହ ଖେଳୁଥିବା ଦେଖିବାକୁ ମିଳୁଛି। ଏହି ବାଛୁରୀ ସହ…

ଜୁସରେ ପରିସ୍ରା ମିଶାଇ ଲୋକଙ୍କୁ ଦେଉଥିଲେ: ବାପାଙ୍କୁ ବାନ୍ଧିଲା ପୁଲିସ, ପୁଅ ଅଟକ

ଗାଜିଆବାଦ : ଚକାଚକ ଦୋକାନ। ଖଚାଖଚ ଭିଡ଼। ଏହି ଭିଡ଼ ଭିତରେ ବାପ–ପୁଅ ଲୋକଙ୍କୁ ଦେଉଥିଲେ ବିଭିନ୍ନ ପ୍ରକାରର ଫଳ ଜୁସ୍‌। ଲୋକମାନେ ମଧ୍ୟ ବେଶ ଆନନ୍ଦରେ ଜୁସକୁ ପିଉଥିଲେ। ହେଲେ ବାସ୍ତବରେ ଏହି ବାପ-ପୁଅ ଯୋଡ଼ି ଲୋକଙ୍କୁ ଦେଉଥିବା ଜୁସ୍‌ରେ…

ଆନ୍ଦୋଳନରତ ଡାକ୍ତରଙ୍କୁ ଭେଟିଲେ ମମତା, ତୀବ୍ର ବିରୋଧର ସମ୍ମୁଖୀନ ହେଲେ

କୋଲକାତା : କଲକାତା ଦୁଷ୍କର୍ମ ଓ ହତ୍ୟା ଘଟଣା ପରେ ପୀଡ଼ିତାଙ୍କୁ ନ୍ୟାୟ ଏବଂ ଡାକ୍ତରଙ୍କ ସୁରକ୍ଷା ଦାବିରେ ଆନ୍ଦୋଳନ ଚଳାଇଥିବା ଡାକ୍ତରମାନଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଡାକ୍ତରଙ୍କ ସହିତ ଆଲୋଚନା ପାଇଁ ୨ ଦିନ ତଳେ ମୁଖ୍ୟମନ୍ତ୍ରୀ ବୈଠକର…

ବିବାହ ବାହାନାରେ ଠକେଇ ଅଭିଯୋଗ, ଅଭିଯୁକ୍ତ ବିରଞ୍ଚି ନାରାୟଣ ଗିରଫ

ଭୁବନେଶ୍ବର: ବିବାହ ବାହାନାରେ ଠକେଇ ଅଭିଯୋଗରେ ଅଭିଯୁକ୍ତ ବିରଞ୍ଜି ନାରାୟଣ ନନ୍ଦଙ୍କୁ କ୍ରାଇମବ୍ରାଞ୍ଚ ଅନୁଗୁଳ ଜିଲ୍ଲା ଛେଣ୍ଡିପଦାରୁ ଗିରଫ କରିଛି। ଠକେଇ ଲିଙ୍କ୍ ଓଡ଼ିଶା ସମେତ ଅନ୍ୟ ରାଜ୍ୟକୁ ଲମ୍ବିଛି। ଠକ ଯୁବକ କେତେବେଳେ ନିଜକୁ ରେଳବାଇ ଅଫିସର ତ କେତେବେଳେ…

ଆରଜି କର ହରର: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଆନ୍ଦୋଳନକାରୀ ଡାକ୍ତର

କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଆନ୍ଦୋଳନ ଚଳାଇଥିବା ଜୁନୟର ଡାକ୍ତରମାନେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ସେମାନେ ମାମଲାରେ ଉଭୟଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ…

ରାଜଧାନୀରେ ଚାଞ୍ଚଲ୍ୟ: ବନ୍ଦ ଘରୁ ମିଳିଲା ଯୁବତୀଙ୍କ ମୃତ ଦେହ

ଭୁବନେଶ୍ବର: ପୁଣି ରାଜଧାନୀରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଖଣ୍ଡଗିରି ଥାନା ଅଧିନରେ ଥିବା ଏକ ଘର ଭିତରୁ ଜଣେ ଯୁବତୀଙ୍କ ମୃତ ଦେହ ଉଦ୍ଧାର ହୋଇଛି । ତେବେ ଯୁବତୀ ଜଣଙ୍କ ତାଙ୍କ ପୁରୁଷ ବନ୍ଧୁଙ୍କ ସହ…

ରେସ୍ତୋରାଁ ମାଲିକ ଅର୍ଥମନ୍ତ୍ରୀଙ୍କୁ କ୍ଷମା ମାଗିବାର ଭିଡିଓ ଭାଇରାଲ୍

ଜଣେ ରେସ୍ତୋରାଁ ମାଲିକ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ କ୍ଷମା ମାଗିବାର ଭିଡିଓ ଭାଇରାଲ ହେବାକୁ ନେଇ ତାମିଲନାଡୁ଼ରେ ରାଜନୀତି ଜୋର୍ ଧରିଛି। ବିଜେପି ସୋଶାଲ ମିଡିଆ ହ୍ୟାଣ୍ଡଲରେ ଏହି ସମୟର ଭିଡିଓ ପୋଷ୍ଟ କରିବା ପରେ ସମାଲୋଚନା କରିଥିଲେ ବିରୋଧୀ,…

ଭୁବନେଶ୍ୱରରେ ଖୁବଶୀଘ୍ର ସ୍ଥାପନ ହେବ ଓମଫେଡ ଭେଣ୍ଡିଂ ମେସିନ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ କୋଅପରେଟିଭ୍ ମିଲ୍କ ଉତ୍ପାଦକ ଫେଡେରେସନ୍ (ଓମଫେଡ) ଖୁବଶୀଘ୍ର ଭୁବନେଶ୍ୱରରେ ଭେଣ୍ଡିଂ ମେସିନ୍ ସ୍ଥାପନ କରିବ। ପ୍ରଥମ ମେସିନ୍ ଜନପଥରେ ସ୍ଥାପନ କରାଯିବ। ପରେ ସହରର ବିଭିନ୍ନ ସ୍ଥାନରେ ଆଉ ୨୦ଟି ମେସିନ ସ୍ଥାପନ କରାଯିବ। ଯାହାଦ୍ବାରା ଡିଜିଟାଲ୍…

ଭାରତର ‘ମିଶନ ମୌସମ’: ଏଣିକି ପ୍ରଯୁକ୍ତି କରିବ ବର୍ଷା, ରୋକିବ ବଜ୍ରପାତ!

ଏଣିକି ଆବଶ୍ୟକତା ଅନୁସାରେ ବର୍ଷାକୁ ନିୟନ୍ତ୍ରଣରେ ରଖାଯାଇ ପାରିବ। ଅର୍ଥାତ୍ ଅତ୍ୟଧିକ ବର୍ଷା ହେଉଥିଲେ ଏହାକୁ ରୋକାଯାଇ ପାରିବ କିମ୍ବା ଆଦୌ ବୃଷ୍ଟିପାତ ହେଉନଥିଲେ ବର୍ଷା କରାଯାଇ ପାରିବ। ଏଥିପାଇଁ ଭାରତୀୟ ପାଣିପାଗ ବିଜ୍ଞାନୀମାନେ ଏକ ନୂତନ ଟେକ୍ନୋଲୋଜିର ଆବିଷ୍କାର କରିଛନ୍ତି। ଏହି ଟେକ୍ନୋଲୋଜି ମାଧ୍ୟମରେ…

ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ କରାଯିବ ‘କାମଧେନୁ ଯୋଜନା’

ଭୁବନେଶ୍ୱର: ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ ହେବ କାମଧେନୁ ଯୋଜନା l ଜାତୀୟ ମୌସୁମୀ ବୈଠକରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l କାମଧେନୁ ଯୋଜନା ପାଇଁ ଖର୍ଚ୍ଚ ହେବ ୧୪୨୪ କୋଟି ଟଙ୍କା l…