ସୀତାରାମ ୟେଚୁରୀଙ୍କ ଅବସ୍ଥା ଗୁରୁତର, ହସ୍ପିଟାଲରେ ଚାଲିଛି ଚିକିତ୍ସା
ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି। ବର୍ତ୍ତମାନ ତାଙ୍କର ଚିକିତ୍ସା ଦିଲ୍ଲୀ ସ୍ଥିତ ଏମ୍ସରେ ଚାଲିଛି। ସେ ନିଜେ ନିଃଶ୍ୱାସ ପ୍ରଶ୍ୱାସ ନେଇ ପାରୁ ନାହାନ୍ତି। ତେଣୁ ତାଙ୍କୁ ମେସିନ ଦ୍ୱାରା…
