ଇସ୍ତଫା ଦେବାକୁ ରାଜି ଥିବା ଘୋଷଣା କଲେ ମମତା ବାନାର୍ଜୀ

କୋଲକାତା : ଆନ୍ଦୋଳନ କରୁଥିବା ଜୁନିୟର ଡାକ୍ତରଙ୍କ ସହ ଲାଗି ରହିଥିବା ଅଚଳା ଅବସ୍ଥା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ ନିଜ ପଦରୁ ଇସ୍ତଫା ଦେବାକୁ ରାଜି ଥିବା ଆଜି କହିଛନ୍ତି। ଆରଜି କର…

ମହାରାଷ୍ଟ୍ର ରାସାୟନିକ କାରଖାନାରେ ନିଆଁ, ୨ ମୃତ, ୪ ଗୁରୁତର

ମୁମ୍ବାଇ: ମହାରାଷ୍ଟ୍ରର ରାୟଗଡ଼ ଜିଲ୍ଲାର ଏମଆଇଡିସି (ମହାରାଷ୍ଟ୍ର ଶିଳ୍ପ ଉନ୍ନୟନ ନିଗମ) ଶିଳ୍ପାଞ୍ଚଳରେ ଥିବା ଏକ ରାସାୟନିକ କମ୍ପାନୀରେ ବିସ୍ଫୋରଣ ଯୋଗୁଁ ଏକ ବଡ଼ ଦୁର୍ଘଟଣା ଘଟିଛି । ବିସ୍ଫୋରଣ ଯୋଗୁଁ କମ୍ପାନୀରେ ନିଆଁ ଲାଗିଯିବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି।…

ମହନ୍ତ ଓ ମାଫିଆଙ୍କ ମଧ୍ୟରେ କୌଣସି ଫରକ୍ ନାହିଁ : ଅଖିଳେଶ

ଲକ୍ଷ୍ନୌ: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ଲକ୍ଷ୍ନୌରେ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ଓ ବିଏସପିକୁ କଡ଼ା ସମାଲୋଚନା କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପରୋକ୍ଷରେ ଟାର୍ଗେଟ କରି ଅଖିଳେଶ ଯାଦବ କହିଛନ୍ତି ଯେ ଏକ ମଠର…

କୁସ୍ତିକୁ ଫେରିବା ସମ୍ଭବ ନୁହେଁ: ଭିନେଶ

ନୂଆଦିଲ୍ଲୀ: ପ୍ୟାରିସ ଅଲିମ୍ପିକ୍ସରୁ ଫେରିବା ପରେ ବିନେଶ ଫୋଗାଟ ରାଜନୀତି କ୍ଷେତ୍ରରେ ପାଦ ଥାପିଛନ୍ତି। ବିନେଶ ଫୋଗାଟ କଂଗ୍ରେସ ଟିକେଟରେ ହରିୟାଣାର ଜୁଲାନାରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଛନ୍ତି। ରାଜନୀତିରେ ପ୍ରବେଶ କରିବା ପରେ ବିନେଶ ଫୋଗାଟ କହିଛନ୍ତି, ‘ଏବେ ମୋତେ କେବଳ…

ରୁଷ ସେନାରୁ ଛାଡ଼ ପାଇଲେ ୪୫ ଭାରତୀୟ

ମସ୍କୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଭାରତର ବୈଦେଶିକ ମନ୍ତ୍ରାଳୟର ହସ୍ତକ୍ଷେପ କାମ ଦେଇଛି । ରୁଷ ସେନାରେ ବେଆଇନ ଭାବେ ସୈନିକ କାମ କରୁଥିବା ପ୍ରାୟ ୪୫ ଭାରତୀୟ ମୁକ୍ତ ହୋଇଛନ୍ତି । ଏ ସମ୍ପର୍କରେ ଭାରତର ବୈଦେଶିକ…

ବ୍ୟକ୍ତିଗତ ତଥ୍ୟ ବିକ୍ରି କରି ମାଲେମାଲ ହେଉଛନ୍ତି ଡିଜିଟାଲ ଲୁଟେରା

ନୂଆଦିଲ୍ଲୀ : ସୋଶାଲ ମିଡିଆ ଯୁଗରେ ଲୋକଙ୍କ ବ୍ୟକ୍ତିଗତ ଡାଟା ଏବେ ଏକ ବ୍ୟବସାୟ ପାଲଟିଗଲାଣି। ହ୍ୟାକରଙ୍କ ପାଇଁ ଏହା ମୂଲ୍ୟବାନ ଦ୍ରବ୍ୟ ସଦୃଶ। କାରଣ ସେମାନେ ଏହାକୁ ବିକ୍ରୟ କରି ଅର୍ଥ ରୋଜଗାରର ଆଉ ଏକ ମାଧ୍ୟମ ସୃଷ୍ଟି କରିଛନ୍ତି।…

ୟେଚୁରୀଙ୍କ ଦେହାନ୍ତରେ ରାଜନେତାଙ୍କ ଶୋକ

ନୂଆଦିଲ୍ଲୀ : ସୀତାରାମ ୟେଚୁରୀଙ୍କ ଦେହାନ୍ତରେ ଦଳମତ ନିର୍ବିଶେଷରେ ଅନେକ ରାଜନେତା ଶୋକ ପ୍ରକାଶ କରିଛନ୍ତି। ୟେଚୁରୀଙ୍କ ଦେହାନ୍ତ ଜାତୀୟ ରାଜନୀତି ପାଇଁ ଗୋଟି ବିରାଟ ବଡ଼ କ୍ଷତି। ତାଙ୍କ ଦେହାନ୍ତରେ ଗୋଟିଏ ଯୁଗର ଅବସାନ ଘଟିଲା ବୋଲି ରାଜନେତାମାନେ ମତ…

ପ୍ରଧାନ ବିଚାରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗଣେଶ ପୂଜା: ମନମୋହନଙ୍କ ଇଫତାର ପାର୍ଟି ଫଟୋ ଜାରି କଲା ବିଜେପି

ନୂଆଦିଲ୍ଲୀ : ଦେଶର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଘରେ ଆୟୋଜିତ ଗଣେଶ ପୂଜା ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବା ପରେ ଏହାକୁ ନେଇ ବିବାଦ ଦେଖାଇଛନ୍ତି। ଏହା ଉପରେ ବିରୋଧୀ ପ୍ରଶ୍ନ ଉଠାଇଛନ୍ତି। ତେବେ ବିରୋଧୀ…

ସୀତାରାମ ୟେଚୁରୀଙ୍କ ଦେହାନ୍ତ

ନୂଆଦିଲ୍ଲୀ : ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀ ଆଉ ନାହାନ୍ତି। ଆଜି ଦିଲ୍ଲୀ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଶ୍ୱାସନଳୀ ସଂକ୍ରମଣ ଯୋଗୁ ସେ ଅଗଷ୍ଟ…

ସଂଯୁକ୍ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କଲେ ରାଷ୍ଟ୍ରପତି

ମାଲକାନଗିରି : ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କରିଛନ୍ତି। ସଂଯୁକ୍ତା ସେଠୀ ମାଲକାନଗିରି ଜିଲ୍ଲା…