ରାଜ୍ୟରେ ନାହିଁ ବନ୍ୟା ସ୍ଥିତି : ଏସ୍‌ଆର୍‌ସି

ଭୁବନେଶ୍ୱର: ରାଜ୍ୟରେ ନାହିଁ ବନ୍ୟା ସ୍ଥିତି l ଏନେଇ ସୂଚନା ଦେଇଛନ୍ତି ଏସ୍‌ଆର୍‌ସି l ଆଜି ରାଜ୍ୟରେ ଲଗାଣ ବର୍ଷାର ସ୍ଥିତି ନେଇ ସମୀକ୍ଷା ବୈଠକ ବସିଥିଲା । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବସିଥିଲା ଏହି ସମୀକ୍ଷା ବୈଠକ। ବୈଠକରେ…

୧୦ ତାରିଖ ୫ଟା ସୁଦ୍ଧା କାର୍ଯ୍ୟରେ ଯୋଗଦେବାକୁ ଡାକ୍ତରଙ୍କୁ କହିଲେ ସୁପ୍ରିମକୋର୍ଟ

କୋଲାକାତା ଦୁଷ୍କର୍ମ ଓ ହତ୍ୟା ଘଟଣା ବିରୋଧରେ ମାସେ ହେଲାଣି ବିକ୍ଷୋଭ କରୁଥିବା ଡାକ୍ତରମାନଙ୍କୁ ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା କାର୍ଯ୍ୟରେ ଯୋଗ ଦେବାକୁ ସୁପ୍ରିମକୋର୍ଟ କହିଛନ୍ତି। ଡାକ୍ତରମାନେ କାର୍ଯ୍ୟକୁ ଥରେ ଫେରିବା ପରେ ସେମାନଙ୍କ ବିରୋଧରେ ଅଧିକାରୀମାନେ କୌଣସି କାର୍ଯ୍ୟାନୁଷ୍ଠାନ…

ବନ୍ୟାଜଳ ପଶିଯିବାରୁ ବନ୍ଦ ହେଲା ମାଛକୁଣ୍ଡ ଜଳ ବିଦ୍ୟୁତ୍ ପ୍ରକଳ୍ପ

ବନ୍ଦ ହେଲା ମାଛକୁଣ୍ଡ ଜଳ ବିଦ୍ୟୁତ୍ ପ୍ରକଳ୍ପ ।  ଜଳ ବିଦ୍ୟୁତ ପ୍ରକଳ୍ପରେ ବନ୍ୟାଜଳ ପ୍ରବେଶ ପରେ ପ୍ରକଳ୍ପକୁ ସମ୍ପୂର୍ଣ୍ଣ ବନ୍ଦ କରାଗଲା  l ପ୍ରକଳ୍ପର ଦୁଇ ନମ୍ବର ୟୁନିଟ ଏବଂ ୫ ନମ୍ବର ୟୁନିଟରେ ନବୀକରଣ ଚାଲିଥିବା ବେଳେ  ପାଣି…

ମଙ୍କିପକ୍ସ ନେଇ ସଜାଗ ସ୍ବାସ୍ଥ୍ୟ ବିଭାଗ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ମଙ୍କିପକ୍ସ ନେଇ ସଜାଗ ସ୍ବାସ୍ଥ୍ୟ ବିଭାଗ l ସ୍ବାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ସଜାଗ ରହିଛି, ସବୁ ପ୍ରବେଶ ପଥକୁ ଆଲର୍ଟ କରାଯାଇଛି ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର l ମଙ୍କିପକ୍ସ ପ୍ରଭାବିତ ଅଞ୍ଚଳରୁ ଆସୁଥିବା ବ୍ୟକ୍ତିଙ୍କୁ…

ରାଗିଗଲେ, ଓକିଲଙ୍କୁ ଉଚ୍ଚ ସ୍ୱରରେ କଥା ନ କହିବାକୁ ତାଗିଦ କଲେ ସିଜେଆଇ

କୋଲକାତା ଦୁଷ୍କର୍ମ ଓ ହତ୍ୟା ଘଟଣାର ଶୁଣାଣି ବେଳେ ଜଣେ ଓକିଲଙ୍କ ଉପରେ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼। ନିକଟରେ ବିଜେପିରେ ମିଶିଥିବା ଓକିଲ ଜଣଙ୍କ ଉଚ୍ଚ ସ୍ୱରରେ ବାରମ୍ବାର ଶୁଣାଣିରେ ହସ୍ତକ୍ଷେପ କରିବାରୁ…

ଏସସିବି ମେଡିକାଲକୁ ବଡ଼ ସଫଳତା, ସଫଳ ହେଲା ଦ୍ୱିତୀୟ ଯକୃତ ପ୍ରତିରୋପଣ

କଟକ : ଏସସିବି ମେଡିକାଲ କଲେଜ ହସ୍ପିଟାଲରେ ଆଜି (ସୋମବାର ) ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ ହୋଇଛି । ନୟାଗଡ ଅଂଚଳର ୩୯ ବର୍ଷୀୟ ମାନସ ମୁଦୁଲିଙ୍କ ଶରୀରରେ ଅସ୍ତ୍ରୋପଚାର କରାଯାଇ ଯକୃତ ପ୍ରତିରୋପଣ କରାଯାଇଛି । ତାଙ୍କ ପତ୍ନୀ ଛବି…

ମାଲକାନଗିରି ସ୍ଥିତି ପାଇଁ ୨ ଅଧିକାରୀଙ୍କୁ ଦାୟିତ୍ବ

ମାଲକାନଗିରି: ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଫିସରଙ୍କୁ ଦାୟିତ୍ବ l ଆଇପିଏସ ସୁଧାଂଶୁ ଷଡ଼ଙ୍ଗୀ ଓ ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ମିଳିଲା ଦାୟିତ୍ବ l ଲଘୁଚାପଜନିତ ବର୍ଷାରେ ବେହାଲ ମାଲକାନଗିରିର ସ୍ଥିତି ଉପରେ ନଜର ରଖିବାକୁ ଏହି ୨ ଅଧିକାରୀଙ୍କୁ…

ହରିୟାଣାରେ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ଆପ୍‌

ହରିୟାଣାରେ କଂଗ୍ରେସ ସହ ମେଣ୍ଟ କରି ବିଧାନସଭା ନିର୍ବାଚନ ଲଢ଼ିବାକୁ ଚାହୁଁଥିବା ଆପ୍‌ ଆଜି ବଡ଼ ପଦକ୍ଷେପ ନେଇଛି। କଂଗ୍ରେସ ସହ ହରିୟାଣା ପାଇଁ ସିଟ ଶେୟାରିଂ ଫର୍ମୁଲା ନ ଛିଡ଼ିବାରୁ ଆଜି ଆପ୍‌ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୨୦ଟି ଆସନ ପାଇଁ…

ଯୁକ୍ତ ୨ ପରୀକ୍ଷା ପ୍ରସ୍ତୁତି: ନଭେମ୍ବର ୧୫ ସୁଦ୍ଧା ସିସିଟିଭି ଲଗେଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୫ ସୁଦ୍ଧା ସବୁ ଯୁକ୍ତ ୨ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗେଇବାକୁ ନିର୍ଦ୍ଦେଶ। ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା ରିପୋର୍ଟ ବି ଦେବାକୁ ସମସ୍ତ ଉଚ୍ଚ ମାଧ୍ୟମିକ…

ଅଭିଷେକ ବାନାର୍ଜୀଙ୍କ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ତୃଣମୂଳ କଂଗ୍ରେସ ସାଂସଦ ତଥା ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ଲାଗିଛି ବଡ଼ ଝଟକା। ପଶ୍ଚିମ ବଙ୍ଗରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ମନି ଲଣ୍ଡରିଂ ଦିଗରେ ଖୋଳତାଡ଼ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ…