ନିଜ ଆଗ୍ରହ ମୁତାବକ ବିଷୟ ବାଛି ପଢ଼ିପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ବର: ଆଜି ଉଚ୍ଚ ମାଧ୍ୟମିକ ପରିଷଦ (ସିଏଚଏସଇ) ର ୪୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପୋଲିସ ନିଯୁକ୍ତି ବୋର୍ଡ଼ର ଅଧ୍ୟକ୍ଷ ତଥା ଅଗ୍ନିଶମ ବାହିନୀର ପୂର୍ବତନ ମହାନିର୍ଦ୍ଦେଶକ ସନ୍ତୋଷ କୁମାର ଉପାଧ୍ୟାୟ ମୁଖ୍ୟ ଅତିଥି ଭାବେ…

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର :ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ଗଣମାଧ୍ୟମ ଜରିଆରେ ବାରମ୍ବାର ଲୋକଙ୍କୁ ସଚେତନତା ବାର୍ତ୍ତା ଦେଉଛନ୍ତି l ତଥାପି ଲୋକଙ୍କ…

ବିଜେଡି ଡରିଗଲାଣି, ଔଷଧ ବିକଳରେ ତାଟିଆ କାମୁଡୁଛି

ଭୁବନେଶ୍ୱର,୭।୯: ‘ସୁଭଦ୍ରା’କୁ ନେଇ ବିଜେଡିର ଟିପ୍ପଣୀକୁ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସମାଲୋଚନା କରିଛନ୍ତି। ସେ କହିଛନ୍ତି ବିଜେଡି ଔଷଧ ବିକଳରେ ତାଟିଆ କାମୁଡୁଛି। ୨୫ ବର୍ଷର ଶାସନରେ ବିଜେଡି ‘ସୁଭଦ୍ରା’ ଲାଗୁ କଲାନି । ବିଜେଡି ଏବେ ଆତଙ୍କିତ ହୋଇଗଲାଣି, ଡରିଗଲାଣି।…

ଅଜଣା କଣ୍ଟେନରରୁ ବିଭିନ୍ନ ସାମଗ୍ରୀ ବୋହି ନେଲେ ଲୋକେ

ପୁରୀ : ପୁରୀ ବେଳାଭୂମୀରେ ଲାଗିଥିବା ଅଜଣା କଣ୍ଟେନରରୁ ବିଭିନ୍ନ ସାମଗ୍ରୀ ବୋହି ନେଲେ ସ୍ଥାନୀୟ ଲୋକେ। କ୍ୟାଣ୍ଡେଲ, ଖାଦ୍ୟ ସାମଗ୍ରୀ, ଇଞ୍ଜିନ ଅଏଲଓ ପରଫ୍ୟୁମ ସହ ଅନେକ ସାମଗ୍ରୀ ସବୁକୁ ବୋହି ନେଇଛନ୍ତି ଲୋକେ। ୨ଦିନ ତଳେ ପେଣ୍ଠକଟା ବେଳାଭୂମିରେ…

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ ସାମିଲ ହୋଇଛନ୍ତି। ତେବେ ଏମପି ପଦରୁ ଇସ୍ତଫା ଦେବା ପରେ ତୁରନ୍ତ ବିଜେଡି ସୁପ୍ରିମୋ…

କିଏ ଆଉ ଦଳ ଛାଡ଼ିବେ : ବଡ଼ ବୟାନ ଦେଲେ ବରିଷ୍ଠ ବିଜେଡି ନେତା ଅମର ଶତପଥୀ

ଭୁବନେଶ୍ୱର,୭।୯: ଏମ୍‌ପିମାନେ ଦଳ ଛାଡିଲେ ବଡ ପ୍ରଭାବ ପଡ଼ିବ । ଏହା କହିଛନ୍ତି ବରିଷ୍ଠ ବିଜେଡି ନେତା ଅମର ଶତପଥୀ । ଏଭଳି ବଡ ବୟାନ । ଦେଇ ସେ କହିଛନ୍ତି, ମୋ ପାଖେ ତଥ୍ୟ ନାହିଁ, କିଏ ଆଉ ଦଳ…

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ରାଜ୍ୟ ବାହାରେ ଥିବା ମହିଳା ବି ଏବେ ସୁଭଦ୍ରା ଯୋଜନାର ଲାଭ…

ବିଜେଡିରେ ବହୁତ ବରିଷ୍ଠ ନେତା ଓ କର୍ମୀ ଅସନ୍ତୁଷ୍ଟ ଅଛନ୍ତି: ମମତା ମହାନ୍ତ

ଭୁବନେଶ୍ବର : ସୁଜିତ କୁମାର ରାଜ୍ୟସଭା ଓ ପରେ ବିଜେଡିରୁ ଇସ୍ତଫା ଦେବାର କିଛି ସମୟ ପରେ ବିଜେପିରେ ମିଶିଛନ୍ତି। ଏହାକୁ ନେଇ ଆଜି କଡ଼ା ପ୍ରତିକ୍ରିୟା ଦେଇଛନ୍ତି ରାଜ୍ୟସଭା ସାଂସଦ ମମତା ମହାନ୍ତ। ସେ କହିଛନ୍ତି, ବିଜେଡିରେ ବହୁତ ବରିଷ୍ଠ…

ଫୁଡ୍ ଷ୍ଟଲରେ ଚଢ଼ାଉ କଲା ସିଏମସି; ନଷ୍ଟକଲା ବାସି ଖାଦ୍ୟ

କଟକ : କଟକ ରାଣୀହାଟ ଛକର ରାସ୍ତାକଡ଼ରେ ଥିବା ବିଭିନ୍ନ ଫୁଡ୍ ଷ୍ଟଲରେ ଚଢ଼ାଉ କରି ଖାଦ୍ୟମାନ ଯାଞ୍ଚ କରିଛି ସିଏମସି। କଟକ ମହାନଗର ନିଗମର ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ଓ ଖାଦ୍ୟ ନିରାପତ୍ତା ଅଧିକାରୀଙ୍କ ସମେତ ଅନ୍ୟ ଅଫିସର୍ ଏହି…

ଭୁବନେଶ୍ୱରରେ ବୁକିଂ, ଢେଙ୍କାନାଳରେ ଫିଙ୍ଗି ଦେଇ କାର୍‌ ନେଇଗଲେ

ଭୁବନେଶ୍ୱରରେ ଉବେରରେ କାର୍‌ ବୁକିଂ କରିଥିଲେ। ଆଉ ଢେଙ୍କାନାଳ ଜଙ୍ଗଲରେ ଚାଳକକୁ ମାଡ଼ ମାରି ଫିଙ୍ଗି ଦେଲେ। ପରେ କାର୍‌ ନେଇ ପଳାଇ ଯାଇଥିଲେ ୩ ଦୁର୍ବୃତ୍ତ। ଲୁଟ୍‌ର ପ୍ରାୟ ୧୧ ଦିନ ପରେ ପୁଲିସ୍‌ କାର ଜବତ କରିବା ଦୁଇ…