କଂଗ୍ରେସରେ ମିଶିଲେ ଆପ୍‌ ବିଧାୟକ ଗୌତମ

ଦିଲ୍ଲୀରେ କ୍ଷମତାସୀନ ଆପ୍‌କୁ ଝଟକା ଲାଗିଛି। ଆଜି ଦଳର ବରିଷ୍ଠ ନେତା ତଥା ବିଧାୟକ ରାଜେନ୍ଦ୍ର ପାଲ ଗୌତମ କଂଗ୍ରେସରେ ସାମିଲ ହୋଇଛନ୍ତି। ଗୌତମ ଦିଲ୍ଲୀ ସରକାରେ ଏକଦା କ୍ୟାବିନେଟ ମନ୍ତ୍ରୀ ଭାବେ ମଧ୍ୟ କାମ କରୁଥିଲେ। ଉଭୟ ଆପ ଓ କଂଗ୍ରେସ ଇଣ୍ଡିଆ…

ବେଆଇନ ଗର୍ଭପାତ ନର୍ସିଙ୍ଗ ହୋମରେ ଚଢାଉ, ୯ ଗିରଫ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସଦର ଥାନା ପୋଲିସକୁ ମିଳିଛି ବଡ ସଫଳତା l ବେଆଇନ ଗର୍ଭପାତ ନର୍ସିଙ୍ଗ ହୋମ ଉପରେ ଚଢାଉ କରିଛି ପୋଲିସ l ଉକ୍ତ ମାମଲାରେ ୯ ଜଣଙ୍କୁ ଗିରଫ କରିଛି ପୋଲିସ l ତେବେ ଏହି ବେଆଇନ ଗର୍ଭପାତ…

ବିଜେଡି ଛାଡ଼ି ପଦ୍ମ ଧରିଲେ ସୁଜିତ କୁମାର, ରାଜ୍ୟସଭା ସାଂସଦ ପଦରୁ ଦେଇଥିଲେ ଇସ୍ତଫା

ବିଜେଡି ଛାଡ଼ି ପଦ୍ମ ଧରିଲେ ସୁଜିତ କୁମାର ।  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଭର୍ତ୍ତୃହରି ମହତାବ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କ ଉପସ୍ଥିତିରେ ଦିଲ୍ଲୀରେ ସେ ବିଜେପିରେ ମିଶିଛନ୍ତି । ଆଜି ରାଜ୍ୟସଭା ସାଂସଦ ପଦରୁ…

୨୭୪ଟି ବ୍ଲକରେ ସରିଛି ଷ୍ଟାଡିୟମ୍: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ମୋଟ୍ ୩୧୪ରୁ ୨୭୪ ବ୍ଲକରେ ଷ୍ଟାଡିୟମ୍ କାମ ଶେଷ ହୋଇଛି। ଆଜି ଗୃହରେ ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ। ଏନେଇ ମନ୍ତ୍ରୀ କହିଛନ୍ତି, ୩୦ଟି ଷ୍ଟାଡିୟମ୍ କାମ ଚାଲିଛି, ୧୦ଟିର…

ଆଇସକ୍ରିମରେ ମିଶ୍ରଣ ହେଉଥିଲା ହ୍ୱିସ୍କି, ୨ ଗିରଫ

ଆଇସକ୍ରିମ୍ ପାର୍ଲରରେ ଚାଲିଥିଲା ଅପମିଶ୍ରଣ। ଚଢାଉ କରି ପାର୍ଲରକୁ ସିଜ୍ କରିଛି ଅବକାରୀ ବିଭାଗ। ହ୍ୱିସ୍କି ଲେସ୍ ଆଇସକ୍ରିମ୍ ବିକ୍ରୟ ଅଭିଯୋଗ ପରେ ଚଢାଉ କରାଯାଇଥିଲା। ସୂଚନା ଅନୁସାରେ, ହାଇଦ୍ରାବାଦ ଜୁବଲି ହିଲ୍ସ ଅଞ୍ଚଳରେ ଥିବା ଏକ ଆଇସକ୍ରିମ ପାର୍ଲରେ ହ୍ୱିସ୍କି…

୭ ଜିଲ୍ଲାରେ ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭୁବନେଶ୍ୱର, କଟକ ସମେତ ଓଡିଶାର ୭ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଶୁକ୍ରବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା (ଭୁବନେଶ୍ୱର), ପୁରୀ,…

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ମୃତ

କଟକ : ଶ୍ବାସରୁଦ୍ଧ ହୋଇ ୩ ମୃତ । ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ଚାଲିଗଲା ୩ ଜୀବନ । ବାରଙ୍ଗ ଥାନା ନରଣପୁରଠାରେ ଏକ ଆପାର୍ଟମେଣ୍ଟରେ ନିର୍ମାଣ କାମ ଚାଲିଥିବାବେଳେ ଏହି ଅଘଟଣ ଘଟିଛି । ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଲୁଥିବାବେଳେ…

ସୁଭଦ୍ରା ସଚେତନତା ପାଇଁ ଗଡିବ ରଥ

ଭୁବନେଶ୍ୱର: ରାଜ୍ୟରେ ସୁଭଦ୍ରା ଯୋଜନାକୁ ନେଇ ସୃଷ୍ଟି ହେଉଥିବା ବିଭିନ୍ନ ଦ୍ୱନ୍ଦ୍ଵ କରିବା ପାଇଁ ଏଣିକି ଗଡିବ ସୁଭଦ୍ରା ରଥ। ଏନେଇ ସୁଭଦ୍ରା ଯୋଜନା କାର୍ଯ୍ୟ ଅଗ୍ରଗତି ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଆଲୋଚନା ହୋଇଛି। ହିତାଧିକାରୀଙ୍କୁ…

ହରିୟାଣା ନିର୍ବାଚନ: ପ୍ରାର୍ଥୀ ଚୟନକୁ ନେଇ ଦ୍ୱନ୍ଦ୍ୱରେ ବିଜେପି ଓ କଂଗ୍ରେସ

ଆସନ୍ତା ୫ ତାରିଖରେ ହରିୟାଣାର ୯୦ଟି ଯାକ ବିଧାନସଭା ଆସନ ପାଇଁ ନିର୍ବାଚନ ହେବ। ସବୁ ଦଳ ନିଜ ନିଜ ରଣନୀତି ପ୍ରସ୍ତୁତିରେ ଲାଗି ପଡ଼ିଥିବା ବେଳେ ପ୍ରାର୍ଥୀ ଚୟନ ସେମାନଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି। କେବଳ କ୍ଷମତାସୀନ ବିଜେପିରେ…

ରେଭେନ୍ସାରେ ମଶାଲ ଶୋଭାଯାତ୍ରା ପ୍ରସଙ୍ଗ: ୩ ବିଜେଡ଼ି ନେତାଙ୍କ ନାଁରେ ମାମଲା

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ମଶାଲ ଶୋଭାଯାତ୍ରା ବେଳେ ଦୁଇ ଗୋଷ୍ଠୀ ମାଡ଼ଗୋଳ ଘଟଣାରେ ୩ ବିଜେଡ଼ି ନେତାଙ୍କ ନାଁରେ ମାମଲା। ବ୍ୟୋମକେଶ, ଲେଲିନ ଓ ବବି ଖାନଙ୍କ ନାଁରେ ମାମଲା ରୁଜୁ କରିଛି ପୋଲିସ। ମାଲଗୋଦାମ ଥାନାରେ ମାମଲା ରୁଜୁ ହୋଇଛି।…