ଗଣେଶ ଭସାଣି ବେଳେ ଅଘଟଣ, ନଦୀରେ ବୁଡି ଛାତ୍ର ମୃତ

ଜଗତସିଂହପୁର : ଗଣେଶ ଭସାଣି ବେଳେ ଅଘଟଣ । ଗଣେଶ ଭସାଣି ପାଇଁ ବୃଦ୍ଧା ନଦୀକୁ ଯାଇଥିବା ବେଳେ ଘଟିଛି ଅଘଟଣ ।  ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକତ୍ସାଳୟ ରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ,…

ବନ୍ଦ ଘର ଭିତରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ

କଟକ: ବନ୍ଦ ଘର ଭିତରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ l ସିଡିଏ ସେକ୍ଟର-୯ ସ୍ଥିତ ଭଡ଼ା ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର l କଟକ ସ୍ଥିତ ଜାତୀୟ ଆଇନ ବିଶ୍ବବିଦ୍ୟାଳୟରେ କାର୍ଯ୍ୟରତ ଥିଲେ ମୃତ ଅଧ୍ୟାପିକା ଅନନ୍ୟା ଚକ୍ରବର୍ତ୍ତୀ l ସେ…

ଭାରତରେ ମଙ୍କିପକ୍ସ ଆକ୍ରାନ୍ତ, ସନ୍ଦିଗ୍ଧ ଯୁବକଙ୍କ ରିପୋର୍ଟ ପଜିଟିଭ୍‌

ଭାରତରେ ପ୍ରବେଶ କରିଛି ମକ୍ସିପକ୍ସ ଭୂତାଣୁ। ଜଣେ ଯୁବକ ଏହି ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଯୁବକ ଜଣଙ୍କ ମକ୍ସିପକ୍ସ ଚିହ୍ନଟ ହୋଇଥିବା ପଶ୍ଚିମ ଆଫ୍ରିକା ଦେଶରୁ ଆସିଥିଲେ। ସେ ମକ୍ସିପକ୍ସରେ ଆକ୍ରାନ୍ତ ଥିବା ପୂର୍ବରୁ ସନ୍ଦେହ କରାଯାଉଥିଲା। ତାଙ୍କୁ ଏକାନ୍ତବାସରେ ରଖାଯିବା…

ବାହ୍ୟ ଜଗତରୁ ମାଲକାନଗିରି ବିଛିନ୍ନ, ଭାଙ୍ଗିଲା ପିଲିଗାଡା ବ୍ରିଜ

ମାଲକାନଗିରି : ବାହ୍ୟ ଜଗତରୁ ମାଲକାନଗିରି ବିଛିନ୍ନ । ଭାଙ୍ଗିଲା ପିଲିଗାଡା ବ୍ରିଜ । ଆନ୍ଧ୍ର ,ତେଲେଙ୍ଗାନା ଏବଂ ଓଡିଶା ମଧ୍ୟରେ ଯୋଗାଯୋଗ ବିଛିନ୍ନ । ଦୁଇ ଦିନ ଧରି ଲାଗି ରହିଥିବା ବର୍ଷାରେ ଭାଙ୍ଗିଲା ପିଲିଗଡା ଠାରେ ଥିବା ବ୍ରିଜ । …

ଦିଲ୍ଲୀସ୍ଥିତ ଓଡ଼ିଶା ଭବନ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର: ବିପଦପୂର୍ଣ୍ଣ ଘୋଷଣା ପରେ ଭଙ୍ଗାହେବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ। ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭାଙ୍ଗିବାକୁ ରାଜ୍ୟ ସରକାର ଦେଲେ ନିର୍ଦ୍ଦେଶ। ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁଁ ଭଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ସୂଚନା ଅନୁସାରେ…

ଶେଖ ହସିନାଙ୍କୁ ପ୍ରତ୍ୟାର୍ପଣ କରିବାକୁ ଅନୁରୋଧ କରିବ ବାଂଲାଦେଶ

ଢାକା : ବାଂଲାଦେଶରେ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ(ଆଇସିଟି)ର ନବନିଯୁକ୍ତ ମୁଖ୍ୟ ପ୍ରସିକ୍ୟୁଟର ତାଜୁଲ ଇସଲାମ ରବିବାର କହିଛନ୍ତି ଯେ ଗଣହତ୍ୟା ଅଭିଯୋଗର ସମ୍ମୁଖୀନ ହେବାକୁ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ଭାରତରୁ ପ୍ରତ୍ୟର୍ପଣ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ।…

ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ; ମେଡ଼ିକାଲ୍‌ରେ ଭର୍ତ୍ତି

ଗଣେଶ ପୂଜା ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଭିଭାବକ ଅସୁସ୍ଥ ହୋଇଛନ୍ତି। ଆଜି ସେମାନଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଭୋଗ ଖାଇବା ପରେ ସମସ୍ତଙ୍କୁ ଝାଡ଼ାବାନ୍ତି ହୋଇଥିଲା। ଏପରି ଚିତ୍ର ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷୀ ବ୍ଲକ୍‌ରେ ଦେଖିବାକୁ ମିଳିଛି। ଶନିବାର…

ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ବହୁ ପ୍ରତିକ୍ଷିତ ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଁଖାଇ ଅବସରରେ ସମ୍ବଲପୁର ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରାଯାଇଛି । ଆଜି ପ୍ରଥମ କିସ୍ତିରେ ଚାଷୀଙ୍କ…

୨୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

ବାରିପଦା: ଜଣେ ବ୍ରାଉନସୁଗାର ବେପାରୀକୁ ଧରିଛି ବାରିପଦା ଟାଉନ୍ ପୁଲିସ। ଅଭିଯୁକ୍ତଠାରୁ ୧୯୯.୮ ଗ୍ରାମ୍ ଓଜନର ବ୍ରାଉନସୁଗାର ଜବତ ହୋଇଛି। ଉକ୍ତ ବ୍ରାଉନସୁଗାରର ମୂଲ୍ୟ ଆନୁମାନିକ ୨୦ ଲକ୍ଷ ଟଙ୍କା ହେବ ବୋଲି ଜଣାଯାଇଛି। ଏହାଛଡ଼ା ଏକ ଭିଭୋ ସ୍ମାର୍ଟ ଫୋନ୍…

TMC ସାଂସଦ ଜବାହର ସରକାରଙ୍କ ଇସ୍ତଫା

କୋଲକାତାର ଆର.ଜି କର ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବିରୋଧ କରି ଇସ୍ତଫା ଦେଇଛନ୍ତି ରାଜ୍ୟସଭା ସାଂସଦ ଜବାହର ସରକାର। ସେ ଆଜି ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟକୁ ପଠାଇଛନ୍ତି। ଦୁଷ୍କର୍ମ ଓ ହତ୍ୟା ଘଟଣାକୁ କଡ଼ା…