September 2024

ବରଗଡ଼ ଜିଲ୍ଲାପାଳଙ୍କୁ ମିଠା ପ୍ୟାକେଟ୍‌ରେ ଟଙ୍କା ଦେଇ ବନ୍ଧାହେଲେ ସିମେଣ୍ଟ କଂପାନୀ ଅଧିକାରୀ

ବରଗଡ : ବରଗଡ଼ ଜିଲ୍ଲାପାଳଙ୍କୁ ମିଠା ପ୍ୟାକେଟ୍‌ରେ ଟଙ୍କା ଦେଇ ବନ୍ଧା ହେଲେ ଛତିଶଗଡ଼ର ଏକ ସିମେଣ୍ଟ କମ୍ପାନୀର ସିଏମ୍‌ଓ ରାମଭବ୍‌ ଗଟ୍ଟୁ। ସରକାରୀ କର୍ମଚାରୀଙ୍କୁ ପ୍ରରୋଚିତ ଉଦ୍ୟମ ପାଇଁ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ରାମଭବ୍‌ ଗଟ୍ଟୁ ଜିଲ୍ଲାପାଳଙ୍କ ଅଫିସକୁ…

ସିଏଜି ରିପୋର୍ଟ ପ୍ରକାଶ: ଅଯୋଗ୍ୟ କାଳିଆ ହିତାଧିକାରୀ ନେଇଗଲେ ୭୮୨ କୋଟି ଟଙ୍କା

ଭୁବନେଶ୍ୱର,୧୧ା୯: କାଳିଆ ଯୋଜନା ନେଇ ସିଏଜି ରିପୋର୍ଟରେ ଆଶ୍ଚର୍ଯ୍ୟ କଲା ଭଳି ତଥ୍ୟ ପ୍ରକାଶ ପାଇଛି। ୨୦୧୯ରୁ ୨୧ ମଧ୍ୟରେ ୬୫.୬୪ ଲକ୍ଷ ହିତାଧିକାରୀଙ୍କୁ କାଳିଆ ଟଙ୍କା ଦିଆଯାଇଥିଲା। ୪୧.୬୪ ଲକ୍ଷ ହିତାଧିକାରୀଙ୍କୁ ୩ ଥର, ୮.୦୯ ଲକ୍ଷଙ୍କୁ ୨ ଥର…

ସରିଲା ବିଧାନସଭା ଅଧିବେଶନ

ଭୁବନେଶ୍ବର : ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ବିଧାନସଭାର ପ୍ରଥମ ବଜେଟ୍ ଅଧିବେଶନ ଆଜି ଶେଷ ହୋଇଛି । ଜୁଲାଇ ୨୨ତାରିଖରୁ ଆରମ୍ଭ ହୋଇଥିବା ଏହି ଅଧିବେଶନକୁ ଆଜି ଅନିର୍ଦ୍ଦିଷ୍ଟ କାଳ ପାଇଁ ବାଚସ୍ପତି ସୁରମା ପାଢ଼ୀ ମୁଲତବୀ…

ଆୟୁଷ୍ମାନ ଭାରତକୁ ନେଇ ବଡ଼ ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ସ୍ୱାସ୍ଥ୍ୟ ବୀମା ଯୋଜନା ଆୟୁଷ୍ମାନ ଭାରତକୁ ନେଇ ଆଜି ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏଣିକି ଆୟୁଷ୍ମାନ ଭାରତ ଯୋଜନାରେ ଯୋଡ଼ି ହେବେ ନୂଆ ହିତାଧିକାରୀ। ଏବେ ୭୦ ବର୍ଷ ବୟସ୍କ ସବୁ ଲୋକ ଆୟୁଷ୍ମାନ ଭାରତ…

ରାଜ୍ୟରେ ୧୬ ଲକ୍ଷରୁ ଅଧିକ ଲୋକଙ୍କ ରାସନ କାର୍ଡ କଟିଛି: ମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କଷ୍ଣଚନ୍ଦ୍ର ପାତ୍ର ରାସନ କାର୍ଡକୁ ନେଇ ବଡ଼ ସୂଚନା ପ୍ରଦାନ କରିଛନ୍ତି। ବିଧାନସଭାରେ ବିଧାୟିକା ସୋଫିଆ ଫିରର୍ଦ୍ଦୋସଙ୍କ ପ୍ରଶ୍ନର ଉତ୍ତର ଦେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି, ଗତ ୨୦୧୬-୧୭ରୁ…

ଅଯୋଗ୍ୟଙ୍କଠୁ ସୁଭଦ୍ରା ଫର୍ମ ଫେରାଇ ଆଣିବାରୁ ଅଙ୍ଗନବାଡ଼ି କର୍ମୀଙ୍କୁ ମାଡ଼

ଭଦ୍ରକ : ଅଯୋଗ୍ୟ ହିତାଧିକାରୀଙ୍କ ଠାରୁ ସୁଭଦ୍ରା ଫର୍ମ ଫେରାଇ ଆଣିବାରୁ ଅଙ୍ଗନବାଡ଼ି କର୍ମୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ବ୍ରହ୍ମଟିକିରି ଅଙ୍ଗନବାଡ଼ି କେନ୍ଦ୍ରରେ ଏହି ଘଟଣା ଘଟିଛି। ଏନେଇ ସଂପୃକ୍ତ ଅଙ୍ଗନବାଡ଼ି କର୍ମୀ ଦିପ୍ତିରେଖା…

ସହକାରୀ ଯନ୍ତ୍ରୀଙ୍କ ମାଳମାଳ ବହୁତଳ କୋଠା ଠାବ କଲା ଭିଜିଲାନ୍ସ

ଭୁବନେଶ୍ୱର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ (ସିଭିଲ) ପ୍ରସନ୍ନ କୁମାର ସ୍ୱାଇଁଙ୍କ ଘରେ ଚଢ଼ାଉ କରାଯାଇଥିବା ବେଳେ ତାଙ୍କର ୬ଟି ବହୁତଳ କୋଠା ଠାବ କରାଯାଇଛି।…

ଏଥର କିଏ ଯିବେ ରାଜ୍ୟସଭା: ମନମୋହନ ଦିଲ୍ଲୀ ଗଲେ

ଭୁବନେଶ୍ୱର: ପୂର୍ବତନ ବିଜେଡ଼ି ନେତା ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେବା ପରେ ବି‌ଜେପିରେ ସାମିଲ୍‌ ହୋଇଛନ୍ତି। ସୁଜିତ ପୁଣିଥରେ ରାଜ୍ୟସଭା ଯିବେ ନା ତାଙ୍କ ବଦଳରେ ରାଜ୍ୟ ବିଜେପିର ଅନ୍ୟ କିଏ ରାଜ୍ୟସଭା ଯିବେ ସେନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା…

କ୍ଷୟକ୍ଷତି ଆକଳନ କରାଯାଇ ଓଡ଼ିଶା ରିଲିଫ କୋଡ଼ ଅନୁସାରେ କ୍ଷତିପୂରଣ ଦିଆଯିବ: ମନ୍ତ୍ରୀ

ଭୁବନେଶ୍ୱର: ଶୂନ୍ୟକାଳରେ ମାଲକାନଗିରି ଏବଂ କୋରାପୁଟରେ ବଡ ବର୍ଷା ଓ ବନ୍ୟା କ୍ଷୟକ୍ଷତି ନେଇ ପ୍ରଶ୍ନ ଉଠାଇଲେ ପ୍ରତାପ ଦେବ ଏବଂଏହାର ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ କହିଥିଲେ,…

୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ କଲ୍ୟାଣକାରୀ ଯୋଜନାର କରିବେ ଶୁଭାରମ୍ଭ

ଭୁବନେଶ୍ୱର : ଆସନ୍ତା ୧୭ ତାରିଖ ମଙ୍ଗଳବାର ଦିନ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚୀ ନେଇ ସମ୍ପୂର୍ଣ୍ଣ ବିବରଣୀ ଆସିଛି। ପୂର୍ବାହ୍ନ ୧୧ଟା ୩୫ରେ ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ପୂର୍ବାହ୍ନ ୧୧ଟା ୫୫ରେ ଜନତାରେ…