ଲୁହା କଡ଼େଇରେ ଅବଢ଼ା ରୋଷେଇ କରିବା ଘଟଣା; କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟ ପ୍ରଶାସକ

ପୁରୀ : ଲୁହା କଡ଼େଇରେ ମହାପ୍ରସାଦ ରୋଷେଇ ନେଇ ବିଭିନ୍ନ ନିଯୋଗର ଅସନ୍ତୋଷ ପରେ ଆକ୍ସନ । ଲୁହା କଡ଼େଇ ବ୍ୟବହାର କରୁଥିବା ଅଭିଯୋଗ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ନିର୍ଦ୍ଦେଶ ଦେଇଛନ୍ତି । ସୁଆର…

ମମତାଙ୍କୁ ସାମାଜିକ ବହିଷ୍କାର କଲେ ରାଜ୍ୟପାଳ, କହିଲେ- ତାଙ୍କ ସହ ଗୋଟିଏ ମଞ୍ଚରେ ବସିବିନି

କୋଲକତାସ୍ଥିତ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଥିବା ଦୁଷ୍କର୍ମ ଓ ହତ୍ୟା ଘଟଣା ବିରୋଧରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ଗତକାଲି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନିମନ୍ତେ ପ୍ରସ୍ତତ ଥିବା ଘୋଷଣା କରିଥିଲେ ମମତା…

ରେଭେନ୍ସା ନାମ ପରିବର୍ତ୍ତନ କଲେ କିଛି ଅସୁବିଧା ନାହିଁ : ଭର୍ତ୍ତୃହରି

କଟକ: ଏବେ ଜୋରଦାର ତେଜିବାରେ ଲାଗିଛି ରେଭେନ୍ସା ରାଜନୀତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୋଟିଏ ଉକ୍ତି ଏବେ ପୂରା ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି । ରେଭେନ୍ସା କଲେଜର ନାଁ ପରିବର୍ତ୍ତନ ପ୍ରସଙ୍ଗ ଉଠିବା ପରେ ଏହାକୁ ନେଇ…

ଧାର୍ମିକ ଅନୁଷ୍ଠାନର ୫ କିଲୋମିଟର ପରିଧି ମଧ୍ୟରେ ମଦ ଦୋକାନ ମନା

ଭୁବନେଶ୍ବର: ରାଜ୍ୟ ସରକାର ଅବକାରୀ ନୀତିରେ କେତେକ ପରିବର୍ତ୍ତନ କରିଛନ୍ତି। ତାହା ଅନୁଯାୟୀ, ପୁରୀ ବେଳାଭୂମିରେ ଆଉ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆଯିବନାହିଁ। ଠିକ୍ ସେହିପରି ପୁରୀ ବେଳାଭୂମି ସହ ପୁରୀ ପୌରାଞ୍ଚଳରେ ମଦ କ୍ୟାବିନ୍ ନିଷିଦ୍ଧ। ସାମାଜିକ, ଧାର୍ମିକ,…

ଗଣେଶ ଭସାଣିରେ ଅଘଟଣ: ବୁଡିଗଲେ ୪ ଛାତ୍ର, ୨ ନିଖୋଜ

ବାରିପଦା: ବାରିପଦାରେ ବଡ ଅଘଟଣ । ଗଣେଶ ମୂର୍ତ୍ତି ଭସାଣି ବେଳେ ବୁଡ଼ିଗଲେ ୪ ଛାତ୍ର । ସେମାନଙ୍କ ମଧ୍ୟରୁ ତୁରନ୍ତ ସ୍ଥାନୀୟ ଲୋକେ ଦୁଇ ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଆଉ ୨ ଜଣ ନିଖୋଜ ଅଛନ୍ତି । ରିପଦା…

୪୭୬ ଅଧିକାରୀ ଓ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ନିଯୁକ୍ତି ପତ୍ର ପ୍ରଦାନ ପ୍ରଦାନ ବେଳେ ନବ ନିଯୁକ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ…

ଆସୁଛି ଆଉ ଏକ ଲଘୁଚାପ; ୩ ଦିନ ପ୍ରବଳ ବର୍ଷିବ!

ଭୁବନେଶ୍ବର : ଆସୁଛି ଆଉ ଏକ ଲଘୁଚାପ। ଦକ୍ଷିଣ-ପୂର୍ବ ବାଂଲାଦେଶ ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରି ଅବପାତରେ ପରିଣତ ହୋଇପାରେ…

ବର୍ଷା ବିତ୍ପାତ: ଘରଭଙ୍ଗା ସହାୟତା ତୁରନ୍ତ ଦିଅ, ସପ୍ତାହକ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ପଠାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆକାଶ ମାର୍ଗରୁ ଲଗାଣବର୍ଷା ପ୍ରଭାବିତ ମାଲକାନଗିରି ଜିଲ୍ଲାର ସ୍ଥିତି ପରଖିଛନ୍ତି । ଏହାସହିତ ବର୍ଷା ଯୋଗୁ କଚ୍ଚାଘର ଭାଙ୍ଗିଥିବା ସମସ୍ତ ପରିବାରକୁ ତୁରନ୍ତ ସହାୟତା ଦେବା ସହ ସପ୍ତାହକ ମଧ୍ୟରେ କ୍ଷୟକ୍ଷତି…

କେନ୍ଦ୍ରମନ୍ତ୍ରୀ ରାଜୀବ ରଞ୍ଜନ ସିଂହ ଓ ଜର୍ଜ କୁରିଅନଙ୍କ ସିଫା ପରିଦର୍ଶନ; ୮ଟି ଭାଷାରେ ରଂଗୀନ ମାଛ ଆପ୍ ଉନ୍ମୋଚିତ

ପିପିଲି:କେନ୍ଦ୍ର ମତ୍ସ୍ୟ, ପଶୁ, ଗୋପାଳନ, ପଂଚାୟତରାଜ ମନ୍ତ୍ରୀ ରାଜୀବ ରଞ୍ଜନ ସିଂହ ଏବଂ ମତ୍ସ୍ୟ, ଗୋପାଳନ, ସଂଖ୍ୟାଲଘୁ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଜର୍ଜ କୁରିଅନ୍ ଗୁରୁବାର ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଅନ୍ତର୍ଗତ କୌଶଲ୍ୟାଗଙ୍ଗ ସ୍ଥିତ କେନ୍ଦ୍ରୀୟ ମଧୁରଜଳ ଜୀବପାଳନ ଅନୁସନ୍ଧାନ ସଂସ୍ଥା…

କାରରୁ ସାଢେ ୭ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ବଡ଼ମ୍ବା : ଚୋରା ଚାଲାଣବେଳେ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ସହିତ ଏକ ଇନୋଭା କାରକୁ ବଡ଼ମ୍ବା ପୁଲିସ ଜବତ କରିଛି । ଘଟଣାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି । ଜବତ ଗଞ୍ଜେଇ…