ବାର୍ଡ ଫ୍ଲୁ ଚିନ୍ତା: ସୀମାନ୍ତରେ ଅଟକିଛି ୭୦ଟି କୁକୁଡା ଓ ଅଣ୍ଡା ବୋଝେଇ ଗାଡ଼ି

ଜଳେଶ୍ବର : ସୀମାନ୍ତରେ ଅଟକିଛି ୭୦ଟି କୁକୁଡା ଓ ଅଣ୍ଡା ବୋଝେଇ ଗାଡ଼ି । ଓଡିଶା – ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ସୋନାକଣିଆ ଚେକପୋଷ୍ଟରେ ଅଟକି ରହିଛି ଗାଡି । ଆନ୍ଧ୍ର ପ୍ରଦେଶ ରୁ ଓଡିଶା ଭିତର ଦେଇ ଆସାମ ଯାଉଥିଲା କୁକୁଡା ଗାଡି…

୯ରୁ ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ

କେନ୍ଦ୍ରାପଡ଼ା: ଆସନ୍ତା ୯ ତାରିଖରୁ ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହେବାକୁ ଯାଉଛି। ଭିତରକନିକା ଜାତୀୟ ଉଦ୍ୟାନରେ କେତେ ପ୍ରଜାତୀର ଓ କେତେ ସଂଖ୍ୟାରେ ଦେଶୀୟ ପକ୍ଷୀ ଅଛନ୍ତି ତାହାର ହେବ ଗଣନା। ଆସନ୍ତା ୯ ତାରିଖରୁ ଦେଶୀୟ ପକ୍ଷୀ…

କଂଗ୍ରେସରେ ଯୋଗଦେଲେ ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆ

ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ କଂଗ୍ରେସକୁ ମିଳିଛି ବଳ। ଆଜି ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି ରେସଲର ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆ। କଂଗ୍ରେସରେ ସାମିଲ ହେବା ପୂର୍ବରୁ ଭିନେଶ ଓ ବଜରଙ୍ଗ ଦିଲ୍ଲୀରେ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ…

ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ, ୭ଟି ସ୍ଥାନରେ ଏକକାଳୀନ ଚଢାଉ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ । କେନ୍ଦୁଝର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ବାଇଁଙ୍କ ଘରେ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢ଼ାଉ କରିଛି। କେନ୍ଦୁଝର ଅଫିସ ସହ ଭୁବନେଶ୍ବରରେ ଏକକାଳୀନ ରେଡ୍ ଚାଲିଛି। ଭୁବନେଶ୍ୱରରୁ…

ସିଙ୍ଗାପୁରରେ ଓଡ଼ିଶାର ପ୍ରଶିକ୍ଷାର୍ଥୀମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ସିଙ୍ଗାପୁର ଗସ୍ତ ଅବସରରେ ଦକ୍ଷତା ବିକାଶ ତାଲିମ୍‌ ନେଉଥିବା ପ୍ରଶିକ୍ଷାର୍ଥୀମାନଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି । ବର୍ତ୍ତମାନ ସିଙ୍ଗାପୁର ଗସ୍ତରେ ଯାଇଥିବା ଓଡ଼ିଶାସ୍ଥିତ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରର ପ୍ରଶିକ୍ଷାର୍ଥୀଙ୍କ ସହିତ ମୋଦୀ…

ପୁରୀରେ ବାର୍ଡ ଫ୍ଲୁ ସ୍ଥିତି ସମୀକ୍ଷା କଲା କେନ୍ଦ୍ରୀୟ ଟିମ୍‌, ଚିକେନ ନ ଖାଇବାକୁ ପରାମର୍ଶ

ଭୁବନେଶ୍ବର : ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ସ୍ଥିତି ଉଦବେଗଜନକ ରହିଛି। ଏହା ମଧ୍ୟରେ ଗତକାଲି ଜିଲ୍ଲାରେ ସ୍ଥିତି ସମୀକ୍ଷା କରିଛି କେନ୍ଦ୍ରୀୟ ଟିମ୍। ଆଜି ଏହି ଟିମ୍ ମୁଖ୍ୟ ଶାସନ ସଚିବଙ୍କୁ ସ୍ଥିତି ସଂପର୍କରେ ରିପୋର୍ଟ ପ୍ରଦାନ କରିବ।…

ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ନିମନ୍ତେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ତାଲିମର ଶୁଭାରମ୍ଭ

ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ ଏବଂ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ନିମନ୍ତେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ତାଲିମର ଶୁଭାରମ୍ଭ ହୋଇଯାଇଛି। ମିଶନ ଶକ୍ତି ଭବନଠାରେ ମିଶନ ଶକ୍ତି ବିଭାଗର…

ନିଖୋଜ ଥିଲେ ଯୁକ୍ତ ଦୁଇ ଛାତ୍ର; ନାଳରୁ ମିଳିଲା ମୃତଦେହ

ଯାଜପୁର : ୨ଦିନ ତଳେ ନିଖୋଜ ଥିଲେ ଯୁକ୍ତ ଦୁଇ ଛାତ୍ର। ଆଜି ସକାଳେ ନାଳରୁ ମିଳିଲା ମୃତଦେହ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଗାଁ ନିକଟ ଶଗଡ଼ିଆ ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଛାତ୍ରଙ୍କୁ ହତ୍ୟା…

ଗଣେଶ ପୂଜା ଚାନ୍ଦା ନ ଦେବାରୁ ଗାଡ଼ି ଜାଳିଦେଲେ

ସମ୍ବଲପୁର : ଗଣେଶ ପୂଜା ଚାନ୍ଦା ନ ଦେବାରୁ ୨ଟି ବାଇକ ଜାଳିଦେଲେ ଦୁର୍ବୃତ୍ତ। ସମ୍ବଲପୁର ଜିଲ୍ଲା କ୍ଷେତରାଜପୁର ଥାନା ଅନ୍ତର୍ଗତ ଦୁର୍ଗାପାଲି ଅଞ୍ଚଳରେ ଏହି ଅଘଟଣ ଘଟିଛି। ଏନେଇ ଥାନାରେ ଅଭିଯୋଗ କରିଛନ୍ତି କ୍ଷେତରାଜପୁର ଥାନା ଅର୍ନ୍ତଗତ ଦୁର୍ଗାପାଲିରେ ରହୁଥିବା…

ପ୍ରତି ପଞ୍ଚାୟତରେ ହେବ ମଡେଲ୍ ପ୍ରାଥମିକ ସ୍କୁଲ: ମୁଖ୍ୟମନ୍ତ୍ରୀ

ଭୁବେନଶ୍ବର : ରାଜ୍ୟର ପ୍ରତି ପଞ୍ଚାୟତରେ ହେବ ମଡେଲ୍ ପ୍ରାଥମିକ ସ୍କୁଲ। ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଆଜି ଗୁରୁଦିବସ ଅବସରରେ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ…